ଭଞ୍ଜନଗର,୬।୭(ଡି.ଏନ.ଏ)-ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ଗ୍ରାମର ନବବଧୂ ଶିବାନୀ ନାୟକଙ୍କ ଶନିବାର ଅପରାହ୍ନରେ ମୃତ୍ୟୁ ଘଟିଛି। କେଉଁ କାରଣ ଓ କିପରି ମୃତ୍ୟୁ ଘଟିଛି ତାହା ଠିକ୍ ଭାବେ ଜଣାପଡ଼ି ନ ଥିଲେ ମଧ୍ୟ ବିଷକ୍ରିୟାରୁ ଶିବାନୀଙ୍କ ମୃତ୍ୟୁ ଘଟିଥାଇ ପାରେ ବୋଲି ପୋଲିସ ସନ୍ଦେହ କରୁଛି । ଥାନା ଅଧିକାରୀ ସୁଦିପ୍ତ ସାହୁ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଶିବାନୀ ୫ ମାସ ପୂର୍ବେ ଡହର କାଳିଆ ନାୟକଙ୍କୁ ବିବାହ କରିଥିଲେ। ଶନିବାର ଅପରାହ୍ନରେ ସେ ଅସୁସ୍ଥ ହୋଇପଡ଼ିବାରୁ ପରିବାର ଲୋକେ ଚିକିତ୍ସା ପାଇଁ ତାଙ୍କୁ ଭଞ୍ଜନଗର ଡାକ୍ତରଖାନାକୁ ଆଣିଥିଲେ । ସେଠାରେ ଶିବାନୀଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି ।
ମା’ଙ୍କ ମୃତ୍ୟୁ ଖବର ପାଇ ଧାଇଁ ଆସିଥିଲେ, ଦ୍ୱାଦଶାହରେ ଚାଲିଗଲା ପୁଅଙ୍କ ଜୀବନ, ଗାଁରେ ଶୋକାକୂଳ ପରିବେଶ…
ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ମା’ଙ୍କ ମୃତ୍ୟୁ ଖବର ଶୁଣି ମୁମ୍ବାଇରୁ ଧାଇଁ ଆସିଥିଲେ ପୁଅ। ହେଲେ ଦ୍ୱାଦଶାହରେ ଚାଲିଗଲା ଜୀବନ। ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ...
କେଏସୟୁବି କଲେଜ ପରିଦର୍ଶନ କଲେ ଏନସିସି ସିଓ, କ୍ୟାଡେଟ ମାନଙ୍କ ସୁବିଧା…
ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ)-ଜାତୀୟ ସମର ଶିକ୍ଷାର୍ଥୀ ବାହିନୀ (ଏନସିସି) ଆର୍ମି ୱିଂଙ୍ଗ ବ୍ରହ୍ମପୁର ବାଟାଲିୟନର କମାଣ୍ଡିଂଙ୍ଗ ଅଫିସର(ସିଓ) ସମିର କର ଗୁରୁବାର ଗଞ୍ଜାମ ଜିଲା ଭଞ୍ଜନଗର କବି...
ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରରେ ଲାଗିଗଲା ନିଆଁ , ପାଟି ଶୁଣି ପଡ଼ୋଶୀ ପହଞ୍ଚି…
ଦିଗପହଣ୍ଡି,୧୮।୧୨(ଅଶେଷ ନାଥ ମିଶ୍ର): ରୋଷେଇ କରୁଥିବା ବେଳେ ଗ୍ୟାସ ସିଲିଣ୍ଡରେ ଅଚାନକ ଲାଗିଗଲା ନିଆଁ। ଉପସ୍ଥିତ ବୁଦ୍ଧି ଯୋଗୁ ଅଳ୍ପକେ ବର୍ତ୍ତିଲେ ପରିବାର। ଏଭଳି ଏକ...
‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’
ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...
କଟନି ଛଟନି ବନ୍ଦ କରିବାକୁ ପରାମର୍ଶ ଦେଲେ ମନ୍ତ୍ରୀ, କହିଲେ ଚାଷୀମାନେ କେବଳ ମଣ୍ଡିରେ ଧାନ ଦିଅନ୍ତୁ
ବୁଗୁଡ଼ା ୧୮/୧୨/(କାଳିଚରଣ ଦାଶ): ଚଳିତ ମାସ ୨୩ ତାରିଖ ଠାରୁ ଖରିଫ ଋତୁ ଧାନ ସଂଗ୍ରହ କରିବେ ସରକାର । ତେଣୁ ଜିଲ୍ଲା ଓ ବ୍ଲକ...
ଚକରା ଘାଟିରେ ପର୍ଯ୍ୟଟକ-ଦନ୍ତା ମୁହାଁମୁହିଁ: ଲୋକେ ଆତଙ୍କିତ
ଭଞ୍ଜନଗର,୧୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ରେ ଦନ୍ତା ହାତୀମାନଙ୍କ ଦୌରାତ୍ମ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଜଙ୍ଗଲ...
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…
ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...
ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ
ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...
Archives


