Posted inଜାତୀୟ

ନଦୀକୁ ଖସିଲା ବରଯାତ୍ରୀ ଗାଡି: ୭ ନିଖୋଜ

ଲକ୍ଷ୍ନୌ, ୨୦।୬: ଉତ୍ତରପ୍ରଦେଶରେ ଏକ ଅଭାବନୀୟ ଘଟଣା ଘଟିଛି। ବରଯାତ୍ରୀ ଦଳକୁ ନେଇ ଯୋଉଥିବା ଏକ ପିକ୍‌ଅପ୍‌ ଗାଡି ନଦୀକୁ ଖସି ପଡିଛି। ଫଳରେ ୭ ଜଣ ଶିଶୁ ନିଖୋଜ ଅଛନ୍ତି। ପିକ୍‌ଅପ୍‌ରେ ୨୯ଜଣ ଯାତ୍ରୀ ଥିଲେ। ଘଟଣାସ୍ଥଳରେ ସୁରକ୍ଷାକର୍ମୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ସୂଚନାଯୋଗ୍ୟ, ଗୁରୁବାର ବିବାହ ସାରି ଫେରୁଥିବାବେଳେ ନଗରାମର ଇନ୍ଦିରା କେନାଲ ପାଖରେ ପିକ୍‌ଅପଟି ଭାରସାମ୍ୟ ହରାଇ ଗଳିପଡିଥିଲା। ଫଳରେ ଗାଡିରେ ଥିବା ୨୯ଜଣଙ୍କ ମଧ୍ୟରୁ ୨୨ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ୭ ଶିଶୁ ଏବେ ବି ନିଖୋଜ ଅଛନ୍ତି। ପୋଲିସ ଏବଂ ଏନଡିଆରଏଫ ଟିମ୍‌ ଉଦ୍ଧାର କାର୍ଯ୍ୟ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମେଲାନିଆଙ୍କ ହସ୍ତାକ୍ଷରକୁ ସ୍କୁଲରେ ସାଇତା ହୋଇ ରଖାଯିବ

ନୂଆଦିଲ୍ଲୀ,୨୫।୨: ଆମେରିକାର ଫାଷ୍ଟ ଲେଡି ମେଲାନିଆ ଟ୍ରମ୍ପ ପ୍ରଥମ ଥର ଭାରତକୁ ଆସିଥିବା ବେଳେ ମଙ୍ଗଳବାର ଦିଲ୍ଲୀର ୨ଟି ସ୍କୁଲକୁ ସେ ଗସ୍ତ କରିଥିଲେ। ପ୍ରଥମେ...

ଅଗ୍ନିପଥ ଭାରତୀୟ ଯୁବବର୍ଗଙ୍କ ପାଇଁ ଏକ ସୁଅବସର, ରବିଶଙ୍କର…

ନୂଆଦିଲ୍ଲୀ, ୨୦।୬ : ଦେଶରେ ଅଗ୍ନିପଥ ଯୋଜନା ନେଇ ଯୁବବର୍ଗଙ୍କ ସମେତ ବିଭିନ୍ନ ରାଜନୈତିକ ଦଳ ପକ୍ଷରୁ କେନ୍ଦ୍ରର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ...

୯ ବର୍ଷର କୁକୁର ‘ଡଚ୍‌’ର ମୃତ୍ୟୁରେ ଶୋକ ପ୍ରକାଶ କଲା ସେନା

ନୂଆଦିଲ୍ଲୀ,୧୪।୯: ଆର୍ମି ଇଷ୍ଟର୍ଣ୍ଣ କମାଣ୍ଡ ଶନିବାର ୯ ବର୍ଷର କୁକୁର ‘ଡଚ୍‌’ର ମୃତ୍ୟୁରେ ଶୋକ ପ୍ରକାଶ କରିଛି। ଇଷ୍ଟର୍ଣ୍ଣ କମାଣ୍ଡରେ କାର୍ଯ୍ୟରତ ଥିବା ଏହି କୁକୁର...

ଘରକୁ ଫେରିଲେ ଟିଆର୍‌ଏସ୍‌ କର୍ମୀଙ୍କ ମାଡରେ ଆହତ ହୋଇଥିବା ବନ ଅଧିକାରୀ ଅନିଥା

ହାଇଦ୍ରାବାଦ,୨।୭: ତେଲେଙ୍ଗାନାର କୋମରାମ ଭିମ ଆସିଫାବାଦରେ ଗତ ଜୁନ୍‌ ୨୯ରେ ଟିଆର୍‌ଏସ୍‌ କର୍ମୀଙ୍କ ଦ୍ୱାରା ଆକ୍ରମଣର ଶିକାର ହୋଇ ଗୁରୁତର ଭାବେ ହାଇଦ୍ରାବାଦର କିମ୍ସ ହସ୍ପିଟାଲରେ...

୪ଶହ ରେଲଓ୍ବେ ଷ୍ଟେଶନରେ ବ୍ୟବହାର ହେବ ମାଟି ଚା’ର ପାତ୍ର

ନୂଆଦିଲ୍ଲୀ,୩।୧୦: ସିଙ୍ଗଲ-ୟୁଜ ପ୍ଲାଷ୍ଟିକ ବନ୍ଦ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଥିବା ବେଳେ ଏହାକୁ କାର୍ଯ୍ୟକାରୀ କରିବାକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହ ଆହ୍ବାନ ଦେଇଛନ୍ତି। ଗୁରୁବାର...

କାଉଡିଆଙ୍କୁ ନଜର ରଖିବ ଡ୍ରୋନ୍‌

ଡେରାଡୁନ୍‌,୧୬।୭: କାଉଡିଆ ଯାତ୍ରାକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ଆଡଭାଇଜରି ଜାରି କରିବା ପରେ ଉତ୍ତରାଖଣ୍ଡ ପୋଲିସ ପକ୍ଷରୁ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଯାତ୍ରୀଙ୍କ...

ମନ୍ତ୍ରୀଙ୍କୁ ମୋଦିଙ୍କ ନିର୍ଦ୍ଦେଶ: ବଜେଟର ହେଉ ପୂର୍ଣ୍ଣ ବ୍ୟବହାର, ଟିମ ଭଳି କାମ କର, ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚୁ ଯୋଜନା

ନୂଆଦିଲ୍ଲୀ,୨୮ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ମନ୍ତ୍ରୀମାନଙ୍କ ମଧ୍ୟରେ ଟିମ୍ ବା ଦଳୀୟ ଭାବନାର ବୃଦ୍ଧି ଉପରେ ଗୁରୁତ୍ୱ ଦେଇଛନ୍ତି । ସେ ସମସ୍ତ...

ବ୍ରିଟେନ୍‌, ଇୟୁ, ତୁର୍କୀ ଯାତ୍ରୀଙ୍କୁ ଭାରତ ମନା

ନୂଆଦିଲ୍ଲୀ,୧୭।୩:କରୋନା ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସରକାର ବିଦେଶୀ ଯାତ୍ରୀଙ୍କ ଆଗମନ ଉପରେ ସୋମବାର ଅଧିକ କଟକଣା ଲଗାଇଛନ୍ତି। ମାର୍ଚ୍ଚ ୧୮ରୁ ୩୧ ପର୍ଯ୍ୟନ୍ତ ୟୁରୋପୀୟ...

Advertisement
Archives

Model This Week