ନନ୍ଦନକାନନରେ ନୂଆ ଅତିଥି: ଜନ୍ମ ନେଲେ ୭ ମାଣ୍ଡାରିନ ବତକ ଶାବକ

ବାରଙ୍ଗ,୧୨।୪(ଡି.ଏନ୍‌.ଏ.): ନନ୍ଦନକାନନର ଅନ୍ୟତମ ଆକର୍ଷଣ ସାଜିଥିବା ପାଦଚଲା ବିହଙ୍ଗ ସରଣୀରେ ରବିବାରଦିନ ଏକ ମାଇ ମାଣ୍ଡାରିନ ବତକ ଦେଇଥିବା ଅଣ୍ଡାଫୁଟି ୭ଟି ଛୁଆ ବାହାରିଛି। ଫଳରେ ଚିଡ଼ିଆଖାନାରେ ଏମାନଙ୍କ ସଂଖ୍ୟା ବୃ୍‌ଦ୍ଧିପାଇ ୧୮ରେ ପହଞ୍ଚିଛି। ବିଶେଷକରି ଜାପାନ, ଚାଇନା ତଥା ପୁର୍ବ ଏସିଆରେ ଏହି ବତକ ବହୁଳ ଭାବେ ଦେଖାଦେଇଥାନ୍ତି। ଗୋଟିଏ ମାଇ ବତକ ଏକା ଥରକେ ୯ରୁ ୧୨ଟି ଅଣ୍ଡା ଦେଇଥାଏ। ୩୦ ଦିନ ଅଣ୍ଡାକୁ ଉସୁମାଇବା ପରେ ଛୁଆ ଫୁଟାଇଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

କୋଇଲା ଚୋରା ଚାଲାଣ ବେଳେ ୨ଟ୍ରକ ଜବତ

ବାସୁଦେବପୁର, ୨୨ା୧୨(ଡି.ଏନ୍‌.ଏ.)- ଭଦ୍ରକ ଜିଲା ବାସୁଦେବପୁର-ଧାମରା ରାସ୍ତାର ପାରାଛକ ନିକଟରୁ ବାସୁଦେବପୁର ପୋଲିସ ଶନିବାର ରାତ୍ରିକାଳୀନ ପାଟ୍ରୋଲିଂ ବେଳେ ଚୋରା କୋଇଲା ଭର୍ତ୍ତି ୨ଟି ଟ୍ରକକୁ...

କନିଷ୍ଠ ଯନ୍ତ୍ରୀଙ୍କୁ ଉଠ୍‌ବସ୍‌ କରାଇବା ଘଟଣା: ପାଟଣାଗଡ଼ ବିଧାୟକଙ୍କୁ ଗିରଫ ଦାବି, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ବଲାଙ୍ଗୀର ଅଫିସ, ୧୨।୬: ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କୁ ଗିରଫ ଦାବିରେ ଆଦିବାସୀ ସଂଘ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳ ଅଫିସ ଘେରାଉ କରାଯାଇଥିଲା। ଏହି...

ବରଗଡ଼ରେ ପୁଣି ୩୧ ନୂଆ ପଜିଟିଭ୍‌: ଆକ୍ରାନ୍ତଙ୍କ ସଂଖ୍ୟା ୨୦୦ ଟପିଲା

ବରଗଡ଼ ଅଫିସ,୧୩ା୭: କରୋନା ସଂକ୍ରମଣ ଥମିବାର ନାଁ ନେଉ ନାହିଁ । ସୋମବାର ଜିଲାରେ ପୁଣି ୩୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ...

ମୁଖ୍ୟ ଚିକିତ୍ସାଳୟରେ ଗୁଡ ସାମାରିଟାନ୍‌ ରେଜିଷ୍ଟର ଉଭାନ; ସହାୟତାକାରୀଙ୍କୁ କର୍ତ୍ତୃପକ୍ଷଙ୍କ ଅଣଦେଖା

ଅନୁଗୋଳ ଅଫିସ, ୧୦।୬: ଦୁର୍ଘଟଣାରେ ଆହତଙ୍କୁ ତ୍ୱରିତ ଚିକିତ୍ସା ପାଇଁ ମେଡିକାଲ ନେଲେ ମିଳିବ ପ୍ରୋତ୍ସାହନ ଓ ପୁରସ୍କାର। ପୋଲିସକୁ ମଧ୍ୟ ଏଥିପାଇଁ କୌଣସି କୈଫିୟତ ଦେବାକୁ...

ଦୁର୍ଘଟଣାରୁ ବର୍ତ୍ତିଲା ଏଲ୍‌ଟିଟି ଏକ୍ସପ୍ରେସ୍‌

ଢେଙ୍କାନାଳ ଅଫିସ, ୬।୩ – ଭାଗ୍ୟ ସହାୟ ହେଲା। ଦୁଇଖଣ୍ଡ ହୋଇଯାଇଥିବା ରେଳଧାରଣାକୁ କୌଣସି ମତେ ଅତିକ୍ରମ କରିଗଲା ଲୋକମାନ୍ୟ ତିଲକ (ଏଲ୍‌ଟିଟି) ସୁପରଫାଷ୍ଟ ଏକ୍ସପ୍ରେସ୍‌।...

୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭।୬(ବ୍ୟୁରୋ)-ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ,...

ସାତକୋଶିଆରେ ଏନ୍‌ଟିସିଏର ୩ ଜଣିଆ ଟିମ୍‌:୨୫ ହେକ୍ଟରରେ ସୁନ୍ଦରୀ ଏନକ୍ଲୋଜର ଯୋଜନା

ବନ୍ତଳା, ୨୨ା୧୦(ଡି.ଏନ.ଏ.) ଶିଥିଳ ପଡ଼ିଥିବା ଅନୁଗୋଳ ଜିଲା ସାତକୋଶିଆ ବ୍ୟାଘ୍ର ପ୍ରକଳ୍ପର ସ୍ଥିତି ସହ ଏନ୍‌କ୍ଲୋଜର ମଧ୍ୟରେ ବର୍ଷେ ହେଲା ବନ୍ଦୀ ଜୀବନ କାଟୁଥିବା ବାଘୁଣୀ...

ଭତ୍ତାରେ ପୂରୁନି ପରିବାରର ପେଟ; ସାହା ଖୋଜୁଛନ୍ତି ୭୦ ବର୍ଷୀୟା ଚମ୍ପା

ଛେଣ୍ଡିପଦା,୧୪।୧୦(ସ୍ବ.ପ୍ର.) ରୋଗରେ ବୋହୂ ଓ ସାପ କାମୁଡ଼ାରେ ପୁଅର ମୃତ୍ୟୁ ପରେ ୩ ନାତୁଣୀନାତିଙ୍କ ଭରଣପୋଷଣ କରୁଛନ୍ତି ବୃଦ୍ଧା ଜେଜେମା’। ବର୍ଷ କେଇଟା ତଳେ ଦେହରେ ବଳ...

Coronavirus Update


Archives

Model This Week

Why Dharitri