ନକଲି ମୋବିଲ କାରଖାନା ଠାବ: ୨ ଗିରଫ

ବାଲେଶ୍ୱର ଅଫିସ,୧୯।୭: ବାଲେଶ୍ୱର ଜିଲା ସହଦେବଖୁଣ୍ଟା ଥାନା ଅଧୀନ ଆରଡ଼ି ବଜାର ମଜିତ୍‌ ଗଳି ନିକଟରେ ଶୁକ୍ରବାର ମଧ୍ୟାହ୍ନରେ ପୋଲିସ ଚଢ଼ାଉ କରି ନକଲି ମୋବିଲ କାରଖାନା ଠାବ କରିଛି। ଏଥିରେ ୨ଜଣଙ୍କୁ ଗିରଫ କରାଯିବା ସହ ୫ ଲକ୍ଷ ଟଙ୍କାର ମୋବିଲ, ମିଶ୍ରଣ ସାମଗ୍ରୀ ଜବତ କରାଯାଇଛି। ୨ ଅଭିଯୁକ୍ତ ହେଲେ ଇସୁଦ୍‌ ଖାନ୍‌(୪୦) ଓ ଇର୍‌ସାଦ ଖାନ୍‌ (୧୮)। ଏ ନେଇ ପୋଲିସ (କେସ୍‌ ନଂ. ୧୯୮/୧୯) ଏକ ମାମଲା ରୁଜୁକରି ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଆରେ ଇଞ୍ଜିନିୟରିଂ ପାଠପଢ଼ା

ଭୁବନେଶ୍ୱର,୨୦।୯(ବ୍ୟୁରୋ): ଆସନ୍ତା ଶିକ୍ଷାବର୍ଷରୁ ଓଡ଼ିଆରେ ପଢ଼ାଯିବ ଇଞ୍ଜିନିୟରିଂ। ଏନେଇ ଅଲ୍‌ ଇଣ୍ଡିଆ କାଉନ୍‌ସିଲ୍‌ ଫର୍‌ ଟେକ୍ନିକାଲ ଏଜୁକେଶନ(ଏଆଇସିଟିଇ) ପକ୍ଷରୁ ଗ୍ରୀନ୍‌ ସିଗ୍‌ନାଲ୍‌ ମିଳିସାରିଛି। ତେବେ କିଭଳି...

ଝାରସୁଗୁଡ଼ାରେ ନବ ଦାସ ଆଗୁଆ

ଲଖନପୁର,୨୩।୫: ୪ର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଝାରସୁଗୁଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ନବ ଦାସ ଆଗୁଆ ରହିଛନ୍ତି। ନବ ୧୮୨୭୯ ଭୋଟ ପାଇଥିବାବେଳେ...

ଶ୍ରୀମନ୍ଦିରର ୮ ଦ୍ୱାର ହେବ ରୁପା ଛାଉଣି

ପୁରୀ ଅଫିସ,୨୩ା୧୦: ଶ୍ରୀମନ୍ଦିରର ୩ଟି ଦ୍ୱାର (ଜୟ ବିଜୟ, କଳାହାଟ ଓ ବେହେରଣ) ରୁପା ଛାଉଣି ହେବ। ଜଣେ ଭକ୍ତ ଏଥିପାଇଁ ଆବଶ୍ୟକ ରୁପା ଏବଂ...

ଆଜି ରାଜ୍ୟରୁ ୬୬୪୭ କରୋନା ଆକ୍ରାନ୍ତ ଚିହ୍ନଟ, ରେକର୍ଡ ଭାଙ୍ଗିଲା ଖୋର୍ଦ୍ଧା

ଭୁବନେଶ୍ୱର,୨୪।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶନିବାର ରାଜ୍ୟରୁ ୬,୬୪୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌...

୩ ନଂ. ଜୋନ୍‌ରେ ଚର୍ତୁମୁଖୀ ଲଢ଼େଇ

ଏରସମା,୧୪ା୨(ସ୍ବ.ପ୍ର.): ଏରସମା ବ୍ଲକର ୪ଟି ଜିଲା ପରିଷଦ ଜୋନ ମଧ୍ୟରୁ ୩ ନଂ. ଜୋନରେ ପ୍ରଚାର ଜୋର ଧରିଛି। ଏରସମା, ଜିରାଇଲୋ, ଜପା, ନୂଆଡିହି, ଭିତର...

ପାଣି, ସେଲରୁ ବିଦ୍ୟୁତ୍‌ ଉତ୍ପାଦନ କଲେ ଅଜୟ

ଖୋର୍ଦ୍ଧା ଅଫିସ,୧୧ା୭: କିଛି ନୂଆ କରିବାର ନିଶା ହିଁ ଉଦ୍ଭାବନର ବାଟ ଦେଖାଇଥାଏ। ଏହାକୁ ପ୍ରମାଣିତ କରି ଦେଖାଇଛନ୍ତି ଖୋର୍ଦ୍ଧା ଜିଲା ଜଟଣୀ ବ୍ଲକ ଅନ୍ତର୍ଗତ...

ମାଉସୀ ମା’ ପୋଡ଼ପିଠାକୁ ଅପେକ୍ଷା

ପୁରୀ ଅଫିସ, ୧୦ା୭: ଶ୍ରୀଜଗନ୍ନାଥ ମହାପ୍ରଭୁ ଭୋଜନପ୍ରିୟ। ସେଥିପାଇଁ ତାଙ୍କ ନିକଟରେ ପ୍ରତିଦିନ ୬୦ ପଉଟି ଭୋଗ ଓ ୫୬ ପ୍ରକାର ବ୍ୟଞ୍ଜନର ବ୍ୟବସ୍ଥା ରହିଛି।...

ଦୋଷ ଲୁଚାଇବା ପାଇଁ ନୂଆ ଫନ୍ଦି

ଯାଜପୁର ଅଫିସ,୧୮।୧: ଯାଜପୁର ଜିଲା ବଡ଼ଚଣା ବ୍ଲକ ଅଧୀନ ସିହା ଗ୍ରାମପଞ୍ଚାୟତରେ ଚାଲିଥିବା ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌) କାମରେ...

Advertisement
Archives

Model This Week