ନଡ଼ିଆ ଗଛରୁ ୧୦ ଫୁଟ ଲମ୍ବର ଅହିରାଜ ଉଦ୍ଧାର

ରଣପୁର, (ସ୍ବପ୍ର)୨।୧୦: ନୟାଗଡ଼ ଜିଲା ରଣପୁର ବ୍ଲକ ବିରୁଡ଼ା ଗ୍ରାମର ପ୍ରଫୁଲ୍ଲ ବେହେରାଙ୍କ ଘର ଆଗରେ ଥିବା ନଡ଼ିଆ ଗଛରୁ ବୁଧବାର ସକାଳେ ଦଶଫୁଟ ଲମ୍ବର ଏକ ବିଷାକ୍ତ ଅହିରାଜ ସାପ ଉଦ୍ଧାର କରାଯାଇଛି। ଖବର ପାଇ ରଣପୁର ଦେଉଳି ଗ୍ରାମର ସାପଧରାଳି ଅଜୟ ପ୍ରଧାନ ଘଟଣାସ୍ଥଳରେ ପହଞ୍ଚି ଗଛରେ ଚଢ଼ି ସାପଟିକୁ ଧରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ମମିତା ହତ୍ୟା ମାମଲା: ଛାତ୍ରୀନିବାସରେ ପହଞ୍ଚିଲା ପ୍ରଶାସନିକ ଟିମ୍‌

ଭବାନୀପାଟଣା/ଗୋଲାମୁଣ୍ଡା,୩।୧୧(ସ୍ବ.ପ୍ର./ଡି.ଏନ୍‌.ଏ.): ମମିତା ମେହେର ହତ୍ୟା ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ ଆସୁଛି। ସୋମବାର ମହାଲିଙ୍ଗ କଲେଜରେ ପହଞ୍ଚତ୍ କଳାହାଣ୍ଡି ଜିଲା ଧର୍ମଗଡ଼ ଉପଜିଲାପାଳ...

ବାଲି ନିଲାମକୁ ଗ୍ରାମବାସୀଙ୍କ ବିରୋଧ

ବାଲେଶ୍ୱର ଅଫିସ,୨୮।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ଘୁଙ୍ଗି ମୌଜାର ସୋନ ନଦୀକୂଳରେ ଅବସ୍ଥିତ ବୋଇତବାଙ୍କ ଗ୍ରାମ ଆଜି ସଂକଟରେ। ଭୌଗୋଳିକ ଅବସ୍ଥିତି...

ପଦ୍ମପୁରରେ ଘୋଷଣା, କେନ୍ଦୁଝରରେ ତାତି

କେନ୍ଦୁଝର,୨୦ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପଦ୍ମପୁର ଗସ୍ତରେ ଯାଇ ବର୍ଷକ ମଧ୍ୟରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ ବୋଲି ଘୋଷଣା...

ଷ୍ଟେଶନ ଶୌଚାଳୟରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୨୩।୨(ସ୍ବ.ପ୍ର): କୋରାପୁଟ ବ୍ଲକ ଅନ୍ତର୍ଗତ ଡୁମୁରିପୁଟ ରେଳ ଷ୍ଟେଶନ ଶୌଚାଳୟରୁ ଗୁରବାର ଜଣେ ଯୁବକଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ସେ ହେଲେ କୋରାପୁଟ...

କରୋନା ସହାୟତା: ସ୍ବେଚ୍ଛାସେବୀ ସଂଗଠନ ‘ହିନ୍ଦ ସେବକ ସଂଘ’ ପକ୍ଷରୁ ଅସହାୟଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ

ଚୌଦ୍ୱାର,୨୨ା୪(ଡି.ଏନ୍‌.ଏ): ଲକ୍‌ଡାଉନ୍‌ ଯୋଗୁ ଗରିବା ତଥା ଖଟିଖିଆ ଲୋକମାନେ ବିଶେଷ ଭାବେ ପ୍ରଭାବିତ ହେଉଛନ୍ତି। ସେମାନେ ଦୁଇ ଓଳି ଖାଇବା ପାଇଁ ପାଉ ନାହାନ୍ତି। ଏହି...

ସୋସିଆଲ୍‌ ମିଡିଆରେ ଗୁଜବ ପ୍ରଚାର କରି ଅଧ୍ୟାପକ ଗିରଫ

ମାଲକାନଗିରି,୨୭ା୩(ଡି.ଏନ୍‌.ଏ): ମହାମାରୀ କୋଭିଡ୍‌-୧୯ ବିଶ୍ୱ ପାଇଁ ଚିନ୍ତାର କାରଣ ହୋଇଥିବାବେଳେ ଓଡ଼ିଶାରେ ମଧ୍ୟ କାୟା ବିସ୍ତାର କରିବାରେ ଲାଗିଛି। ଇତିମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୩ରେ...

ମହୀଧରପୁର ସାପ୍ତାହିକ ହାଟ : ଛାଇ ନାହିଁ କି ନିର୍ମାଣ ହେଉନି ପିଣ୍ଡି

ବଅଁରପାଳ, ୧୩।୬ (ଡି.ଏନ୍‌.ଏ) – ଦୃଷ୍ଟି ଆଢୁଆଳରେ ଅନୁଗୋଳ ଜିଲା ବଅଁରପାଳ ବ୍ଲକ ମହୀଧରପୁରର ସାପ୍ତାହିକ ହାଟ। ବର୍ଷକୁ ଲକ୍ଷାଧିକ ଟଙ୍କା ଆୟ ସତ୍ତ୍ୱେ ସୁଧୁରିପାରୁନି...

ବଦଳିଲେ ବିବାଦୀୟ ଶିକ୍ଷୟିତ୍ରୀ

ମ.ରାମପୁର,୨୭ା୭(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ମଦନପୁର ରାମପୁର ସହର ମଧ୍ୟରେ ଥିବା ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବିବାଦୀୟ ପ୍ରଧାନଶିକ୍ଷୟିତ୍ରୀ ଯଶୋବନ୍ତୀ ସେନାପତିଙ୍କୁ ବଦଳି କରାଯାଇଛି। ଜିଲା...

Advertisement
Archives

Model This Week