ନବଜାତ ଶିଶୁର ଯତ୍ନ ସମ୍ପର୍କରେ ଜାଣନ୍ତୁ କିଛି ଗୁରୁତ୍ୱପୂର୍ଣ୍ଣ ଟିପ୍ସ

ପ୍ରଥମ ନବଜାତ ଶିଶୁକୁ ନେଇ ଅଭିଭାବକ ବେଶି ଚିନ୍ତିତ ହୋଇପଡ଼ନ୍ତି। କାରଣ ସେମାନଙ୍କ ଯତ୍ନ ନେବା ପାଇଁ ଅନେକ ଜିନିଷ ଉପରେ ଧ୍ୟାନ ଦେବାକୁ ପଡ଼ିଥାଏ। ଶିଶୁ କିପରି ଗାଧୋଇବ, କିପରି ଶୋଇବ ସେ ସମ୍ପର୍କରେ ଧ୍ୟାନ ଦେବାକୁ ପଡ଼ିଥାଏ। ଯଦି ସ୍ବାମୀ ସ୍ତ୍ରୀ ଏକୁଟିଆ ରହୁଥିବେ, ତେବେ ସେମାନଙ୍କୁ ଟିକେ ଅଧିକ ଚିନ୍ତା କରିବାକୁ ପଡ଼ିଥାଏ। କାରଣ ପରିବାରରେ ଥିବା ବୟୋଜ୍ୟେଷ୍ଠ ବ୍ୟକ୍ତି ମଧ୍ୟ ନବଜାତ ଶିଶୁର ଯତ୍ନ ସମ୍ପର୍କରେ ଅନେକ କଥା ଜାଣିଥାଆନ୍ତି।
* ନବଜାତକକୁ ହାତରେ ଧରିବା ସମୟରେ ହାତ ଧୋଇବା ଜରୁରୀ ହୋଇଥାଏ। କାରଣ ହାତ ନ ଧୋଇବା ଫଳରେ ଶିଶୁକୁ ସଂକ୍ରମଣ ହୋଇଥାଏ। ସେମାନଙ୍କଠାରେ ରୋଗ ପ୍ରତିରୋଧକ ଶକ୍ତି କମ୍‌ ଥିବାରୁ ସଂକ୍ରମଣର ଅଧିକ ଆଶଙ୍କା ଥାଏ।
* ସେମାନଙ୍କ ମୁଣ୍ଡ ସବଳ ହୋଇ ନ ଥିବାରୁ ତାଙ୍କୁ ଶୁଆଇବା ବେଳେ କିମ୍ବା ଧରିବା ବେଳେ ମୁଣ୍ଡତଳେ ହାତ ରଖନ୍ତୁ।
* ସେମାନଙ୍କୁ ଡବା କ୍ଷୀର ଅପେକ୍ଷା ମା’ କ୍ଷୀର ଖୁଆଇବା ଅଧିକ ଜରୁରୀ ହୋଇଥାଏ। ଏହା ସହ ସେମାନଙ୍କ ଡାୟପର ଚେକ୍‌ କରି ଖାଦ୍ୟ ବଦଳାନ୍ତୁ।
ସେମାନଙ୍କୁ ଗାଧୋଇ ନ ଦେଇ ଗରମ ଓ ଥଣ୍ଡା ପାଣିରେ ପୋଛନ୍ତୁ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପ୍ଲାନ! ଖୁବଶୀଘ୍ର ବଦଳିବାକୁ ଯାଉଛି ପେଟ୍ରୋଲ ପକାଇବାର ନିୟମ…

ନୂଆଦିଲ୍ଲୀ,୨୮।୫: ଭାରତରେ ପେଟ୍ରୋଲ ପମ୍ପର ଗ୍ରାହକମାନେ ଖୁବ ଶୀଘ୍ର ବିଭିନ୍ନ ପ୍ରକାରର ଇଥାନଲ-ମିଶ୍ରିତ ପେଟ୍ରୋଲ ବାଛିବାର ବିକଳ୍ପ ପାଇପାରିବେ, ଯାହା ସେମାନଙ୍କର ର୍ନିଦ୍ଦିଷ୍ଟ ଯାନ ପାଇଁ ଉପଯୁକ୍ତ।…

