ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ: ଜଣଙ୍କ ପରେ ଜଣେ ବିଧାୟକଙ୍କ ପାଖକୁ ଯାଉଛି ଫୋନ୍‌ କଲ୍‌

ଭୁବନେଶ୍ୱର,୨୮।୫(ବ୍ୟୁରୋ): ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ମନ୍ତ୍ରୀପଦ ପାଇଁ ପକ୍ରିୟା ଆରମ୍ଭ ହୋଇଯାଇଛି। ଏଥିପାଇଁ ମଙ୍ଗଳବାର ସଂନ୍ଧ୍ୟାରେ ନବ ନିର୍ବାଚିତ କିଛି ବିଧାୟକଙ୍କ ପାଖକୁ ଫୋନ୍‌ କଲ୍‌ ଯାଇଛି। ଖବର ଲେଖାଯିବା ପର୍ଯ୍ୟନ୍ତ ନିମାପଡ଼ା ବିଧାୟକ ସମୀର ଦାଶ, ମାହାଙ୍ଗା ବିଧାୟକ ପ୍ରତାପ ଜେନା, ଭଟଲୀ ବିଧାୟକ ସୁଶାନ୍ତ ସିଂ, ଭୁବନେଶ୍ୱର ଏକାମ୍ର କ୍ଷେତ୍ର ଅଶୋକ ପଣ୍ଡା ଓ ଟିଟଲାଗଡ଼ ବିଧାୟିକା ଟୁକୁନି ସାହୁ, ଝାରସୁଗୁଡ଼ା ବିଧାୟକ ନବ ଦାସ, ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଭଞ୍ଜନଗର ବିଧାୟକ ବିକ୍ରମ କେଶରୀ ଆରୁଖ, ସିମୁଳିଆ ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ,ଜୁନାଗଡ଼ ବିଧାୟକ ଦିବ୍ୟଶଙ୍କର ମିଶ୍ରଙ୍କ ନିକଟକୁ ଫୋନ୍‌ କଲ୍‌ ଯାଇଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ବୁଧବାର ପଞ୍ଚମ ଥର ଲାଗି ଓଡ଼ିଶାର ମୁଖ୍ୟମନ୍ତ୍ରୀ ଭାବେ ନବୀନ ଶପଥ ଗ୍ରହଣ କରିବେ। ଏ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଶପଥ ଗ୍ରହଣ ଉତ୍ସବ ଲାଗି ବ୍ୟାପକ ପ୍ରସ୍ତୁତି କରାଯାଉଛି। ପୂର୍ବାହ୍ନ ୧୦ଟା ୩୦ ମିନିଟ୍‌ରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜନୈତିକ ଦଳ, ଶିକ୍ଷକ ସଂଗଠନ, ମହିଳା ସ୍ବୟଂସହାୟକ ସଂସ୍ଥା, କୃଷକ ସଂଗଠନଗୁଡ଼ିକୁ ଯୋଗଦେବା ଲାଗି ନିମନ୍ତ୍ରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ କଲେଜରେ ଆନ୍ତର୍ଜାତୀୟ ଯୋଗ ଦିବସ

ଗଞ୍ଜାମ, ୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ କଲେଜ ପରିସରରେ ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥିଲା। କଲେଜର ଅଧ୍ୟକ୍ଷା ଡ଼. ସ୍ମରଣିକା ହୋତାଙ୍କ ସମେତ ୮୦ରୁ…

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦିନିକିଆ ଦଳ ଘୋଷଣା: ବିରାଟଙ୍କ ପ୍ରତ୍ୟାବର୍ତ୍ତନ, ଯଶସ୍ୱୀ ବାଦ୍

ନୂଆଦିଲ୍ଲୀ,୨୧।୬: ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ରବିବାର, ୨୧ ଜୁନ୍‌ରେ ୧୫ ଜଣିଆ ଭାରତୀୟ ଦିନିକିଆ (ODI) ଦଳ ଘୋଷଣା କରିଛି।…

ଦିଗପହଣ୍ଡି ମିନି ଷ୍ଟାଡିୟମରେ ଅନ୍ତର୍ଜାତୀୟ ଯୋଗ ଦିବସରେ ଯୋଗଦେଲେ ବିଧାୟକ ସିଦ୍ଧାନ୍ତ     

ଦିଗପହଣ୍ଡି,୨୧|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟମରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ସ୍ଥାନୀୟ ଏନଏସି ପ୍ରଶାସନ ପକ୍ଷରୁ ଆୟୋଜିତ…

ଯୋଗ ଦିବସ,ସୁସ୍ଥ ରହିବା ପାଇଁ ଯୋଗ ନିହାତି ଆବଶ୍ୟକ : ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ

ଭଞ୍ଜନଗର, ୨୧।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗରସ୍ଥିତ ବେଲେଶ୍ୱର ପୀଠରେ ରବିବାର ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ…

ପୁଣି ବନ୍ଦ ହେଲା ହର୍ମୁଜ ପ୍ରଣାଳୀ, IRGC ଘୋଷଣା ପୂର୍ବରୁ କେତେ ଭାରତୀୟ ଜାହାଜ ବାହାରିଛି? ଚମକାଇ ଦେବ ସଂଖ୍ୟା

ତେହରାନ,୨୧।୬: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଶନିବାର (ଜୁନ ୨୦, ୨୦୨୬) ତିନୋଟି ଭାରତୀୟ ଅଶୋଧିତ ତୈଳ ସୁପରଟ୍ୟାଙ୍କର୍‌ ସୁରକ୍ଷିତ ଭାବରେ ହର୍ମୁଜ ପ୍ରଣାଳୀ ପାର କରିଛନ୍ତି।…

କ୍ରିକେଟ ଇତିହାସରେ ଭାରତ ପାଇଁ ଦ୍ରୁତତମ ଅର୍ଦ୍ଧଶତକ: ଯୁବରାଜ ସିଂହଙ୍କୁ ପଛରେ ପକାଇଲେ ବୈଭବ ସୂର୍ଯ୍ୟବଂଶୀ

ନୂଆଦିଲ୍ଲୀ,୨୧।୬: ରବିବାର ତ୍ରି-ସିରିଜ ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ୨୯ ବଲ ରୁ ୯୪ ରନ କରିଥିଲେ। ଯଦିଓ ଏହି ମ୍ୟାଚ ରେ ୧୫ ବର୍ଷୀୟ ଖେଳାଳି ଶତକରୁ…

ବଲାଙ୍ଗୀରରେ ଆନ୍ତର୍ଜାତୀୟ ଯୋଗ ଦିବସ

ବଲାଙ୍ଗୀର, ୨୧/୬ (ସୁନିଲ କୁମାର ମହାନ୍ତି): ରବିବାର ଆନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ବଲାଙ୍ଗୀର ଜିଲାର ବିଭିନ୍ନ ସ୍କୁଲ, କଲେଜ, ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ…

ରକ୍ତଦାନ ମହତଦାନ: କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ…

ଭଞ୍ଜନଗର, ୨୧/୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରର କବି ସମ୍ରାଟ ମିଡିଆ କ୍ଲବ୍ ପକ୍ଷରୁ ରବିବାର ସ୍ଥାନୀୟ ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ କକ୍ଷରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri