ନବମୀରେ ମା’ ଦୁର୍ଗାଙ୍କ ପୂଜାର୍ଚ୍ଚନା

ବୈଶିଙ୍ଗା, ୭।୧୦(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ୧୭ ପଞ୍ଚାୟତରେ ଚଳିତବର୍ଷ ୧୮ଟି ମଣ୍ଡପରେ ମା’ ଦୁର୍ଗା ପୂଜା ପାଉଛନ୍ତି। ସୋମବାର ନବମୀ ଅବସରରେ ମା’ଙ୍କ ପୂଜାର୍ଚ୍ଚନା କରାଯାଇଛି। ବିଭିନ୍ନ ପୂଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। ୪୫ବର୍ଷରେ ପଦାର୍ପଣ କରିଥିବା ବୈଶିଙ୍ଗା ଶିବାଜୀ ଯୁବକ ସଂଘ ପକ୍ଷରୁ ହୋଇଥିବା ତୋରଣ ଆକର୍ଷଣୀୟ ହୋଇଛି। ନବରାତ୍ର ଅବସରରେ ମା’ଙ୍କ ୮ଟି ସ୍ବରୂପର ମୂର୍ତ୍ତି ମୁଖ୍ୟତଃ ଆକର୍ଷଣର କେନ୍ଦ୍ରବିନ୍ଦୁ ପାଲଟିଛି। ସେହିପରି ଗଡ଼ଦେଉଳିଆ, କଳମା, ଖୁଣ୍ଟାପୁର, ପୁରୁଣିଆ, ରାଇକମା, ଅଁଳା, ହରିପୁର, ମେରଦା, କୁଶୁଦା, ଯୁଗପୁରା, ଦେଓପଡ଼ା ଆଦି ସ୍ଥାନରେ ମହାସମାରୋହରେ ପୂଜା ପାଳିତ ହେଉଛି। ଆସନ୍ତା ମଙ୍ଗଳବାର ୬ଟି ପଞ୍ଚାୟତରେ ଦଶହରା ଓ ରାବଣପୋଡ଼ି ଉତ୍ସବ ଅନୁଷ୍ଠିତ ହେବ ବୋଲି ପୂଜା କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାକୃତିକ ବାଲୁକା ସ୍ତୂପ ଉପରେ ମାଫିଆଙ୍କ ଦୃଷ୍ଟି

କୁଜଙ୍ଗ, ୧୬ା୫(ଡି.ଏନ୍‌.ଏ.): ଏରସମା ତହସିଲ ଅନ୍ତର୍ଗତ ଅଭୟଚାନ୍ଦପୁର ମୌଜା ଭୋଷ୍କାଲିସ ପଏଣ୍ଟ ସମୁଦ୍ରକୂଳ ପ୍ରାକୃତିକ ବାଲୁକା ସ୍ତୂପ ଉପରେ ବାଲି ମାଫିଆଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି।...

ବେଲୁନ ବିକିବାକୁ ଯାଇ ଫେରିନି ପୁଅ

ପାପଡ଼ାହାଣ୍ଡି,୨୪।୪(ଡି.ଏନ୍‌.ଏ.):  ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ଥାନା ଅଧୀନ ସାନବାର୍ଲି ଗ୍ରାମର ଜଣେ ନାବାଳକ ୩ ଦିନ ହେଲା ନିଖୋଜ ଅଛନ୍ତି। ଏ ନେଇ ମଇଦଲପୁର ଫାଣ୍ଡିରେ ବାପା...

ଏସ୍‌ଏଚଜି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ

ଜଳେଶ୍ୱର, ୧୦।୬(ସ୍ବ.ପ୍ର.)-ମାଇକ୍ରୋ ଫାଇନାନ୍ସ, କେତେକ ବ୍ୟାଙ୍କ ଋଣ ଆଦାୟ ଲାଗି ଏସ୍‌ଏଚ୍‌ଜି ଉପରେ ବାରମ୍ବାର ଜୁଲମ୍‌ କରିବା ବନ୍ଦ କରିବା, ଲକ୍‌ଡାଉନ ଆଇନ ଊଲ୍ଲଂଘନ କରି...

ଭାଗବତ ଟୁଙ୍ଗି ନିର୍ମାଣ କଲେ ମହିଳା

ବନ୍ତଳା, ୯।୭ (ଡି.ଏନ୍‌.ଏ.) ଅନୁଗୋଳ ବ୍ଲକ ବଡ଼କେରା ପଞ୍ଚାୟତ ପାଞ୍ଜିଆସାହି ଗ୍ରାମବାସୀଙ୍କ ଦୀର୍ଘ ବର୍ଷର ସ୍ବପ୍ନ ସାକାର ହୋଇଛି। ଗ୍ରାମ୍ୟ ମହିଳା ପରିଚାଳନା କମିଟି ସଦସ୍ୟାମାନେ...

ଦାଦାବଟି ମାଗିବା ସହ ବୋମାମାଡ଼ ମାମଲା : ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୨।୯: ଗଞ୍ଜାମ ଜିଲା ବଡ଼ବଜାର ଥାନା ଅଞ୍ଚଳରେ ଦାଦାବଟି ମାଗିବା ସହ ଜଣେ ବ୍ୟବସାୟୀଙ୍କ ଉପରକୁ ବୋମାମାଡ଼ କରିଥିବା ମାମଲାର ଶୁଣାଣି କରି ଅତିରିକ୍ତ...

ସମ୍ଭାବନା ବିକଶିତ ହେଲେ ମିଳିବ ନିଯୁକ୍ତି ସୁଯୋଗ

ବାଲେଶ୍ୱର ଅଫିସ, ୧୦।୬-କେନ୍ଦ୍ରରେ ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, ପ୍ରାଣୀଧନ, ଦୁଗ୍ଧ ଉତ୍ପାଦନ ଏବଂ ମତ୍ସ୍ୟ ସମ୍ପଦ ବିଭାଗ ରାଷ୍ଟ୍ରମନ୍ତ୍ରୀ ଭାବେ ଦାୟିତ୍ୱ ନେବା...

ଶବ ସଂରକ୍ଷଣ ଗୃହରେ ଫ୍ରିଜର ଅଚଳ, ପୋଲିସ ହଟହଟା

ବରଗଡ଼ ଅଫିସ୍‌,୧୪।୭: ବରଗଡ଼ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ରହିଥିବା ଶବ ସଂରକ୍ଷଣ ଗୃହର ଫ୍ରିଜର ଦୀର୍ଘଦିନ ହେଲା ଅଚଳ ହୋଇପଡ଼ିଛି । ଏହାକୁ...

ମୁମ୍ବାଇରୁ ଆସିଲା ୧୭ ପ୍ୟାକେଟ୍‌ ରୁପା ଚାଦର

ପୁରୀ ଅଫିସ,୧୦ା୭: ଶ୍ରୀମନ୍ଦିରର ୮ ଦ୍ୱାରକୁ ରୁପା ଛାଉଣି କରାଯିବ। ଏଥିପାଇଁ ନୀଳାଦ୍ରି ଭକ୍ତନିବାସରେ ପ୍ରାଥମିକ ପର୍ଯ୍ୟାୟରେ ୩ ଦ୍ୱାରର କାର୍ଯ୍ୟ ଆରମ୍ଭ ହୋଇଛି। ଜୟବିଜୟ,...

Advertisement
Archives

Model This Week