ନବୀନଙ୍କୁ ନରସିଂହଙ୍କ ସମର୍ଥନ ସହ ସମାଲୋଚନା: କହିଲେ ଓଡ଼ିଶାକୁ ‘ଫୋକସ୍‌ ଷ୍ଟେଟ୍‌’ ଦାବି ଯୁକ୍ତିଯୁକ୍ତ; ‘ସ୍ବତନ୍ତ୍ର ରାଜ୍ୟ ପାହ୍ୟା’ ଦାବି ନେଇ ଉତ୍ତର ରଖିବା ଉଚିତ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗୋଟିଏ ପଟେ ପ୍ରଶଂସା ଆଉ ଗୋଟିଏ ପଟେ ସମାଲୋଚନା। ଏପରି କିଛି କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ନରସିଂହ ମିଶ୍ର। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସେ ଗୋଟିଏ ପ୍ରସଙ୍ଗରେ ସମାଲୋଚନା କରିବା ସହ ଅନ୍ୟଟିରେ ପ୍ରଶଂସା କରିଛନ୍ତି। ନବୀନ କେନ୍ଦ୍ର ସରକାରଙ୍କ ନିକଟରେ ‘ଓଡ଼ିଶାକୁ ଫୋକସ୍‌ ଷ୍ଟେଟ୍‌’ କରିଥିବା ଦାବି ପ୍ରସଙ୍ଗରେ ନରସିଂହ ସମର୍ଥନ ଜଣାଇଛନ୍ତି। ମାତ୍ର ସ୍ବତନ୍ତ୍ର ପାହ୍ୟା ଦାବି ପ୍ରସଙ୍ଗରେ ସମାଲୋଚନା କରିବାକୁ ମଧ୍ୟ ପଛାଇନାହାନ୍ତି।

ଦିଲ୍ଲୀ ଗସ୍ତ କାଳରେ ନବୀନ ମୋଦିଙ୍କୁ ଭେଟି ଓଡ଼ିଶାକୁ ‘ଫୋକସ୍‌ ଷ୍ଟେଟ’ ଦାବି ରଖିଥିବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ନରସିଂହ କହିଛନ୍ତି, ଏହି ଦାବି ଯୁକ୍ତିଯୁକ୍ତ। ମୁଁ ଏହାକୁ ସମର୍ଥନ କରୁଛି। ପ୍ରାକୃତିକ ଦୁର୍ବିବାକ ଯୋଗୁ ଦାବିର ଯଥାର୍ଥତା ରହିଛି ବୋଲି ସେ କହିଛନ୍ତି।
ସେହିଭଳି ଓଡ଼ିଶାକୁ ‘ସ୍ବତନ୍ତ୍ର ରାଜ୍ୟ ପାହ୍ୟା’ ଦାବି ପ୍ରସଙ୍ଗରେ ସେ କହିଛନ୍ତି, ନବୀନ କେନ୍ଦ୍ରରେ ମନ୍ତ୍ରୀ ଥିବା ବେଳେ ଏନ୍‌ଡିଏ ଅଂଶୀଦାର ଥିଲା। ସେତେବେଳେ କ’ଣ ପାଇଁ ସେ ଏହା କରି ନ ଥିଲେ। ଏହାର ଉତ୍ତର ନବୀନ ରାଜ୍ୟବାସୀଙ୍କୁ ଦେବା ଉଚିତ ବୋଲି ସେ ସମାଲେଚନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ IAS ସ୍ତରରେ ବଡ଼ଧରଣ ଅଦଳବଦଳ, ବଦଳାଇଲେ ଏହି ଜିଲାପାଳ

ଭୁବନେଶ୍ୱର,୧।୧: ନୂଆବର୍ଷର ପ୍ରଥମ ଦିନରେ ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରାଯାଇଛି। ବରିଷ୍ଠ IAS ଅଧିକାରୀମାନଙ୍କୁ ନୂତନ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri