ନନ୍ଦନକାନନକୁ ଆସିଲା ଉଦ୍ଧାର ବଜ୍ରକାପ୍ତା

ବାରଙ୍ଗ,୩୧ା୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନକୁ ଶୁକ୍ରବାର ଏକ ଉଦ୍ଧାର ହୋଇଥିବା ବଜ୍ରକାପ୍ତା ଆସିଛି। ଆଠଗଡ଼ ବଡମ୍ବା ରେଞ୍ଜ ତାଳଚନ୍ଦ୍ରଗିରି ଜଙ୍ଗଲରୁ ଖାରୋଡ ଗ୍ରାମକୁ ୩ବର୍ଷର ମାଈ ବଜ୍ରକାପ୍ତାଟି ପଶିଆସିଥିବାବେଳେ ଗ୍ରାମବାସୀ ଦେଖିଥିଲେ। ପରେ ବନ ବିଭାଗ କର୍ମଚାରୀଙ୍କୁ ଜଣାଇବାରୁ ସେମାନେ ପହଞ୍ଚତ୍ ଉଦ୍ଧାର କରି ନନ୍ଦନକାନନକୁ ନେଇ ଆସିଥିଲେ। ତେବେ ଉଦ୍ଧାର ହୋଇଥିବା ଏହି ବଜ୍ରକାପ୍ତାଟି ଖଣ୍ଡିଆଖାବରା ହୋଇଥିବାରୁ ତାକୁ ଚିକିତ୍ସା ପାଇଁ ଡାକ୍ତରଖାନା ପଠାଇଛି। ନନ୍ଦନକାନନରେ ଏବେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଇ ୨୦ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

ଓପିଜିସି କାର୍ଯ୍ୟାଳୟ ସମ୍ମୁଖରେ ମହିଳାଙ୍କ ଧାରଣା: ପ୍ରତିଶ୍ରୁତି ପରେ ଆନ୍ଦୋଳନ ପ୍ରତ୍ୟାହୃତ

  ଲଖନପୁର,୧୪ା୯(ଡି.ଏନ୍‌.ଏ.): ଓପିଜିସିର ଇବ୍‌ଥର୍ମାଲ ପ୍ରକଳ୍ପ ଦ୍ୱାରା ବିସ୍ଥାପିତ ବନହରପାଲି ଗ୍ରାମବାସୀ ବିଭିନ୍ନ ସମସ୍ୟାକୁ ନେଇ ବାରମ୍ବାର କମ୍ପାନୀ କର୍ର୍ତ୍ତୃୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଆସୁଛନ୍ତି। ହେଲେ...

ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପରେ ଫାଟ

ପୁରୀ ଅଫିସ,୨୯।୧୦: ଶ୍ରୀଗୁଣ୍ଡିଚା ମନ୍ଦିର ନାଟମଣ୍ଡପରେ ସୃଷ୍ଟି ହୋଇଛି ଫାଟ। ଏଠାରେ ଥିବା ୪ଟିରୁ ୩ଟି କଲମରେ ଫାଟ ଥିବା ନେଇ ଶ୍ରୀମନ୍ଦିର ବୈଶୟିକ କୋର...

ଆଦିତ୍ୟ ମୃତ୍ୟୁ ମାମଲା: ଦୀପୁ, ସୌମ୍ୟ, ଘର ମାଲିକଙ୍କୁ ପଚରାଉଚରା

ଭୁବନେଶ୍ୱର,୧୭।୭ (ବ୍ୟୁରୋ):ସମାଜସେବୀ ତଥା ମାନବପ୍ରେମୀ ଅଦିତ୍ୟ ଦାସ ମୃତ୍ୟୁକୁ ନେଇ ଏବେବି ସସ୍‌ପେନ୍ସ ଲାଗି ରହିଛି। ଭୁବନେଶ୍ୱର ଜିଆର୍‌ପି ଥାନା ପୋଲିସ ଏହି ମାମଲାରେ ଆଦିତ୍ୟଙ୍କ...

ଓଡ଼ିଶାରେ ସର୍ବାଧିକ ୨୩ ସଂକ୍ରମିତ ସ୍ଥାନ

ଯାଜପୁର ଅଫିସ,୨୮ା୩: କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ ଅନୁସାରେ ଦେଶରେ ମୋଟ ୧୧୨ ସଂକ୍ରମିତ ଅଞ୍ଚଳ ରହିଛି। ସେଥିରୁ ଓଡ଼ିଶାରେ ଟକ୍ସିକ ଓ...

ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍‌ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା...

ବରଗଡ଼ ଲୋକ ସଭା: ସୁରେଶ-ପ୍ରସନ୍ନଙ୍କ ମଧ୍ୟରେ କଡ଼ା ଟକ୍କର

ବରଗଡ଼ ଅଫିସ,୨୩।୫: ବରଗଡ଼ ଲୋକ ସଭା ଆସନରେ ଭାଜପାର ସୁରେଶ ପୂଜାରୀ ଓ ବିଜେଡିର ପ୍ରସନ୍ନ ଆଚାର୍ଯ୍ୟଙ୍କ ମଧ୍ୟରେ କଡ଼ା ଟକ୍କର ହେଉଛି। ୧୫ଶ ରାଉଣ୍ଡ...

ରାଜଧାନୀରୁ ଯୁକ୍ତ ୨ ଛାତ୍ର ନିଖୋଜ

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜଧାନୀରେ ଶିକ୍ଷାନୁଷ୍ଠାନଗୁଡ଼ିକରେ ଦିିନକୁ ଦିନ ରାଗିଂ ଘଟଣା ବଢ଼ିବାରେ ଲାଗିଥିବାବେଳେ ଏବେ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ପଟିଆର ଏକ ଘରୋଇ କଲେଜରେ ଯୁକ୍ତ ୨ରେ...

ଏବେ ଖୋଲିବନି ମନ୍ଦିର

ଭୁବନେଶ୍ୱର,୨୮।୯(ବ୍ୟୁରୋ)-ଏବେ ମନ୍ଦିର ଖୋଲିବା ସମ୍ଭବ ନୁହେଁ। ଏ ନେଇ ହାଇକୋର୍ଟରେ ନିଜର ଜବାବ ଦାଖଲ କଲେ ରାଜ୍ୟ ସରକାର। ରାଜ୍ୟରେ ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ସମ୍ପର୍କିତ...

Advertisement
Archives

Model This Week