Posted inଜାତୀୟ

ନକଲି ସାନିଟାଇଜର ବିକ୍ରି ଅଭିଯୋଗରେ ୩ ଅଟକ

ପୁଣେ,୧୫।୩: କରୋନା ଭାଇରସ ଏବେ ତା’ର କାୟା ବିସ୍ତାର କରୁଥିବା ବେଳେ ଏହାଠାରୁ ଦୂରେଇ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସାନିଟାଇଜର ବ୍ୟବହାର କରିବାକୁ କୁହାଯାଇଛି। ବାରମ୍ବାର ହାତ ଧୋଇବା ଓ ପରିଷ୍କାର ପରିଚ୍ଛନ ପରିବେଶରେ ରହିଲେ କରୋନାକୁ ସହଜରେ ଦୂରେଇ ଦେଇ ହେବ ବୋଲି କୁହାଯାଉଛି। ଏଥିପାଇଁ ସାନିଟାଇଜର ଚାହିଦା ବଢିଯାଇଛି। ଲୋକେ ଘରେ ଘରେ ସାନିଟାଇଜର ବ୍ୟବହାର କରିବା ଆରମ୍ଭ କରି ଦେଇଛନ୍ତି। ଏହାକୁ ଦେଖି ମହାରାଷ୍ଟ୍ରର କେତେଜଣ ବ୍ୟକ୍ତି ନକଲି ସାନିଟାଇଜର ବିକ୍ରି କରିବାକୁ ଉଦ୍ୟମ କରୁଥିବା ବେଳେ ପୋଲିସ ଦ୍ୱାରା ଧରାପଡିଥିବା ଜଣାପଡିଛି। ଏହି ଅଭିଯୋଗରେ ମହାରାଷ୍ଟ୍ର ପୋଲିସ ୩ ଜଣଙ୍କୁ ଅଟକ ରଖିବା ସହ ସେମାନଙ୍କ ନିକଟରୁ ପାଖାପାଖି ୧.୨୦ ଲକ୍ଷ ଟଙ୍କାର ସାନିଟାଇଜର ସାମଗ୍ରୀ ଜବତ କରିଥିବା ସୂଚନା ମିଳିଛି। ଅଭିଯୁକ୍ତ ୩ ଜଣ ହେଲେ ଅଜୟ ଗାନ୍ଧୀ, ମୋହନ ଚୌଧୁରୀ ଓ ସୁରେଶ ଛେଡା।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri