ନବୀନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ଲଗାତାର ପଞ୍ଚମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ବିଜେଡି ସଭାପତି ନବୀନ ପଟ୍ଟନାୟକ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ନରେନ୍ଦ୍ର ମୋଦି ନବୀନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ନବୀନ ଓ ତାଙ୍କ ଟିମ୍‌କୁ ଅଭିନନ୍ଦନ। ଓଡ଼ିଶାର ପ୍ରଗତି ଓ ଓଡ଼ିଶାବାସୀଙ୍କ ଆଶାକୁ ପୂରଣ କରନ୍ତୁ। ଏଥିଲାଗି କେନ୍ଦ୍ର ସରକାର ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବେ ବୋଲି ନିଜ ଟୁଇଟର ପୃଷ୍ଠାରେ ମୋଦି ଉଲ୍ଲେଖ କରିଛନ୍ତି।

ପ୍ରକାଶଯୋଗ୍ୟ, ପୂର୍ବାହ୍ନରେ ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ନବୀନ ଶପଥ ପାଠ କରିଛନ୍ତି। ଏହାପରେ ୨୦ ଜଣିଆ ମନ୍ତ୍ରୀମଣ୍ଡଳ ମଧ୍ୟ ଶପଥ ପାଠ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪ ଦିନ ହେବ ବ୍ଲକ, ତହସିଲ କାର୍ଯ୍ୟାଳୟରେ ଝୁଲୁଛି ତାଲା

କେନ୍ଦ୍ରାପଡାଅଫିସ/ରାଜକନିକା,୨୨ା୬(ଡି.ଏନ୍‌.ଏ.): ସରକାରୀ କାର୍ଯ୍ୟାଳୟରେ କିଭଳି ମନମୁଖି କାର୍ଯ୍ୟ ଚାଲିଛି ତାର ଏକ ଉଦାହରଣ ଦେଖିବାକୁ ମିଳିଛି କେନ୍ଦ୍ରାପଡା ଜିଲା ଅନ୍ତର୍ଗତ ରାଜକନିକା ବ୍ଲକରେ । ଏହି...

ଧର୍ମେନ୍ଦ୍ରଙ୍କୁ କଳାପତାକା ଦେଖାଇଲା କଂଗ୍ରେସ

ଭୁବନେଶ୍ୱର,୧୩ା୧(ବ୍ୟୁରୋ): ରାଜ୍ୟ ଯୁବ କଂଗ୍ରେସ ସଭାପତି ସ୍ମୃତିରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ମଙ୍ଗଳବାର ଯୁବ କଂଗ୍ରେସ କର୍ମୀମାନେ ଚନ୍ଦ୍ରଶେଖରପୁର ସ୍ଥିତ ଏକ ଘରୋଇ ହସ୍ପିଟାଲ ରାସ୍ତାରେ କେନ୍ଦ୍ରମନ୍ତ୍ରୀ...

ରାଜ୍ୟରେ ପୁଣି ବଢିଲା କରୋନା ସଂକ୍ରମଣ

ଭୁବନେଶ୍ବର,୧୬।୬: (ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା...

ଦେବାଶିଷଙ୍କୁ ମିଳିଲାନି ଗାର୍ଡ ଅଫ୍‌ ଅନର

ଭୁବନେଶ୍ୱର,୨୦।୬: ବରିଷ୍ଠ ଆଇପିଏସ୍‌ ଅଧିକାରୀ ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଶେଷକୃତ୍ୟ ଶନିବାର କଟକ ଖାନ୍‌ନଗରସ୍ଥିତ ଶ୍ମଶାନରେ ସମ୍ପନ୍ନ ହୋଇଛି। ପୁଅ ପ୍ରତ୍ୟୟ ମୁଖାଗ୍ନି...

କଟକରେ ପ୍ରଥମ କରୋନା ଆକ୍ରାନ୍ତ : ପଟାପୋଲ ଅଞ୍ଚଳ ସିଲ କଲା ସିଏମସି

କଟକ ଅଫିସ,୪। ୪- କଟକ ସହରର ପଟାପୋଲ ଅଞ୍ଚଳକୁ ସିଲ କରିଛି କଟକ ମହାନଗର ନିଗମ(ସିଏମସି )। ଶନିବାର ସନ୍ଧ୍ୟାରେ ସିଏମ୍ସି ପକ୍ଷରୁ ଏହା ଘୋଷଣା...

ଜିଲା ପରିଷଦ ଅନୁଦାନ ଦେଇ ଫେରାଇ ନେଲେ

ଯାଜପୁର ଟାଉନ,୨୭।୧୧(ଡି.ଏନ.ଏ.): ଯାଜପୁର ଟାଉନ ସର୍କିଟ ହାଉସ ସଭାଗୃହରେ ୫ମ ଜିଲା ପରିଷଦର ତ୍ରୟୋଦଶ ତଥା ଶେଷ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଛି। ଜିଲାପରିଷଦ ସଭାପତି...

ଜେଇଇ ମେନ୍‌ ଚତୁର୍ଥ ପର୍ଯ୍ୟାୟ ଘୁଞ୍ଚିଲା: ୨୦ ପର୍ଯ୍ୟନ୍ତ ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୧୬।୭(ବ୍ୟୁରୋ): ନ୍ୟାଶନାଲ୍‌ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଦ୍ୱାରା ପରିଚାଳିତ ଜେଇଇ ମେନ୍‌ ୨୦୨୧ର ଚତୁର୍ଥ ପର୍ଯ୍ୟାୟ ପରୀକ୍ଷା ଘୁଞ୍ଚାଇ ଦିଆଯାଇଛି। ଜୁଲାଇ ୨୭ରୁ ଅଗଷ୍ଟ ୨...

ପରଲୋକରେ ବିଶିଷ୍ଟ ଶିକ୍ଷାବିତ୍‌ ବିଜୟ ସାହୁ: ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୬(ବ୍ୟୁରୋ): ପରଲୋକରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଉପଦେଷ୍ଟା ତଥା ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ଚେୟାରମ୍ୟାନ୍‌ ବିଜୟ ସାହୁ। ହାଇଦ୍ରାବାଦର ଏକ ଘରୋଇ ଡାକ୍ତରଖାନାରେ ତାଙ୍କର ଦେହାନ୍ତ...

Advertisement
Archives

Model This Week