ଆଜି ପାଇଁ ସାବଧାନ ରୁହନ୍ତୁ ଏହି ଜିଲାବାସୀ, ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ବର,୨୮।୫: ଆଗାମୀ ପାଞ୍ଚ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସାଙ୍ଗକୁ ଝଡ଼ବର୍ଷା ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି ।…

ଗୋଟିଏ ଫିଲ୍ମରୁ ରାତାରାତି ଷ୍ଟାର୍‌ ବନିଲେ ଏହି ୟଙ୍ଗ ଆକ୍ଟର; କେବଳ ଐଶ୍ୱର୍ଯ୍ୟା-ବିଜୟ ନୁହେଁ, ଶାହାରୁଖଙ୍କୁ ବି ପକାଇଲେ ପଛରେ…

ମୁମ୍ବାଇ: ଇଣ୍ଟରନେଟ ମୁଭି ଡାଟାବେସ (IMDb) ପକ୍ଷରୁ ଚଳିତ ସପ୍ତାହର ସବୁଠାରୁ ଲୋକପ୍ରିୟ ଭାରତୀୟ ସେଲିବ୍ରିଟିଙ୍କ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ବଡ଼ ବଡ଼ ସୁପରଷ୍ଟାରମାନଙ୍କୁ…

ହଠାତ୍ କାହିଁକି ବନ୍ଦ ହେଲା LPG ସବସିଡି? ଜାଣନ୍ତୁ ଏହା ପଛର ପ୍ରକୃତ କାରଣ

ନୂଆଦିଲ୍ଲୀ,୨୮।୫: ଭାରତରେ ମଧ୍ୟବିତ୍ତ ଓ ନିମ୍ନ ମଧ୍ୟବିତ୍ତ ଶ୍ରେଣୀର କୋଟି କୋଟି ପରିବାର ପାଇଁ ଏଲପିଜି ସିଲିଣ୍ଡର (LPG Cylinder) ଉପରେ ମିଳୁଥିବା ସବସିଡି ଏକ ବଡ଼…

NEET Leak; ରାଜନାଥଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ, ଘୋଷଣା କରି କହିଲେ….

ନୂଆଦିଲ୍ଲୀ, ୨୮।୫: NEET ପେପର୍ ଲିକ୍ ବିବାଦ ପରେ, କେନ୍ଦ୍ର ସରକାର ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁରକ୍ଷିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ବିଚାର…

ଇସ୍ତଫା ଦେବା ପରେ କେତେ ପେନସନ ପାଇବେ ସିଦ୍ଦାରାମାୟା, ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କେଉଁ ସବୁ ସୁବିଧା ମିଳେ ଜାଣନ୍ତୁ…

ବେଙ୍ଗାଲୁରୁ, ୨୮।୫: କର୍ନାଟକରେ ମୁଖ୍ୟମନ୍ତ୍ରୀ ପଦକୁ ନେଇ ରାଜନୈତିକ ସସ୍‌ପେନ୍ସ ଏବେ ଶେଷ ହୋଇଛି। ସୂତ୍ର ଅନୁସାରେ ସିଦ୍ଦାରାମାୟା ଆଜି ଇସ୍ତଫା ଦେଇପାରନ୍ତି। ଏହି ସମୟରେ, ସିଦ୍ଦାରାମାୟା…

ରାତିରେ ନିଦ ହେଉନି କି? ଶୋଇବା ପୂର୍ବରୁ କରନ୍ତୁ ଏହି କାମ…

ଆଜିକାଲି ବହୁତ ଲୋକ ଅନିଦ୍ରାରେ ପୀଡ଼ିତ। ବିଳମ୍ବିତ ରାତିରେ ଚେଇଁବା, ବାରମ୍ବାର ଉଠିବା ଏବଂ ସକାଳେ କ୍ଳାନ୍ତ ଅନୁଭବ କରିବା ଏକ ସାଧାରଣ କଥା ହୋଇଗଲାଣି। ସ୍ବାସ୍ଥ୍ୟ…

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri