ନଦୀରେ ବୁଡି ଛାତ୍ର ମୃତ

ବ୍ରହ୍ମଗିରି, ୯ା୬(ଡି.ଏନ୍‌.ଏ.)-ବ୍ରହ୍ମଗିରି ଥାନା ଅନ୍ତର୍ଗତ ଅପିଠି ଗ୍ରାମରେ ରବିବାର ଜଣେ ୬ଷ୍ଠ ଶ୍ରେଣୀର ଛାତ୍ର ନଦୀରେ ଭାସିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଉକ୍ତ ଗ୍ରାମର ପ୍ରଦୀପ ଜେନା ଏବଂ ତାଙ୍କର ପୁଅ ପ୍ରୀତମ ପ୍ରିୟଦର୍ଶୀ ଜେନା(୧୧) ସାଙ୍ଗହୋଇ ରବିବାର ସକାଳୁ ନିକଟସ୍ଥ ଭାର୍ଗବୀ ନଦୀକୁ ଗାଧୋଇବାକୁ ଯାଇଥିଲେ। ବାପପୁଅ ଗାଧୋଉଥିବା ସମୟରେ ପ୍ରିତମ ନଦୀରେ ଭାସିଯାଇଥିଲେ। ଖବର ପାଇ ସ୍ଥାନୀୟ ଲୋକେ ଓ ବ୍ରହ୍ମଗିରି ଅଗ୍ନୀ ସେବା ସଂସ୍ଥା ଘଟଣାସ୍ଥଳରେ ପହଞ୍ଚତ୍ ନଦୀ ମଧ୍ୟରେ ପ୍ରିତମକୁ ବହୁ ଖୋଜା ଖୋଜି ପରେ ନଦୀ ମଧ୍ୟରୁ ବାହାର କରିଥିଲେ ା ପ୍ରୀତମକୁ ଉଦ୍ଧାର କରି ନିକଟସ୍ଥ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ ା ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଭିଡ୍‌ ସ୍ଥିତିରେ ଦଶମ, ଯୁକ୍ତ ୨ ପରୀକ୍ଷା ନେଇ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ପାଠପଢ଼ା ହୋଇପାରି ନ ଥିବା ବେଳେ ପରୀକ୍ଷାକୁ ନେଇ ଦ୍ୱନ୍ଦ୍ୱରେ ରହିଛନ୍ତି ଛାତ୍ରୀଛାତ୍ର। ତେଣୁ କୋଭିଡ୍‌କୁ...

କଣ୍ଟେନମେଣ୍ଟ ଜୋନ୍‌ ବିନା ସବୁଠି ଖୋଲିପାରିବ ଅଫିସ, ଗ୍ରୀନ ଜୋନ୍‌ରେ କୌଣସି କଟକଣା ନାହିଁ

ଭୁବନେଶ୍ୱର,୮।୫(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ଓଡ଼ିଶାକୁ ୪ଟି ଜୋନରେ ବିଭକ୍ତ କରାଯାଇଛି। କଣ୍ଟେନ୍‌ମେଣ୍ଟ ଜୋନ, ରେଡ, ଅରେଞ୍ଜ, ଗ୍ରୀନ ଜୋନ କରାଯିବା ପରେ ସେଥିରେ କିଛି...

ବାଇକ ଦୁର୍ଘଟଣାରେ ଜଣେ ମୃତ, ରାସ୍ତାରୋକୋ

ଧରାକୋଟ,୧୮।୬(ଡି.ଏନ.ଏ.)- ଧରାକୋଟ ଥାନା ଜାନିବିଲିଠାରେ ଜାତୀୟ ରାଜପଥ ନଂ.୫୯ରେ ମଙ୍ଗଳବାର ବାଇକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଜାନିବିଲି ଗ୍ରାମର ଦେବରାଜ ଗୌଡ଼...

ଫେବୃୟାରୀରେ ଅସମ୍ଭାଳ ତାତି

ଭୁବନେଶ୍ୱର, ୧୩ା୨(ବ୍ୟୁରୋ):ରାଜ୍ୟରେ ଶୀତ ଗାଏବ ହୋଇଯାଉଥିବାବେଳେ ତାତି ବଢ଼ି ଚାଲିଛି। ଉତ୍ତର ଓଡ଼ିଶାର କିଛି ସ୍ଥାନରେ ଶୀତ ହେଉଥିଲେ ମଧ୍ୟ ବାକି ସବୁ ସ୍ଥାନରେ ଗରମ...

ଆଜି ଶ୍ରାବଣ ଦ୍ୱିତୀୟ ସୋମବାର: ଜଳାଭିଷେକ କରୁଛନ୍ତି କାଉଡ଼ିଆ

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଆଜି ଶ୍ରାବଣର ଦ୍ୱିତୀୟ ସୋମବାର। କାଉଡିଆଙ୍କ ବୋଲ ବମ୍‌ ହର୍‌ ହର୍‌ ବମ୍‌, ଭୋଲା ବାବା ପାର୍‌ କରେଗା…ଧ୍ୱନିରେ ପ୍ରକମ୍ପିତ ହୋଇଛି ବିଭିନ୍ନ ଶୈବପୀଠ।...

ଲମ୍ପି ସଂକ୍ରମଣ ରୋକିବାକୁ ଟିକାକରଣ

ଆରଡ଼ି,୧୮।୧୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଆରଡ଼ି, ସୁନ୍ଦରପୁର, ନାନ୍ଦପୁର ଏବଂ ଓଳଗ ୪ ପଞ୍ଚାୟତରେ ଗୋରୁଙ୍କୁ ଲମ୍ପି ସଂକ୍ରମଣ ବଢ଼ି ଚାଲିଛି। ଏ...

ପିପିଲି ଉପନିର୍ବାଚନ: ପ୍ରଚାର କରିବେ ଧର୍ମେନ୍ଦ୍ର

ଭୁବନେଶ୍ୱର,୭।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ଯେତିକି ପାଖେଇ ଆସୁଛି ରାଜନୈତିକ ଉଷ୍ଣତା ସେତିକି ବୃଦ୍ଧି ପାଉଛି। ପିପିଲି ନିର୍ବାଚନ ପାଇଁ ସବୁ ଦଳର ନେତା ଓ କର୍ମୀମାନେ...

ଚିକିତ୍ସାରେ ଅର୍ଥ ସାଜିଛି ବାଧକ: ସରକାରୀ ସହାୟତା ଅପେକ୍ଷାରେ ହରିହର

ଖଣ୍ଡପଡ଼ା,୨୪।୧୦(ସ୍ବ.ପ୍ର.): ଅର୍ଥ ଅଭାବରୁ ଆବଶ୍ୟକ ଚିକିତ୍ସା ପାଇପାରୁ ନାହାନ୍ତି। ଘରେ ରୋଗଶଯ୍ୟାରେ ପଡ଼ି ଯନ୍ତ୍ରଣାରେ ଛଟପଟ ହେଉଛନ୍ତି। ଏପରିସ୍ଥଳେ ସରକାରୀ ସହାୟତାକୁ ଆଶାକରି ରହିଛନ୍ତି ନୟାଗଡ...

Advertisement
Archives

Model This Week