ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ

ପାଟଣା, ୨୮।୯( ସ୍ବ. ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ଦେଓ ନଦୀର ମଙ୍ଗଳପୁର ଘାଟରେ ଶନିବାର ଜଣେ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି। ସକାଳୁ କେତେଜଣ ଲୋକ ନଦୀକୁ ଯାଇଥିବା ବେଳେ ମୃତଦେହ ଭାସୁଥିବା ଦେଖି ତୁରୁମୁଙ୍ଗା ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରିରଖିଛି। ମୃତକଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ କେହି ଦୁର୍ବୁତ୍ତ ତାଙ୍କୁ ହତ୍ୟାକରି ନଦୀରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ମୃତଦେହ ୩/୪ ଦିନ ତଳର ବୋଲି ପୋଲିସ ଅନୁମାନ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ସିଲେଇ ପ୍ରଶିକ୍ଷିକାରୁ ଜିଲାପରିଷଦ ଅଧ୍ୟକ୍ଷା

ସୁନ୍ଦରଗଡ଼,୧୩।୩(ଡି.ଏନ୍‌.ଏ.) ସୁନ୍ଦରଗଡ଼ ଜିଲା ପରିଷଦ ଅଧ୍ୟକ୍ଷା ଭାବେ କୁନ୍ତୀ ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଅନୁସୂଚିତ ଜନଜାତି ପ୍ରାର୍ଥୀଙ୍କ ସକାଶେ ସଂରକ୍ଷିତ ଜିଲା ପରିଷଦ ପଦ...

୧୨ ମହିଳାଙ୍କୁ ମିଶନଶକ୍ତି ‘କାଫେ’ର ଦାୟିତ୍ୱ

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବିଜ୍ଞାପିତ ଅଞ୍ଚଳ ପରିଷଦର ଅମ୍ବାଜି ମନ୍ଦିର ନିକଟରେ ଥିବା ମିଶନ ଶକ୍ତି କାଫେ ଓ ଭେଣ୍ଡିଂ ଜୋନ ଅଧ୍ୟକ୍ଷ...

ଚର୍ଚ୍ଚିତ ସ୍ଥାନ ବଳଗଣ୍ଡି

ବଡଦାଣ୍ଡର ଅନ୍ୟତମ ଚର୍ଚ୍ଚିତ ସ୍ଥାନ ବଳଗଣ୍ଡି। ଅଧୁନା ବଡ ଦାଣ୍ଡରେ ଲୁପ୍ତ ନଦୀଟି ବଳଗଣ୍ଡିରୁ ବଡଶଙ୍ଖ ମଧ୍ୟରେ ପ୍ରବାହିତ ହୋଇଥିଲା। ମାଦଳା ପାଞ୍ଜିରେ ଥିବା ସୂଚନା...

ବଦଳି ସତ୍ତ୍ୱେ ଗାଦି ଛାଡୁନାହାନ୍ତି ଏବିଇଓ

ସେମିଳିଗୁଡ଼ା/ସୁନାବେଡ଼ା, ୧୯।୫(ସ୍ବ.ପ୍ର.): ଅନ୍ୟତ୍ର ବଦଳି ସତ୍ତ୍ୱେ ସେମିଳିଗୁଡ଼ା ଏବିଇଓ ଜସନ ବେନିଆ ଗାଦି ଛାଡୁନାହାନ୍ତି। ମାସେ ହେଲାଣି ସେ ବଦଳି ସ୍ଥାନକୁ ନ ଯାଇ ଏଠାରେ...

ବର୍ଷକର ଦରମା ଦେଲେ ୨ ସମିତିସଭ୍ୟ

ଭଣ୍ଡାରିପୋଖରୀ, ୨୮ା୩(ଡି.ଏନ.ଏ.)-ସମଗ୍ର ବିଶ୍ୱରେ କରୋନା କାୟା ବିସ୍ତାର କରି ଚାଲିଛି। ଏଭଳି ସ୍ଥିତିରେ ସହାୟତାର ହାତ ବଢାଇଛନ୍ତି ଭଣ୍ଡାରିପୋଖରୀ ବ୍ଲକ ନପଙ୍ଗ ପଞ୍ଚାୟତ ସମିତିସଭ୍ୟ ପ୍ରାଣୀତକାନ୍ତ...

ଦାରିଙ୍ଗବାଡ଼ି ଉପାଧ୍ୟକ୍ଷା ହେଲେ ସସ୍ମିତା

ଦାରିଙ୍ଗବାଡ଼ି,୨୩ା୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଉପାଧ୍ୟକ୍ଷ ଭାବେ ପୁଣି ବିଜେଡିର ବିଜୟ ହୋଇଛି। ଦଳର ସିଆଙ୍ଗବାଲି ସମିତିସଭ୍ୟା ସସ୍ମିତା ପ୍ରଧାନ ଦାରିଙ୍ଗବାଡ଼ି ବ୍ଲକ ଉପାଧ୍ୟକ୍ଷ...

ସ୍ତ୍ରୀଙ୍କୁୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଚିତ୍ରଡା,୧୬।୨(ଡି.ଏନ.ଏ):ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ। ନିଜ ସ୍ତ୍ରୀକୁ କାଠ ଫାଳିଆରେ ପିଟିପିଟି ହତ୍ୟା କରିଛନ୍ତି ମଦ୍ୟପ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ...

ନଳକୂଅରୁ ବାହାରୁଛି ପୋକ, ଜୋକ

ଝୁମ୍ପୁରା, ୧୭।୧୦ (ଡି.ଏନ.ଏ.)-ନଳକୂଅର ହ୍ୟାଣ୍ଡେଲ ହଲାଇଲେ ପାଣି ସହିତ ବାହାରି ଆସୁଛନ୍ତି ପୋକ ଜୋକ। ଏହା ଦେଖି ୱାର୍ଡ ବସିନ୍ଦା ଉକ୍ତ ନଳକୂପରୁ ପାଣି ପିଇବା...

Advertisement
Archives

Model This Week