ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ: ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଶିଷ୍ଟ ସାହିତି୍ୟକା ନନ୍ଦିନୀ ଶତପଥୀଙ୍କ ୮୯ ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ରାଜ୍ୟର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ପ୍ରଗତି କ୍ଷେତ୍ରରେ ତାଙ୍କ ଅବଦାନ ଏବଂ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରୁଥିବା ସୃଜନ ସୃଷ୍ଟି ପାଇଁ ସେ ସର୍ବଦା ସ୍ମରଣୀୟ ବୋଲି ମୁଖ୍ୟମନ୍ତ୍ରୀ ଟୁଇଟ୍‌ ଯୋଗେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

ଗୋଟିଏ ରାତିରେ ଏକାଧିକ ସ୍ଥାନରେ ଚୋରି: ଅଞ୍ଚଳରେ ଖେଳିଗଲା ଆତଙ୍କ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗୋଟିଏ ରାତିରେ ଏକାଧିକ ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଦାରିଙ୍ଗବାଡି ବଜାର ଉପରେ…

ସାକ୍ଷୀଗୋପାଳଙ୍କ ଚନ୍ଦନ ପୋଖରୀ ଜଳ ପ୍ରଦୂଷିତ: ଅତିଷ୍ଠ ହେଉଛି ପଚାମାଛ ଦୁର୍ଗନ୍ଧ

ସାକ୍ଷୀଗୋପାଳ,୨୨ା୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶ୍ରୀ ସାକ୍ଷୀଗୋପାଳ ଠାକୁରଙ୍କ ଚନ୍ଦନ ପୋଖରୀ ଜଳ ଅତିମାତ୍ରାରେ ପ୍ରଦୂଷିତ ହୋଇଛି। ଫଳରେ ବୁଧବାର ସକାଳୁ ଶହଶହ ସଂଖ୍ୟାରେ ରୋହି, ଭାକୁର,…

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri