ନଦୀରେ ଭାସି ନାବାଳକ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି

ନୟାଗଡ଼ ଅଫିସ,୭।୯: ନୟାଗଡ଼ ଜିଲା ନୂଆଗାଁ ଥାନା ଶୋରଡ଼ା ଗ୍ରାମର ବେଲପା ନଦୀରେ ଭାସିଯାଇ ଶନିବାର ଜଣେ ନାବାଳକ ନିଖୋଜ ଅଛନ୍ତି। ସେ ହେଲେ ଯାଜପୁର ଜିଲାର ରତନ ସ୍ବାଇଁ (୧୪)।
ସୂଚନାନୁଯାୟୀ, ରତନ ନିଜ ମାମୁ ପଞ୍ଚାନନ ନାୟକଙ୍କ ଘରେ ରହି ଅଷ୍ଟମ ଶ୍ରେଣୀରେ ପାଠ ପଢ଼ୁଥିଲେ। ସକାଳ ସମୟରେ ନଦୀକୁ ଗାଧୋଇବାକୁ ଯାଇ ଅସାବଧାନତା ଯୋଗୁ ଭାସିଯାଇଥିଲେ। ଖବରପାଇ ନୂଆଗାଁ ଅଗ୍ନିଶମ କର୍ମଚାରୀ ଗ୍ରାମବାସୀଙ୍କ ସହାୟତାରେ ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ ମଧ୍ୟ ଏଯାବତ୍‌ ତାଙ୍କର କୌଣସି ପତ୍ତା ମିଳି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଖଳାରେ ଧାନ ଜଗିଥିବା ବେଳେ କଚାଡ଼ିଲା ହାତୀ, ଯୁବକଙ୍କ ଜୀବନ ଗଲା

ଦେବଗଡ଼,୧୮।୧୨(ଡି.ଏନ୍‌.ଏ.): ଖଳାରେ ଧାନ ଜଗିଥିବା ବେଳେ ଯୁବକଙ୍କୁ କଚାଡ଼ି ମାରିଲା ହାତୀ। ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ ଚିରଗୁଣିକୁଦର ଗ୍ରାମରେ ଏଭଳି ଏକ ଅଭାବନୀୟ ଘଟଣା...

ରସୁଲପୁର ପଞ୍ଚାୟତ ସମିତିର ୬ଷ୍ଠ ସାଧାରଣ ବୈଠକ: ଯୋଗଦେଲେନି ବିଧାୟକ, ଏମ୍‌ପି

ରସୁଲପୁର,୨୩ା୧(ଡି.ଏନ୍‌.ଏ.): ବିଧାୟକ ଓ ମନ୍ତ୍ରୀମାନେ ଗାଁକୁ ଯିବେ। ଲୋକଙ୍କ ସମସ୍ୟା ବୁଝିବେ। ଗାଁରେ ରାତି କାଟିବେ। ସରକାରୀ ଯୋଜନା ଠିକ୍‌ ଭାବେ କାର୍ଯ୍ୟ ହେଉଛି କି...

ନକଲି ସାର୍ଟିଫିକେଟରେ ଷ୍ଟାଇପେଣ୍ଡ ଲୁଟ୍‌ ଘଟଣା: ପ୍ରଶାସନିକ ସ୍ତରରେ ତନାଘନା

ଭଦ୍ରକ ଅଫିସ, ୯।୧୨- ଭଦ୍ରକ ଜିଲାରେ ନକଲି ଜାତିଗତ ପ୍ରମାଣପତ୍ର ଦେଇ ସରକାରୀ ଷ୍ଟାଇପେଣ୍ଡ ଲୁଟୁଛନ୍ତି କେତେକ ଘରୋଇ ଶିକ୍ଷାନୁଷ୍ଠାନ। ଏ ସମ୍ପର୍କରେ ଗତ ନଭେମ୍ବର...

କେନାଲ ଭାଙ୍ଗି ପୁଣି ଜମିରେ ପଶିଲା ପାଣି : ଚାଷୀ କ୍ଷତିଗ୍ରସ୍ତ

ଆନନ୍ଦପୁର,୭।୯(ସ୍ବ.ପ୍ର.) : କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଶାଳବଣି ପଞ୍ଚାୟତ ପଣ୍ଡୁଆଠାରେ ଜଳସମ୍ପଦ ବିଭାଗ ଦ୍ୱାରା ନିର୍ମାଣାଧୀନ ବାମପାର୍ଶ୍ୱ କେନାଲ ଭାଙ୍ଗି ପୁନର୍ବାର ବର୍ଷାପାଣି...

ସାଇତିଛନ୍ତି ୬୦ ଦେଶର ୪୫୦ ମୁଦ୍ରା, ୧୯ ନୋଟ୍‌

କଟକ ଅଫିସ,୫।୨: ସମସ୍ତଙ୍କର ସ୍ବପ୍ନ ଭିନ୍ନ ଭିନ୍ନ। ନିଜର ସ୍ବପ୍ନକୁ ସାକାର କରିବା ପାଇଁ ସମସ୍ତେ ଚେଷ୍ଟା କରିଥାନ୍ତି। ସେହିଭଳି ଏକ ସ୍ବପ୍ନ ଦେଖିଥିଲେ କଟକ...

କନ୍ଧମାଳ ଜିଲାସ୍ତରୀୟ ସାଧାରଣତଦନ୍ତ୍ର ଦିବସ, ପତାକା ଉତ୍ତୋଳନ କଲେ ଜିଲାପାଳ

ଫୁଲବାଣୀ ଅଫିସ,୨୬ା୧- ଫୁଲବାଣୀ ଷ୍ଟାଡିୟମରେ କନ୍ଧମାଳ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଜିଲାପାଳ ଡ. ବୃନ୍ଦା ଡି ଯୋଗଦେଇ ମିଳିତ ପରେଡରେ...

ଧାରଣାରେ ବସିଲେ ୩ ଶ୍ରମିକ ସଂଗଠନ

ବଅଁରପାଳ,୧୨ା୯(ଡି.ଏନ୍‌.ଏ.): ଆଲୁମିନିୟମ ସଂଘ, ନେପୁ ଏବଂ ନେସ୍‌ ପକ୍ଷରୁ ସୋମବାର ସକାଳ ୭ରୁ ନାଲ୍‌କୋ ପ୍ରଶାସନ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ୩ଟି ପ୍ରମୁଖ ଶ୍ରମିକ...

ବିସିସି ବ୍ୟାଙ୍କ ସଭାପତି ପଦକୁ ନେଇ ଚର୍ଚ୍ଚା

ବ୍ରହ୍ମପୁର ଅଫିସ,୧୫ା୧୧: ବିସିସି (ବ୍ରହ୍ମପୁର ସମବାୟ କେନ୍ଦ୍ର) ବ୍ୟାଙ୍କର ନୂଆ ସଭାପତି କିଏ ହେବେ ସେନେଇ ସମ୍ପ୍ରତି ଆରମ୍ଭ ହୋଇଯାଇଛି ରାଜନୈତିକ ଚର୍ଚ୍ଚା। ଗଞ୍ଜାମ ଓ...

Advertisement
Archives

Model This Week