ଭଦ୍ରକ ଅଫିସ, ୧୯।୧୧- ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ସୁଅଁା ନିକଟସ୍ଥ ସୁଦର୍ଶନପୁର ଅଞ୍ଚଳର ଜଣେ ଯୁବକ ନକଲି ସାର୍ଟିଫିକେଟ ଦେଇ ୮ ବର୍ଷ ଧରି ଶିକ୍ଷକତା କରିଆସୁଥିଲେ। ନିକଟରେ ଶିକ୍ଷା ବିଭାଗ ଦ୍ୱାରା ଧରାପଡ଼ିବାରୁ ତାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଏ ନେଇ ଜିଲା ଶିକ୍ଷାଧିକାରୀଙ୍କ ଏତଲା କ୍ରମେ ଭଦ୍ରକ ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଛି। ସମ୍ପୃକ୍ତ ଯୁବକ ଫେରାର ଥିବାରୁ ପୋଲିସ ତାଙ୍କୁ ଗିରଫ କରିବା ପାଇଁ ଖୋଜୁଛି।
ସୂଚନା ଅନୁଯାୟୀ, ଉକ୍ତ ଯୁବକ ଯୁକ୍ତ ୨ ଉପଶାସ୍ତ୍ରୀର ନକଲି ସାର୍ଟିଫିକେଟ୍ ଦେଇ ୨୦୧୧ ଡିସେମ୍ବରରେ ଶିକ୍ଷାସହାୟକ ଭାବେ ନିଯୁକ୍ତ ହୋଇଥିଲେ। ସେ ଧାମନଗର ବ୍ଲକ ଅଞ୍ଚଳର ଏକ ସ୍କୁଲରେ କନିଷ୍ଠ ଶିକ୍ଷକ ଭାବେ କାର୍ଯ୍ୟ କରିଆସୁଥିଲେ। ତାଙ୍କ ସାର୍ଟିଫିକେଟ୍ ନକଲି ବୋଲି ଜିଲା ଶିକ୍ଷା ବିଭାଗ ସମ୍ପୃକ୍ତ ବୋର୍ଡ଼ରୁ ତନଖି କରି ଜାଣିବାକୁ ପାଇଥିଲା। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଧାମନଗର ବ୍ଲକ ଶିକ୍ଷାଧିକାରୀ ସମ୍ପୃକ୍ତ ଶିକ୍ଷକଙ୍କୁ ବହିଷ୍କୃତ କରିଛନ୍ତି।
ବାଇକ୍ ଉପରେ ଚଢ଼ିଗଲା ଟ୍ରକ, ଚାଲିଗଲା ବାପାଙ୍କ ସହ ୨ ପୁଅଙ୍କ ଜୀବନ
ଉମରକୋଟ,୧୨।୭(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଦେଓଭରଣ୍ଡୀଠାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ ବାଇକ୍ ଉପରେ ଚଢ଼ିଯିବ ଫଳରେ ବାପାଙ୍କ…
ପ୍ରଭାତ ଭାଜପାରେ ସାମିଲ ହେବା ପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ, ବିଜେଡିରେ ଭୂକମ୍ପ….
ଭୁବନେଶ୍ବର,୧୨ା୭: ଭାଜପାରେ ମିଶିଲେ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…
ନିଶାମୁକ୍ତ ଓଡ଼ିଶା ପାଇଁ ସରକାରଙ୍କ ବଡ଼ ମାଷ୍ଟର ପ୍ଲାନ
ଭୁବନେଶ୍ୱର,୧୨।୭: ନିଶାମୁକ୍ତ ଓଡ଼ିଶା ପାଇଁ ରାଜ୍ୟ ସରକାର ଏକ ବଡ଼ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିଛନ୍ତି। ଏହାର ଅନୁମୋଦନ ପାଇଁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…
ଭାଜପାରେ ସାମିଲ ହେଲେ ପ୍ରଭାତ ବିଶ୍ୱାଳ, ଶହଶହ ସମର୍ଥକଙ୍କ ସହ ଆସି…
ଭୁବନେଶ୍ୱର,୧୨ା୭: କଟକ ରାଜନୀତିରେ ବଡ଼ଧରଣର ହଲଚଲ। ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ବିଜେଡିରୁ ବିତାଡ଼ିତ ହୋଇଥିବା ବରିଷ୍ଠ ନେତା ପ୍ରଭାତ ବିଶ୍ୱାଳ ରବିବାର ଭାଜପାରେ ସାମିଲ…
ମାଟିର ମହକରେ ଫେରିଲା ଦେଶୀ ମଞ୍ଜି, ପ୍ରେରଣାଦାୟୀ ସାଜିଲେ ମହିଳା ଚାଷୀ, ହସିହସି କୁହନ୍ତି ଆମ ପରିବାରରେ…
କର୍ଲାମୁଣ୍ଡା,୧୨ା୭(ପ୍ରଦୀପ କୁମାର ସାହୁ): ବଦଳୁଥିବା କୃଷି ପଦ୍ଧତି ମଧ୍ୟରେ ଯେତେବେଳେ ଅନେକ ଚାଷୀ ହାଇବ୍ରିଡ୍ ମଞ୍ଜି ଓ ରାସାୟନିକ କୃଷି ଉପରେ ନିର୍ଭରଶୀଳ ହୋଇପଡ଼ିଛନ୍ତି, ସେତେବେଳେ କଳାହାଣ୍ଡି…
ଗ୍ରୀଡ୍ ସବ୍ଷ୍ଟେଶନ ଲୋକାର୍ପଣ କଲେ ଉପମୁଖ୍ୟମନ୍ତ୍ରୀ, କହିଲେ କୌଣସି ସ୍ଥାନରେ କିଛି…
ବରଗଡ଼,୧୨ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ପଞ୍ଚାୟତ କଲେଜ ନିକଟରେ ରବିବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ୩୩/୧୧ କେ.ଭି କ୍ଷମତା ସମ୍ପନ୍ନ ନୂତନ ଗ୍ରୀଡ୍…
ମୋବାଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…
ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର…
ବିଦ୍ୟୁତ୍ ଫାଶରେ ଲାଗି ଚାଲିଗଲା ମହିଳା ଚାଷୀଙ୍କ ଜୀବନ, ପରିବାର ଉପରେ ଭାଙ୍ଗିପଡ଼ିଲା ଦୁଃଖର ପାହାଡ଼
ବୁଗୁଡ଼ା,୧୨ା୭(କାଳିଚରଣ ଦାଶ): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅନ୍ତର୍ଗତ ତାକରଡ଼ାରେ ବିଲକୁ ଯାଇ ଫେରୁଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ମହିଳା ଚାଷୀଙ୍କ ମୃତ୍ୟୁ…
Archives

