ନଗରଭବନଠାରେ ବିଶ୍ୱ ପରିବେଶ ଦିବସ ପାଳିତ: ପ୍ରକୃତିବନ୍ଧୁମାନଙ୍କୁ ପୁରସ୍କାର ପ୍ରଦାନ

କେନ୍ଦୁଝର,୫।୬( ସ୍ବ.ପ୍ର.): କେନ୍ଦୁଝର ଜିଲା ନଗରଭବନଠାରେ ବୁଧବାର ବିଶ୍ୱ ପରିବେଶ ଦିବସ ପାଳିତ ହୋଇଯାଇଛି। ଡିଏଫ୍‌ଓ ସନ୍ତୋଷ ଯୋଶୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଡା. ଭକ୍ତ ଚରଣ ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଏହି ଅବସରରେ ପରିବେଶର ସୁରକ୍ଷା ଓ ଜୀବନ ରକ୍ଷା ପାଇଁ ଉପସ୍ଥିତ ଅତିଥିମାନେ ସୁଚିନ୍ତିତ ମତ ଦେଇଥିଲେ। ପ୍ରକୃତିବନ୍ଧୁ ପୁରସ୍କାର ପାଇଥିବା ୯ ଜଣଙ୍କୁ ପୁରସ୍କୃତ କରାଯାଇଥିଲା।
ଅନ୍ୟମାନଙ୍କ ମଧ୍ୟରେ ଓ୍ବାର୍କିଂ ପ୍ଲାନ୍‌ ଅଧିକାରୀ ଏସ୍‌.କେ. ନାୟକ, ଡିଏଫ୍‌ଓ ପି.କେ. ସେଠୀ, ଏସିଏଫ୍‌ ସୁରେଶ ସେଠୀ ଓ ବନ୍ୟପ୍ରାଣୀ ପରିଚାଳକ ହରେକୃଷ୍ଣ ମହାନ୍ତ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଥିଲେ। ଶେଷରେ ବଡ଼ବିଲ ରେଞ୍ଜ ଅଧିକାରୀ ଧନ୍ୟବାଦ ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫାର୍ମ ହାଉସ୍‌ରେ ନିଆଁ ଲଗାଇଲେ ଦୁର୍ବୃତ୍ତ,ଶହେରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ

ସଜନାଗଡ଼, ୨୧।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଥାନା ଅନ୍ତର୍ଗତ ଏକ ଫାର୍ମ ହାଉସ୍‌ରେ ନିଆଁ ଲାଗି ଶହେରୁ ଊର୍ଦ୍ଧ୍ୱ ଛେଳି ଜୀବନ୍ତ ଦଗ୍ଧ ହୋଇଥିବାର ଦେଖିବାକୁ ମିଳିଛି।...

ସହାୟତା ଅପେକ୍ଷାରେ ବିତୁଛି ଦିନ

ବାହାନଗା, ୧୨ା୭(ଡି.ଏନ.ଏ.)- ବାଲେଶ୍ୱର ଜିଲା ବାହାନଗା ବ୍ଳକ ରୂପଖଣ୍ଡ ଗ୍ରାମରେ ପକ୍ଷାଘାତ େଋାଗୀ ଶୁକମଣି ମହାଳିକଙ୍କ ପରିବାର ଅସହାୟ ସ୍ଥିତିିରେ ଦିନ ବିତାଉଛନ୍ତି। ଶୁକମଣିଙ୍କ ସ୍ବାମୀ...

ବସକୁ ଧକ୍କା ଦେଲା ଟ୍ରକ : ଜଣେ ଶିଶୁଙ୍କ ଜୀବନଗଲା

କେନ୍ଦୁଝର,୨୫ା୪(ସ୍ବ.ପ୍ର.) : କେନ୍ଦୁଝର ଜିଲା କାଞ୍ଜିପାଣି ଘାଟିରେ ବୁଧବାର ରାତିରେ ଏକ ଘରୋଇ ବସ ପଛରେ ଟ୍ରକ ଧକ୍କା ଦେବାରୁ ଜଣେ ୬ ବର୍ଷର ଶିଶୁଙ୍କ...

ଶିକ୍ଷକ ପଦବୀ ପୂରଣ ଦାବି: ବିଦ୍ୟାଳୟ ଫାଟକ ସମ୍ମୁଖରେ ଧାରଣା

ବାହାନଗା,୧୦।୭(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାହାସପୁରା ଗ୍ରାମର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନ ଥିବାରୁ ପାଠ ପଢ଼ାରେ ବ୍ୟାଘାତ ସୃଷ୍ଟି ହେଉଛି।...

ସୀମା ଟପିଲା ମାଙ୍କଡ଼ ଉପଦ୍ରବ: ଗ୍ରାମବାସୀ ଆତଙ୍କିତ

ବସ୍ତା,୨୭।୭(ସ୍ବ.ପ୍ର.)-ବସ୍ତା ବ୍ଲକ କୁଳିଦା ପଞ୍ଚାୟତର କୁଳିଦା, ଆଗ୍ରଡ଼ା, ତେନ୍ତୁଳିଆ ଆଦି ଗ୍ରାମରେ ଗତ କିଛିଦିନ ହେଲା ମାଙ୍କଡ଼ ଉପଦ୍ରବ ଚରମ ସୀମାରେ ପହଞ୍ଚତ୍ଛି। ମାଙ୍କଡ଼ ଗାଁରେ...

ଷ୍ଟେଶନରୁ ପିଲା ଚୋରି

ବାଲେଶ୍ୱର ଅଫିସ, ୫।୧୦: ବାଲେଶ୍ୱର ରେଳଷ୍ଟେଶନ ୧ ନଂ. ପ୍ଲାଟଫର୍ମରୁ ଗୁରୁବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ମା’ ପାଖରେ ଶୋଇଥିବା ଏକ ୩ମାସର ପୁଅକୁ...

ଶଙ୍କା ବଢାଉଛି ଦୁର୍ବଳ ନଦୀବନ୍ଧ

ବାଲେଶ୍ୱର ଅଫିସ/ଜଳେଶ୍ୱର, ୨୧।୮-ବାଲେଶ୍ୱର ଜିଲାରେ ସୁବର୍ଣ୍ଣରେଖା ନଦୀରେ ଜଳସ୍ତର ବୃଦ୍ଧି ପାଉଥିବା ବେଳେ ବୁଢ଼ାବଳଙ୍ଗ ଓ ଜଳକା ନଦୀର ଜଳସ୍ତର ହ୍ରାସ ପାଉଛି। ମଙ୍ଗଳବାର ପୂର୍ବାହ୍ନ...

୨୦ ହଜାର ଟଙ୍କାରେ ୭ ଦିନର ପୁଅ ବିକ୍ରି

ବାଲେଶ୍ୱର ଅଫିସ,୧୪।୯-ଦାରିଦ୍ର୍ୟର ତାଡନା ସହି ନ ପାରି ଏକ ଦମ୍ପତି ତାଙ୍କ ୭ଦିନର ପୁଅକୁ ୨୦ହଜାର ଟଙ୍କାରେ ବିକ୍ରି କରିଦେବା ଘଟଣା ବାଲେଶ୍ୱର ଜିଲା ଦରଘାପଡିଆ...

Play 250+ Trending Games
Archives

Model This Week

Why Dharitri