Posted inଫୁରସତ

ନବଜାତକଙ୍କୁ ଦେଖି ଆଶ୍ଚର୍ଯ୍ୟ ହେଲେ ଡାକ୍ତର, କହିଲେ ୩୦ ହଜାର ପିଲାରେ ଏମିତି ହୋଇଥାନ୍ତି ଜଣେ

କର୍ଣ୍ଣାଟକର ବେଙ୍ଗାଲୁରୁ ହସ୍ପିଟାଲରେ ଏକ କନ୍ୟାସନ୍ତାନ ଜନ୍ମ ନେଇଛି। ଏହି ନବଜାତକଙ୍କୁ ଦେଖି ଡାକ୍ତର ଆଶ୍ଚର୍ଯ୍ୟ ହୋଇଯାଇ କହିଲେ ୩୦ ହଜାର ପିଲାଙ୍କ ମଧ୍ୟରୁ ଜଣକର ଏପରି ହୋଇଥାଏ। ତେବେ ଅସଲ କଥା ହେଲା ହସ୍ପିଟାଲରେ ଜନ୍ମ ନେଇଥିବା ଏହି ନବଜାତକର ଦାନ୍ତ ଥିବା ଦେଖିବାକୁ ପାଇଥିଲେ ଡାକ୍ତର। ଏହା ପରେ ପରିବାର ଲୋକଙ୍କୁ ଦାନ୍ତ ଉପାଡ଼ି ଦେବା ପାଇଁ ପରାମର୍ଶ ଦେଇଥିଲେ। ଏପରି ଦାନ୍ତ ରହିଲେ ପିଲା ବଡ଼ ହେଲେ ସମସ୍ୟା ସୃଷ୍ଟି ହେବ। ଏହା କୌଣସି ସାଧାରଣ ଘଟଣା ନହେଁ, ପରିବାର ଲୋକେ ମଧ୍ୟ ଏଥିରେ ରାଜି ହୋଇଯାଇଥିଲେ। ପରେ ପିଲାର ୨ଟି ଦାନ୍ତକୁ ଡାକ୍ତର ଉପାଡ଼ିଦେଲେ। ଡାକ୍ତରଙ୍କ ସୂଚନା ଅନୁଯାୟୀ, ଶିଶୁପୁତ୍ର ଅପେକ୍ଷା ଶିଶୁକନ୍ୟାମାନଙ୍କ କ୍ଷେତ୍ରରେ ଏପରି ଦେଖିବାକୁ ମିଳିଥାଏ। ଜନ୍ମରୁ ଦାନ୍ତ ଥିଲେ ପିଲାଙ୍କୁ ଫିଡିଂ କରାଇବାରେ କଷ୍ଟ ହୋଇଥାଏ। ଏହି କାରଣରୁ ପିଲାଙ୍କୁ ଅଲସର ପରି ରୋଗ ମଧ୍ୟ ହୋଇଥାଏ।
କାହିଁକି ଜନ୍ମରୁ ହୋଇଥାଏ ଦାନ୍ତ : ଡାକ୍ତର କୁହନ୍ତି, ଯେତେବେଳେ ପିଲାମାନଙ୍କଠାରେ ହରମୋନ୍‌ ସନ୍ତୁଳନ ବିଗିଡ଼ି ଯାଇଥାଏ ସେତେବେଳେ ଜନ୍ମରୁ ଦାନ୍ତ ଉଠିଥାଏ। ଏହି ଦାନ୍ତ ହଳଦିଆ ରଙ୍ଗ ଦେଖାଯିବା ସହ ଛୋଟ ଏବଂ ଅର୍ଦ୍ଧ ବିକଶିତ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ମା’ର ମମତା: କୁକୁର ଛୁଆକୁ କ୍ଷୀର ପିଆଉଛି ଗାଈ

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା...

ରାଜସ୍ଥାନର ନିଆରା ପରିବାର: ମାଟିରେ ତିଆରି କରୁଛନ୍ତି ସୁନା ଭଳି ସୁନ୍ଦର ଅଳଙ୍କାର

ଏପରି ଏକ ସହର ରହିଛି ଯେଉଁଠାରେ ସୁନା ଭଳି ସୁନ୍ଦର ଅଳଙ୍କାରମାନ ମାଟିରେ ତିଆରି କରାଯାଉଛି। କଥାଟି ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ, ହେଲେ ସତ। କିଛି...

ଇନ୍ଦ୍ରଧନୁର ସାତ ରଙ୍ଗରେ ସଜେଇ ହୋଇଛି ଏହି ଗାଁ

ଦୁନିଆରେ ଏମିତି ବି ଏକ ଇନ୍ଦ୍ରଧନୁର ସାତ ରଙ୍ଗରେ ସଜେଇ ହୋଇଛି ଏହି ଗାଁ ଅଛି, ଯେଉଁଠି ଧୂଳିମାଟିର ପ୍ରଶ୍ନ ନାହଁି, ତେବେ ଏହା ଅବିଶ୍ୱସନୀୟ...

ବିବାହ ଲାଗି ପୂରା ଉଡ଼ାଜାହଜ ବୁକ୍‌

ନୂଆଦିଲ୍ଲୀ: ନିକଟରେ ଏକ ନିଆରା ବିବାହ ଦେଖିବାକୁ ମିଳିଛି, ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି। ଭୁବନ ସରାଓଗି ନାମକ...

ଗରମରୁ ମୁକ୍ତି ପାଇଁ ଏପରି କରୁଛନ୍ତି ମାଙ୍କଡ଼, ଭିଡିଓ ଦେଖିଲେ…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ଯେଉଁ ମନ୍ଦିରରେ ଘିଅ ନୁହେଁ, ପାଣିରେ ଜଳୁଛି ଦୀପ

ମଧ୍ୟପ୍ରଦେଶର ନଲଖେଡ଼ା ନିକଟସ୍ଥ କାଳିସିନ୍ଧ ନଦୀ କୂଳରେ ରହିଛି ଏକ ଅଦ୍ଭୁତ ମନ୍ଦିର। ଗଡ଼ିଆଘାଟ ମାତା ନାମରେ ପ୍ରସିଦ୍ଧ ଏହି ମନ୍ଦିରର ଏକ ଅଲୌକିକ ଘଟଣା...

କୁନି ହାତରେ ବାଳକ ଟେକୁଛନ୍ତି ଟ୍ରାକ୍ଟର

ଖେଳକୁଦ କରିବା ବୟସରେ ବଡ଼ କାରନାମା କରି ଚର୍ଚ୍ଚାରେ ଜଣେ ବାଳକ। ନିଜର କୁନି ହାତରେ ଟ୍ରାକ୍ଟରକୁ ଟେକି ପାରୁଛନ୍ତି ସେ। ଏହାର ଏକ ଭିଡିଓ...

ଏଠି ଗାଈ-ବଦଳଙ୍କର ହେଉଛି ଆଧାର କାର୍ଡ !

ହାଥସର,୫।୬: ଉତ୍ତରପ୍ରଦେଶର ହାଥସରରେ ଗାଈ, ବଦଳ ଆଦିଙ୍କୁ ବିଭିନ୍ନ ରୋଗ ଦାଉରୁ ରକ୍ଷା କରିବା ପାଇଁ ଟ୍ୟାଗିଙ୍ଗ ବ୍ୟବସ୍ଥା ଆରମ୍ଭ କରାଯାଇଛି। ଏହି ଆଧାରରେ ଏବେ...

Advertisement
Archives

Model This Week