ନନ୍ଦନକାନନରେ ଚନ୍ଦନର ମୃତ୍ୟୁ

ବାରଙ୍ଗ,୧୫।୯(ଡି.ଏନ୍‌.ଏ.): ନନ୍ଦନକାନନ ପ୍ରାଣୀଉଦ୍ୟାନର ହାତୀସଫାରୀରେ ଥିବା ୧୦ ବର୍ଷର ହାତୀ ଚନ୍ଦନର ଶନିବାର ରାତିରେ ମୃତ୍ୟୁ ଘଟିଛି। ଗତ ୩ ଦିନ ତଳେ ଚନ୍ଦନ ଅସୁସ୍ଥ ହୋଇପଡ଼ିଥିଲା। ସେ ଥଣ୍ଡା ସହ ସାମାନ୍ୟ ଜ୍ୱରରେ ଆକ୍ରାନ୍ତ ହୋଇଥିଲା। ଚନ୍ଦନ ୪ ମାସର ହୋଇଥିବା ବେଳେ ମା’କୁ ହରାଇ ଚନ୍ଦକା ଜଙ୍ଗଲରୁ ଉଦ୍ଧାର ହୋଇ ନନ୍ଦନକାନନ ଆସିଥିଲା।ତେବେ ଚନ୍ଦନର ମୃତ୍ୟୁ ପରେ ନନ୍ଦନକାନରେ ହାତୀ ସଂଖ୍ୟା ହ୍ରାସପାଇ ୬ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ସହରରେ କମିଲା ବିଜେଡିର ଭୋଟ

ଦିଗପହଣ୍ଡି,୨୭।୫(ଡି.ଏନ.ଏ.)-ଦିଗପହଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀ ରାଜ୍ୟ ରାଜନୀତିରେ ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି । ଲଗାତର ଭାବେ ୭ଥର ଏଠାରୁ ସୂର୍ଯ୍ୟନାରାୟଣ ପାତ୍ର ବିଧାୟକ ଭାବେ...

ଧାନ ବିକିଲେ, ପ୍ରାପ୍ୟ ପାଇଲେନି

ବନ୍ତ, ୧୫।୬ (ଡି.ଏନ.ଏ.) – ବାଲେଶ୍ୱର-ଭଦ୍ରକ କେନ୍ଦ୍ର ସମବାୟ ବ୍ୟାଙ୍କର ବନ୍ତ ଶାଖା ଅଧୀନ ଚାଇଁପୁର ସେବା ସମବାୟ ସମିତିରେ ବହୁ ଚାଷୀ ଧାନ ବିକ୍ରୟ...

୨୮୪୮ ଏକର ଜମି ଅଧିଗ୍ରହଣ ବାକି

ଯାଜପୁର ଅଫିସ,୨୫ା୧୨: ରାଜ୍ୟରେ ବର୍ତ୍ତମାନ ୧୧ଟି ରେଳପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ଚାଲିଛି। କରୋନା ମହାମାରୀ ପାଇଁ ଜମି ଅଧିଗ୍ରହଣ କାମ କିଛି ମାତ୍ରାରେ ବିଳମ୍ବ...

ହାଇକୋର୍ଟ ଗଲେ ପ୍ରକୃତି

ଭୁବନେଶ୍ୱର,୨୩।୮(ବ୍ୟୁରୋ): ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଓଲିଉଡ୍‌ ଅଭିନେତ୍ରୀ ପ୍ରକୃତି ମିଶ୍ର। ଅଭିନେତା ବାବୁଶାନଙ୍କ ସ୍ତ୍ରୀ ତୃପ୍ତି ଶତପଥୀ ଏବଂ ଶ୍ୱଶୂରଙ୍କ ନାଁରେ କରିଥିବା ଏତଲା ଉପରେ...

ରଥଯାତ୍ରାରେ ସ୍ବାସ୍ଥ୍ୟ ସେବା ଯୋଗାଇବାକୁ ବାହାର ଜିଲାରୁ ଆସିବେ ୨୨୩ ଡାକ୍ତର

ପୁରୀ ଅଫିସ,୨୪।୬: ଦୀର୍ଘ ଦୁଇ ବର୍ଷ ପରେ ଚଳିତବର୍ଷ ଭକ୍ତଙ୍କ ଗହଣରେ ରଥଯାତ୍ରା ହେବ। ଏଥିରେ ବହୁ ସଂଖ୍ୟାରେ ଭକ୍ତ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।...

ନିଆରା ଢଙ୍ଗରେ ଜନ୍ମଦିନ ପାଳିଲେ ଆକାଶ: ବରିଷ୍ଠ ନାଗରିକଙ୍କୁ ଶ୍ରୀକ୍ଷେତ୍ର ବୁଲାଇଲେ

ପୁରୀ ଅଫିସ, ୧୭ା୯: ସାମ୍ପ୍ରତିକ ସମୟରେ ଜନ୍ମଦିନ ପାଳନ ଏକ ଫ୍ୟାଶନରେ ପରିଣତ ହେଲାଣି। ଅଧିକାଂଶ ଲୋକ ବଡ଼ ବଡ଼ ହୋଟେଲ, କ୍ଲବ, ମଣ୍ଡପରେ ବନ୍ଧୁବାନ୍ଧବ...

ମାଛଚାଷ କରିଛି ମହିଳାଙ୍କୁ ସ୍ବାବଲମ୍ବୀ

କେନ୍ଦ୍ରାପଡ଼ା ଅଫିସ, ୧୦ା୧: ଶିଳ୍ପବିହୀନ କେନ୍ଦ୍ରାପଡ଼ା ଜିଲାରେ କୃଷିକୁ ଗୁରୁତ୍ୱ ଦିଆଯାଏ। ତେବେ ସାଧାରଣ ଧାନ ଫସଲ ପରିବାରର ଅର୍ଥନୀତିକୁ ସମ୍ଭାଳି ପାରୁନାହିଁ। ଫଳରେ ଜିଲାର...

ଅନ୍ଧବିଶ୍ୱାସ: ବଜ୍ରପାତରେ ମୃତ ବୃଦ୍ଧଙ୍କୁ ଗୋବରରେ ପୋତି ଦେଲେ ପରିବାର ଲୋକେ

ପାଟଣା,୯।୧୦(ସ୍ବ.ପ୍ର.) :କେନ୍ଦୁଝର ଜିଲା ପାଟଣା ଥାନା ମାଛଗଡ ପଞ୍ଚାୟତ ଅନ୍ତର୍ଗତ ଦୁଧିନାଳି ଗ୍ରାମରେ ବଜ୍ରପାତରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ଜଙ୍ଗରାଇ...

Advertisement
Archives

Model This Week