Posted inଜାତୀୟ

ନଡ୍ଡାଙ୍କୁ ଜେଡ୍‌ ସୁରକ୍ଷା

ନୂଆଦିଲ୍ଲୀ,୧୧-୧୦(ପି.ଟି.): ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ଜେଡ୍‌ ସୁରକ୍ଷା ଯୋଗାଇ ଦିଆଯାଇଛି। ତାଙ୍କୁ ଏଣିକି କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)ର ୩୫ ଜଣ କମାଣ୍ଡୋ ଦିନରାତି ସୁରକ୍ଷା ଯୋଗାଇଦେବେ। ନଡ୍ଡାଙ୍କ ଜୀବନ ପ୍ରତି ବିପଦ ବଢ଼ୁଥିବାରୁ ଏହାକୁ ବିଚାରକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଉପରୋକ୍ତ ନିଷ୍ପତ୍ତି ନେଇଛି। ଦେଶ ଭିତରେ ନଡ୍ଡା ଯୁଆଡେ ଯିବେ ତାଙ୍କ ସହ କମାଣ୍ଡେମାନେ ରହିବେ। ଏଥିସହିତ ତାଙ୍କ ବାସଭବନରେ ମଧ୍ୟ ଯବାନ ମୁତୟନ ରହିବେ ବୋଲି ଜଣେ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ମାନଚିତ୍ରରେ ଅରୁଣାଚଳପ୍ରଦେଶ

ନୂଆଦିଲ୍ଲୀ,୨୨ା୪(ଆଇଏଏନ୍‌ଏସ୍‌): ଚାଇନା ଏହାର ଅନ୍ତର୍ଜାତୀୟ ସୀମା ମଧ୍ୟରେ ଅରୁଣାଚଳପ୍ରଦେଶର କେତେକ ଅଞ୍ଚଳକୁ ଅନ୍ତର୍ଭୁକ୍ତ କରିଛି। ସ୍କାଏ ମ୍ୟାପ୍‌ ପକ୍ଷରୁ ଜାରି ଚାଇନା ମାନଚିତ୍ରର ସଂଶୋଧିତ ସଂସ୍କରଣରେ...

ଜୈଶ୍‌ ଆତଙ୍କବାଦୀ ବଶିର୍‌ ଗିରଫ

ନୂଆଦିଲ୍ଲୀ, ୧୬।୭: ଆତଙ୍କବାଦ ବିରୋଧୀ ଅପରେଶନ୍‌ରେ ବଡ଼ ସଫଳତା ମିଳିଛି। ଜୈଶ୍‌-ଇ-ମହମ୍ମଦ୍‌ ଆତଙ୍କବାଦୀ ବଶିର୍‌ ଅହମ୍ମଦ ମୌଲବୀଙ୍କୁ ଦିଲ୍ଲୀ ପୋଲିସ୍‌ର ସ୍ବତନ୍ତ୍ର ଦଳ ଗିରଫ କରିଛି।...

ଏକ୍ସପ୍ରେସ୍‌ ଓ୍ବେ ୫ ଘଣ୍ଟା ପାଇଁ ବନ୍ଦ

ନୂଆଦିଲ୍ଲୀ,୬।୩: କୃଷି ଆଇନକୁ ବିରୋଧ କରି ଜାରି ରହିଥିବା ଚାଷୀ ସଂଗଠନଗୁଡ଼ିକର ଆନ୍ଦୋଳନ ଇତିମଧ୍ୟରେ ୧୦୦ ଦିନରେ ପହଞ୍ଚିଛି। ଏନେଇ ଦିଲ୍ଲୀ ଉପକଣ୍ଠରେ ମିଳିତ କୃଷକ...

ମା’ଙ୍କୁ ରାସ୍ତା ମଝିରେ ପିଟୁଥିଲା ପୁଅ, ରକ୍ଷା କରିବାକୁ ଧାଇଁ ଆସିଲା କୁକୁର; ଆଉ ତା’ପରେ

ଚେନ୍ନାଇ,୨୩।୮:କୁହାଯାଏ କୁକୁର ହେଉଛି ପଶୁମାନଙ୍କ ମଧ୍ୟରେ ସବୁଠାରୁ ବିଶ୍ୱସ୍ତ। ଚଳଚ୍ଚିତ୍ରର ଅନେକ ଦୃଶ୍ୟରେ, ଆପଣ ନିଶ୍ଚୟ ଦେଖିଥିବେ ଯେ କୁକୁର କିପରି ମାଲିକକୁ ବଞ୍ଚାଇବା ପାଇଁ...

ଫେରାଯିବ କୋଭିଡ୍‌ ଟିକା

ନୂଆଦିଲ୍ଲୀ,୨୯।୪ : ବେସରକାରୀ କୋଭିଡ୍‌-୧୯ ଟିକାକରଣ କେନ୍ଦ୍ରକୁ ଅବ୍ୟବହୃତ ଟିକା ଫେରାଇବାକୁ କୁହାଯାଇଛି। ଏଥିନେଇ ସେମାନଙ୍କୁ ଦିଆଯାଇଛି ଶୁକ୍ରବାର ପର୍ଯ୍ୟନ୍ତ ସମୟ। ବଳକା ଟିକାଗୁଡ଼ିକୁ ମେ’...

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ୨୦ରୁ ଶସ୍ତା ହେବ ଏସବୁ ଉପକରଣ

ନୂଆଦିଲ୍ଲୀ, ୧୪।୭: ଦେଶର ଔଷଧ ମୂଲ୍ୟ ନିୟନ୍ତ୍ରଣକାରୀ ସଂସ୍ଥା କୋଭିଡ୍‌-୧୯ ପରିଚାଳନାରେ ବହୁଳ ବ୍ୟବହୃତ ହେଉଥିବା ପଲ୍ସ ଅକ୍ସିମିଟର, ରକ୍ତଚାପ ମାପିବା ମେଶିନ, ନେବୁଲାଇଜର, ଡିଜିଟାଲ...

ସାଧ୍ୱୀ ପ୍ରାଚୀଙ୍କୁ ଆଲିଗଡ଼ ମନା

ଆଲିଗଡ଼,୧୦ା୬(ପି.ଟି.): ହିନ୍ଦୁତ୍ୱବାଦୀ ନେତା ସାଧ୍ୱୀ ପ୍ରାଚୀ ରବିବାର ଆଲିଗଡ଼ର ତପ୍ପାଲ ସହରକୁ ଯାଉଥିବାବେଳେ ଉତ୍ତେଜନା ଆଶଙ୍କାରେ ତାଙ୍କୁ ରୋକାଯାଇଛି। ହତ୍ୟାର ଶିକାର ହୋଇଥିବା ଅଢ଼େଇ ବର୍ଷୀୟା...

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୧୩।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୦,୧୨୦ଟି...

Advertisement


Archives

Model This Week