ନବରଙ୍ଗପୁର,୧୫।୮(ବି.ପ୍ର.): ନବରଙ୍ଗପୁର ଷ୍ଟାଡିୟମଠାରେ ଜିଲାସ୍ତରୀୟ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ମନ୍ତ୍ରୀ ତ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ମନ୍ତ୍ରୀ ପରେଡ୍ରେ ଅଭିବାଦନ ଗ୍ରହଣ କରିବା ପରେ ଜିଲା ସଦର ମହକୁମା ଡାକ୍ତରଖାନା ଓ ଉପକାରାଗାରରେ ଫଳ ଓ ମିଷ୍ଟାନ ବଣ୍ଟନ କରିଥିଲେ ା ଏହି କାର୍ଯ୍ୟକ୍ରମରେ ଜିଲାପାଳ ଡଃ. ଅଜିତ କୁମାର ମିଶ୍ର, ଏସ୍ପି ନୀତିନ୍ କୁସାଲକରଙ୍କ ସମେତ ଜିଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ନବରଙ୍ଗପୁର View All

ପ୍ରାଣୀ ଚିକିତ୍ସା କେନ୍ଦ୍ରରେ ରହୁନି ଆବଶ୍ୟକ ଔଷଧ
ରାଉରକେଲା,୧୬।୭(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ପ୍ରାଣୀ ଚିକିତ୍ସା କେନ୍ଦ୍ରରେ ଆବଶ୍ୟକ ଔଷଧ ଉପଲବ୍ଧ ହେଉ ନ ଥିବାରୁ ଗୃହପାଳିତ ପ୍ରାଣୀ ରଖିଥିବା ଲୋକେ ସମସ୍ୟାରେ ପଡ଼ୁଛନ୍ତି। ଏପଟେ...

କଙ୍କଡ଼ା କିଣିବାକୁ ଅସମ୍ଭାଳ ଭିଡ଼: ରହୁନି ସାମାଜିକ ଦୂରତା
ଗଞ୍ଜାମ,୩ା୭(ଡି.ଏନ୍.ଏ.): ବର୍ତ୍ତମାନ ଗଞ୍ଜାମ ଜିଲାରେ ମହାମାରୀ କରୋନା ଉଗ୍ରରୂପ ଧାରଣ କରିଛି। ଏଭଳି ପରିସ୍ଥିତିରେ ପ୍ରଶାସନର ନିଦ ହଜିଗଲାଣି। ଏଥିପାଇଁ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ...

ଏନ୍ଏଚ୍ କଡରୁ ଜବରଦଖଲ ହଟିଲା
ଜଳେଶ୍ୱର,୧୪।୪(ଡି.ଏନ.ଏ.): ୬୦ନଂ. ଜାତୀୟ ରାଜପଥ(ଏନ୍ଏଚ୍)ର ଜଳେଶ୍ୱର ନିକଟ ଉପାନ୍ତ ଲକ୍ଷ୍ମଣନାଥ ଟୋଲପ୍ଲାଜାର ୨ଶହ ମିଟର ଉତ୍ତର ଓ ଦକ୍ଷିଣ ଦିଗକୁ ଦୀର୍ଘବର୍ଷ ଧରି କେତେକ ଉଠାଦୋକାନୀ ଜବରଦଖଲ...

ବିଜୁ ଜୟନ୍ତୀ ପାଳିତ
କେନ୍ଦୁଝର, ୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟଠାରେ ଗୁରୁବାର ଦିନ ଜିଲା ବିଜେଡି ପକ୍ଷରୁ ବିଜୁ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ବିଜୁ ଛକଠାରେ ଥିବା...

ନିର୍ମାଣ ପୂର୍ବରୁ ସରକାରୀ, ପରେ ବେସରକାରୀ
ନନ୍ଦପୁର,୩ା୩ (ଡି.ଏନ.ଏ.): କୋରାପୁଟ ଜିଲା ନନ୍ଦପୁର ବ୍ଲକ ପାଡୁଆ ପଞ୍ଚାୟତର ରାଜୀବ ଗାନ୍ଧୀ ସେବାକେନ୍ଦ୍ର ଗୃହ ଗତ ୧୧ ବର୍ଷ ହେଲା ବିବାଦରେ ରହି ଅବ୍ୟବହୃତ...

ଘରୁ ଯାଇ ଆଉ ଫେରିଲେନି ଯୁବକ, ସକାଳୁ ବାଇକ୍ ନିକଟରେ ପଡ଼ିଥିଲା ମୃତଦେହ
ବାଲେଶ୍ୱର ଅଫିସ,୨୭।୧୨: ବାଲେଶ୍ବର ଜିଲା କମର୍ଦ୍ଦା ଥାନା ହଳଦୀ ମାଳ ଗ୍ରାମରେ ଥିବା ରାସ୍ତା କଡ଼ରୁ ଜଣେ ଯୁବକଙ୍କ ସନ୍ଦେହ ଜନକ ମୃତଦେହ ଉଦ୍ଧାର କରାଯାଇଛି।...

ପ୍ରେମ କରିବାରୁ ଝିଅକୁ ହତ୍ୟା
ବାଲେଶ୍ୱର ଅଫିସ,୨୯ା୬: ପ୍ରେମ ନ କରିବାକୁ ନାବାଳିକା ଝିଅକୁ ବାରମ୍ବାର ବାରଣ କରିବା ପରେ ବି ମାନିଲାନି। ଶେଷରେ ଅତିଷ୍ଠ ହୋଇ ଝିଅକୁ ତଣ୍ଟିଚିପି ହତ୍ୟା...

ଶିଶୁଙ୍କ ଡ୍ରେସ ବିକ୍ରି କରିବା ମହଙ୍ଗା ପଡ଼ିଲା: ନର୍ସଙ୍କୁ କାରଣ ଦର୍ଶାଅ ନୋଟିସ
ବ୍ରହ୍ମପୁର ଅଫିସ,୨୦ା୭-ଏମକେସିଜି ମେଡିକାଲ କଲେଜରେ ରୋଗୀଙ୍କୁ ଶୋଷଣ କରାଯାଉଥିବା ନେଇ ବିଭିନ୍ନ ସମୟରେ ଅଭିଯୋଗ ଆସୁଛି। ଏପରିକି ଅସ୍ତ୍ରୋପଚାର ପାଇଁ ଲାଞ୍ଚ ନେଉଥିବା ବେଳେ ଜଣେ...