ନବୀନଙ୍କ ଜନ୍ମଦିନରେ ରକ୍ତଦାନ କଲେ ବିଜେଡି କର୍ମୀ

କେନ୍ଦୁଝର,୧୬।୧୦(ସ୍ବ.ପ୍ର.) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ୭୩ ତମ ଜନ୍ମ ଦିବସ ଉପଲକ୍ଷେ କେନ୍ଦୁଝର ଜିଲା ବିଜେଡି ପକ୍ଷରୁ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ବୁଧବାର ସ୍ଥାନୀୟ ପୌରପାଳିକା କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଏମ୍‌ପି ଚନ୍ଦ୍ରାଣୀ ମୁର୍ମୁ, ଜିଲା ପରିଷଦ ଅଧ୍ୟକ୍ଷ କମଳିନୀ ପାତ୍ର, ଯୁବ ସଭାପତି ସୌମ୍ୟ ଶଙ୍କର ଚକ୍ର, ମିନା ମାଝି, ମାଧବ ସର୍ଦ୍ଦାର, ଆଶିଷ ଆଚାର୍ଯ୍ୟଙ୍କ ସମେତ ଦଳୀୟ କର୍ମୀମାନେ ରକ୍ତଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଗଦିରେ ଶୋଉଥିଲେ ITDA ଯନ୍ତ୍ରୀ, ଏତିକି ନଗଦ ଟଙ୍କା ସହ ଗିରଫ କଲା ଭିଜିଲାନ୍ସ

ବାଲିଗୁଡ଼ା,୭ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ITDA ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା ଗିରଫ ହୋଇଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଯନ୍ତ୍ରୀଙ୍କୁ…

ଘରେ ଦାଦନ ଖଟିବାକୁ ଯାଉଛି କହି ବାହାରିଥିଲେ ଶବ ହୋଇ ଫେରିଲେ: କାନ୍ଦ ବୋବାଳିରେ ଫାଟିପଡ଼ୁଛି ଗାଁ ଦାଣ୍ଡ

ଦିଗପହଣ୍ଡି,୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମ ପଶ୍ଚିମ ସାହି ର କେଦାର ଜେନା ଙ୍କ ସାନ ପୁଅ ସାଗର…

ଭାରତର ଜନ୍ମହାର ଫିନଲ୍ୟାଣ୍ଡଠାରୁ ମଧ୍ୟ ତଳେ! ୧୦ ବର୍ଷ ମଧ୍ୟରେ ରେକର୍ଡ ହ୍ରାସ; ଚିନ୍ତା ପ୍ରକଟ କଲେ ଏଲୋନ ମସ୍କ

ନୂଆଦିଲ୍ଲୀ,୭।୬: ବିଶ୍ୱର ପ୍ରମୁଖ ଶିଳ୍ପପତିଙ୍କ ମଧ୍ୟରୁ ଜଣେ ଏଲୋନ ମସ୍କ ଭାରତର ଜନ୍ମହାର ହ୍ରାସ ଉପରେ ଚିନ୍ତା ପ୍ରକାଶ କରିଛନ୍ତି। ସ୍ପେସଏକ୍ସର ସିଇଓ ଏଲୋନ ମସ୍କ କହିଛନ୍ତି…

ବିଲରେ ଚରୁଥିବାବେଳେ ମଇଁଷିପଲଙ୍କ ଉପରେ ବଜ୍ରପାତ, ଚାଲିଗଲା ଜଗୁଆଳଙ୍କ ସହ…

ମହାକାଳପଡ଼ା,୭ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତେରଗାଁ ପଞ୍ଚାୟତ ଘୋଡ଼ାବନ୍ଧ ଗ୍ରାମରେ ଶନିବାର ଅପରାହ୍ନରେ ମଇଁଷିପଲ ଚରୁଥିବା ବେଳେ ତାଙ୍କ ଉପରେ ବଜ୍ରପାତ…

ପୁଣି ମଧ୍ୟସ୍ଥତା କରିବାକୁ ତେହରାନ ପହଞ୍ଚିଲା ପାକିସ୍ତାନ! ଶେହବାଜ-ମୁନିର ପଠାଇଛନ୍ତି ବାର୍ତ୍ତା

ତେହରାନ,୭।୬: ପାକିସ୍ତାନର ଗୃହମନ୍ତ୍ରୀ ମୋହସିନ ନକଭି ପୁଣି ଥରେ ତେହରାନରେ ପହଞ୍ଚିଛନ୍ତି। ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଏବଂ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କ ବାର୍ତ୍ତା ଦେବା…

ବାଘଛାଲ କିଣାବିକା ନେଇ ଚାଲିଥିଲା ଡିଲ୍‌ ମାଡ଼ିବସିଲା ପୋଲିସ: ଛାଲ ଜବତ, ୮ ଗିରଫ

କଲ୍ୟାଣସିଂହପୁର,୭।୬ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ରେଞ୍ଜ ଅଧୀନ ରିଭଲକଣାରେ ବାଘଛାଲ କିଣାବିକା ନେଇ ଡିଲ୍‌ ଚାଲିଥିବାବେଳେ ବନ ବିଭାଗ ସେଠାରେ ପହଞ୍ଚତ୍ ତାହାକୁ…

ଲିଖିତ ପ୍ରତିଶ୍ରୁତି ଦେଇ ହଟହଟା ହେଲେ ଯନ୍ତ୍ରୀ: ଥାନାରେ ନ ଥିବା ଦେଖି ତାତିଲେ ଅଞ୍ଚଳବାସୀ

ତୁମୁଡିବନ୍ଧ,୭।୬(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ଅଞ୍ଚଳରେ ମେ ୨୯ ତାରିଖ ଶନିବାର ହୋଇଥିବା କାଳବୈଶାଖୀର ତାଣ୍ଡବରେ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବଡ଼…

କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ: ୫ ଜଣଙ୍କୁୁ କାବୁ କରିନେଲା ପୋଲିସ

ବଲାଙ୍ଗୀର, ୭।୬ (ସୁନିଲ କୁମାର ମହାନ୍ତି): ଏକ କାର ଭିତରୁ ୮୮୦ ବୋତଲ କଫ ସିରଫ ଜବତ ହୋଇଛି। ଘଟଣାରେ ବଲାଙ୍ଗୀର ଟାଉନ ଥାନା ପୋଲିସ ପାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri