ନଦୀ ପାର ବେଳେ ଜୀବନ ଗଲା

ରାଇରଙ୍ଗପୁର, ୯।୫(ଡି.ଏନ.ଏ.)-ମୟୂରଭଞ୍ଜ ଜିଲା ରାଇରାଙ୍ଗପୁର ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଶ୍ୟାମସୁନ୍ଦରପୁର ଗ୍ରାମରେ ପରମେଶ୍ୱର ମହାନ୍ତ ନାମକ ଜଣେ ବ୍ୟକ୍ତି ନଦୀ ପାର ହୋଇ ଯିବାବଳେ ଭାସିଯାଇ ପ୍ରାଣ ହରାଇଛନ୍ତି। ସେ ଶନିବାର ମାର୍କେଟିଂ କରିବାପାଇଁ ରାଇରଙ୍ଗପୁର ସହରାଞ୍ଚଳକୁ ଯାଉଥିଲେ। ନଦୀ ପାର ହେବାବେଳେ ଭାରସାମ୍ୟ ହରାଇ ନଦୀଜଳରେ ଭାସିଯାଇଥିଲେ। ଖବରପାଇ ରାଇରଙ୍ଗପୁର ସହରାଞ୍ଚଳ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା (ନଂ/୬/୨୦୨୦) ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟ ଏମ୍‌ପି ଛତିଶଗଡ଼ ଇନ୍‌ଚାର୍ଜ

ଭୁବନେଶ୍ୱର,୩।୬: କୋରାପୁଟ ଏମ୍‌ପି ସପ୍ତଗିରି ଉଲାକାଙ୍କୁ ଛତିଶଗଡ଼  ଦାୟିତ୍ୱ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ। ଏପରିକି ତାଙ୍କୁ ରାଷ୍ଟ୍ରୀୟ ସମ୍ପାଦକ ଭାବେ ନିଯୁକ୍ତ କରାଯାଇଛି।...

ମାଟ୍ରିକ ପରୀକ୍ଷା କେନ୍ଦ୍ରରେ ୩୫୦ ସିସିଟିଭି

ଅନୁଗୋଳ ଅଫିସ, ୧୨।୨ – ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆସନ୍ତା ୧୯ ତାରିଖରୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖରେ...

କେଦାରନାଥ ପର୍ବତରେ ଉଡ଼ିଲା ପତିତପାବନ ବାନା

ପୁରୀ, ୨୨ା୭(ଅଜିତ ମହାନ୍ତି): ଜୟ ଜଗନ୍ନାଥ ଧ୍ୱନୀରେ ଦେବଭୂମି ବାବା କେଦାରନାଥଙ୍କ ଧାମ ପ୍ରକମ୍ପିତ ହେଲା। କେଦାରନାଥଙ୍କ ପାବନକ୍ଷେତ୍ରରେ ପାହାଡ଼ ଶୀର୍ଷରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପତିତପାବନ...

ସପ୍ତାହାନ୍ତ ଶଟଡାଉନ: ଶୂନ୍‌ସାନ ଦେବଗଡ଼ ସହର

ଦେବଗଡ଼,୧।୫(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ଉଦ୍ଦେଶ୍ୟରେ ସରକାରଙ୍କ ପକ୍ଷରୁ ଘୋଷିତ ୨ ଦିନିଆ ସପ୍ତାହାନ୍ତ ଶଟଡାଉନ ପରିପ୍ରେକ୍ଷୀରେ ଶନିବାର ଦେବଗଡ଼ ସହର ଶୂନ୍‌ଶାନ ରହିଛି। ଶନିବାର...

ଚାନ୍ଦବାଲି ଏନ୍‌ଏସିର ପ୍ରଥମ ସାଧାରଣ ବୈଠକ: ୪୨.୯୪ କୋଟି ବଜେଟ ଉପସ୍ଥାପନ

ଚାନ୍ଦବାଲି, ୧୫।୫ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି (ବିଜ୍ଞାପିତ ଅଞ୍ଚଳ ପରିଷଦ)ର ପ୍ରଥମ ସାଧାରଣ ବୈଠକ ଅଧ୍ୟକ୍ଷା ଶାନ୍ତିଲତା ସେଠୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଜିଲା...

ରଜନୀରାଣୀ ହେଲେ ଆନନ୍ଦପୁର ପୌରାଧ୍ୟକ୍ଷା

ଆନନ୍ଦପୁର,୨୬ା୩(ସ୍ବ.ପ୍ର.): ଆନନ୍ଦପୁର ପୌରପାଳିକାର ନୂତନ ପୌରାଧ୍ୟକ୍ଷା ଭାବେ ରଜନୀରାଣୀ ଖଟୁଆ ନିର୍ବାଚିତ ହୋଇଛନ୍ତି। ଆନନ୍ଦପୁର ପୌରପରିଷଦ ଅଧ୍ୟକ୍ଷ ପଦବୀ ପାଇଁ ୫ ଜଣ ପ୍ରାର୍ଥୀ ନିର୍ବାଚନ...

ଭଞ୍ଜସେନା ଛାତ୍ର ସଙ୍ଗଠନ ଘେରିଲା ଜିଲାପାଳଙ୍କ କାର୍ଯ୍ୟାଳୟ

ବାରିପଦା ଅଫିସ,୧।୩: ମୟୁରଭଞ୍ଜ ଜିଲାରେ ବିପର୍ଯ୍ୟସ୍ତ ଶିକ୍ଷା ବ୍ୟବସ୍ଥାର ସୁଧାର ଆଣିବା ଦାବିରେ ଅଗ୍ରଣୀ ଅଣରାଜନୈତିକ ସଙ୍ଗଠନ ଭଞ୍ଜସେନା ଛାତ୍ର ଶାଖା ପକ୍ଷରୁ ବୁଧବାର ଜିଲାପାଳଙ୍କ...

ବିଭାଗୀୟ ତଦନ୍ତ ଆରମ୍ଭ

ଯାଜପୁର ଅଫିସ,୯ା୬: ଯାଜପୁର-କେନ୍ଦୁଝର ରୋଡ ଷ୍ଟେଶନ ନିକଟରେ ବୁଧବାର ଅପରାହ୍ନରେ ମାଲବାହୀ ବଗିରେ କଟି ୬ ଜଣଙ୍କ ମୃତ୍ୟୁ ଓ ୨ ଜଣ ଗୁରୁତର ଆହତ...

Advertisement
Archives

Model This Week