ଭଞ୍ଜନଗର,୨୩।୫(ଡି.ଏନ.ଏ.)- ଭଞ୍ଜନଗର ସହର ପୁରୁଣା ପରିବା ମାର୍କେଟ ଗଳିରେ ରହୁଥିବା ଜଣେ ନବବିବାହିତାଙ୍କ ମୃତଦେହ ଗୁରୁବାର ପୋଲିସ ଉଦ୍ଧାର କରିଥିଲା। ସେ ହେଲେ ବଡକୋଦଣ୍ଡାର ମାମାଲି ପ୍ରଧାନ। ଶଶୁର ଘର ଲୋକେ ତାଙ୍କୁ ହତ୍ୟା କରିଥିବା ମାମାଲିଙ୍କ ବାପଘର ଲୋକେ ଶୁକ୍ରବାର ଥାନାରେ ଅଭିଯୋଗ ହୋଇଛି। ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୋଲିସ ଶୁକ୍ରବାର ସକାଳୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମାମାଲି ତାଙ୍କ ଗ୍ରାମର ପବିତ୍ର ବିଷୋୟୀଙ୍କୁ ପ୍ରେମ ବିବାହ କରିବା ପରେ ଭଞ୍ଜନଗରରେ ଘର ଭଡା ନେଇ ରହୁଥିଲେ। ଗୁରୁବାର ସନ୍ଧ୍ୟାରେ ମାମାଲିଙ୍କ ଝୁଲନ୍ତା ମୃତଦେହ ଦେଖି ପଡୋଶୀ ଥାନାକୁ ଜଣାଇଥିଲେ। ଜଣଙ୍କୁ ଅଟକ ରଖି ପୋଲିସ ତଦନ୍ତ ଚଳାଇଛି।
Posted inଆମ ଜିଲା ଖବର, ଗଞ୍ଜାମ View All
ନେରେଡି ବ୍ୟାରେଜ ବିବାଦ: ‘ବଂଶଧାରା ବଞ୍ଚାଅ, ଓଡ଼ିଶା ବଞ୍ଚାଅ’ ଦାବିରେ ନୀରବ ସତ୍ୟାଗ୍ରହ
ଗୁଣପୁର,୧୪ା୯(ସୁଜାତା ପାଢ଼ୀ): ବଂଶଧାରା ନଦୀ ତଳମୁଣ୍ଡରେ ପ୍ରସ୍ତାବିତ ନେରେଡି ବ୍ୟାରେଜ ପାଇଁ ଓଡ଼ିଶାର ୧୦୬ ଏକର ସରକାରୀ ଜମି ଆନ୍ଧ୍ରପ୍ରଦେଶକୁ ହସ୍ତାନ୍ତର ପ୍ରସଙ୍ଗକୁ ବିରୋଧ କରି ଦଣ୍ଡକାରଣ୍ୟ…
ଗଣେଶ ଚତୁର୍ଥୀ ପୂର୍ବରୁ ଜନ୍ମ ନେଲା ହାତୀ ଛୁଆ, କେନ୍ଦୁଝରରେ ଖୁସିର ଲହରୀ
କେନ୍ଦୁଝର,୧୪।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ଦିନ କେନ୍ଦୁଝର ବନଖଣ୍ଡ ଅନ୍ତର୍ଗତ ଚମ୍ପୁଆ ରେଞ୍ଜର ବାଲିବନ୍ଧ ସେକ୍ସନ୍ରେ ଏକ ନୂତନ ହାତୀ ଛୁଆ ଜନ୍ମ ହୋଇଛି । ଗଣେଶ…
ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ
ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…
ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା
ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…
ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ
ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…
ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍ ସଜାଗ
ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…
ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍ ଗଲେ ଭାସି: ଆଉ ତା’ପରେ…
ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…
ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍ କୋଠା, ଭୁଲ୍ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…
ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

