‘ନନ୍ଦିନୀ ଥିଲେ ସାଲିସବିହୀନ ନେତ୍ରୀ’

ଢେଙ୍କାନାଳ ଅଫିସ, ୧୦।୬ – ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ମହାନ ଜନନାୟିକା ତଥା ସୁସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀ ସମାରୋହ ଢେଙ୍କାନାଳ ଜୟଗୋପାଳ ସାହିସ୍ଥିତ ଅଦ୍ୱୈତ ଭବନ ପରିସରରେ ମଙ୍ଗଳବାର ପାଳିତ ହୋଇଯାଇଛି। ନନ୍ଦିନୀ ଜଣେ ସାଲିସବିହୀନ ନେତ୍ରୀ ଥିଲେ। ତାଙ୍କର ସାହସିକତାର ପଟ୍ଟାନ୍ତର ନାହିଁ ବୋଲି ମତପ୍ରକାଶ ପାଇଥିଲା। ଏହି ଅବସରରେ ଜୟନ୍ତୀ କମିଟି ପକ୍ଷରୁ ତାଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା। ଓଡ଼ିଶା ସାହିତ୍ୟ ଏକାଡେମୀ ସଦସ୍ୟ ମନୋରଞ୍ଜନ ନନ୍ଦ, ନିରୁପମା ଦାସ, ପରେଶ ଚନ୍ଦ୍ର ପଟ୍ଟନାୟକ, ଦେବୀପ୍ରସାଦ ମିଶ୍ର ପ୍ରମୁଖ ନନ୍ଦିନୀ ଦେବୀଙ୍କ ସ୍ମୃତିଚାରଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସତ୍ୟପାଠ କରି ଆଦିବାସୀଙ୍କ ଧର୍ମ ପରିବର୍ତ୍ତନ ଉଦ୍ୟମ

ବଡ଼ବିଲ,୯ା୬ (ସ୍ବ.ପ୍ର.): କେନ୍ଦୁଝର ଜିଲା ରୁଗୁଡ଼ି ଓ ବଲାଣି ଥାନା ଅଧୀନ ଅପହଞ୍ଚ ଇଲାକାରେ ନିର୍ଦ୍ଦିଷ୍ଟ ଧର୍ମ ପ୍ରଚାରକମାନେ ସତ୍ୟପାଠ ଜରିଆରେ ନିରୀହ ଆଦିବାସୀଙ୍କ ଧର୍ମ...

ନାଡ଼ି କାଟି ଦେବାରୁ ପ୍ରସୂତିଙ୍କ ମୃତ୍ୟୁ

ଯାଜପୁର ଟାଉନ,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ମୁଖ୍ୟଚିକିତ୍ସାଳୟରେ ଅସ୍ତ୍ରୋପଚରାବେଳେ ନାଡ଼ି କଟିଯିବାରୁ ଜଣେ ପ୍ରସୂତିଙ୍କ ମୃତ୍ୟୁ ହୋଇଛି। ଏଥିସହିତ ଅସ୍ତ୍ରୋପଚାର ଲାଗି ଡାକ୍ତର ୫ ହଜାର ଟଙ୍କା...

ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣା: ପୋଲିସ ମହାନିର୍ଦ୍ଦେଶକଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ

ଚୌଦ୍ୱାର,୩୧ା୧୨(ଡି.ଏନ୍‌.ଏ.): ଭୁବନେଶ୍ୱରରେ କାର୍ଯ୍ୟରତ ଜଣେ ମହିଳା ଖବରଦାତାଙ୍କୁ ଆକ୍ରମଣ ଘଟଣାକୁ ଅନ୍ତର୍ଜାତୀୟ ମାନବାଧିକାର ପରିଷଦ, ଓଡ଼ିଶା ଶାଖା, ଓଡ଼ିଶା ନାରୀ ସୁରକ୍ଷା ମଞ୍ଚ, ଆଦିଶକ୍ତି ଯୁବ...

କେନ୍ଦୁପତ୍ର ବାନ୍ଧିବାକୁ ଯାଉଥିବା ବେଳେ ହାତୀ ହାବୁଡ଼ରେ ପଡ଼ିଲେ ୪ ବ୍ୟକ୍ତି

କେନ୍ଦୁଝର,୨୨।୬(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳରେ ହାତୀ ଉପଦ୍ରବ ଥମିବାର ନା ନେଉନି। ଆମ୍ବ, ପଣସ ଖାଇବାକୁ ହାତୀ ଗାଁ ମୁହାଁ ହେଉଛନ୍ତି।...

କଳା ଦେଖାଇଛି ବାଟ

ସଂଗ୍ରାମୀ ଧରଣୀଧରଙ୍କ ତୈଳଚିତ୍ର, ଓଡ଼ିଆରେ ‘ମାଣିକ’ ଚଳଚ୍ଚିତ୍ର ନିର୍ମାଣ କରି ଏକଦା ଚର୍ଚ୍ଚାକୁ ଆସିଥିଲେ ବହୁମୁଖୀ ପ୍ରତିଭାସମ୍ପନ୍ନ କଳାକାର ରଘୁ ପିଲାଇ। ପରିଣତ ବୟସର ନୂଆ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୧୪।୪- କରୋନା ସଂକ୍ରମଣଜନିତ ପରିସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ମଙ୍ଗଳବାର ସହାୟତା ରାଶି...

ମାନେଶ୍ୱର ରାବଣ ପୋଡ଼ି: ରାମଙ୍କ ବଦଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ; ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଥାନା ଘେରାଉ

ସମ୍ବଲପୁର,୯।୧୦ (ବ୍ୟୁରୋ): ସମ୍ବଲପୁର ସହର ଉପକଣ୍ଠ ସାର୍ବଜନୀନ ଦୁର୍ଗାପୂଜା ଧୁମ୍‌ଧାମ୍‌ରେ ପାଳନ ହୋଇଥିଲା। ମଙ୍ଗଳବାର ସନ୍ଧ୍ୟାରେ ରାବଣ ପୋଡି ପାଇଁ ମଧ୍ୟ ପ୍ରସ୍ତୁତି ଚୂଡ଼ାନ୍ତ ସରିଥିଲା...

ବିଶାଖାପାଟଣାରୁ ଗିରଫ ପରେ ଚୌଦ୍ୱାର ଜେଲ ଗଲେ ଆନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ଏମ୍‌.ଭି. ପ୍ରସାଦ

କଟକ ଅଫିସ,୭।୯: ଅନ୍ଧ୍ରପ୍ରଦେଶର ପୂର୍ବତନ ବିଧାୟକ ଏମ୍‌.ଭି. ପ୍ରସାଦଙ୍କୁ ମଙ୍ଗଳବାର ଚୌଦ୍ୱାର ଜେଲ ପଠାଇ ଦିଆଯାଇଛି। ଚିଟ୍‌ଫଣ୍ଡ ଠକେଇ ମାମଲାରେ ତାଙ୍କୁ ସୋମବାର ବିଶାଖାପାଟଣାରୁ ଗିରଫ...

Advertisement
Archives

Model This Week