ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ..

ଭୁବନେଶ୍ୱର,୨୯।୫(ବ୍ୟୁରୋ): ପଞ୍ଚମ ପାଳିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ବୁଧବାର ସ୍ଥାନୀୟ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଶପଥ ଗ୍ରହଣ ଉତ୍ସବରେ ପଞ୍ଚମ ଥର ଲାଗି ସେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହାପରେ ନବୀନ ନୂତନ ମନ୍ତ୍ରୀମଣ୍ଡଳର ୨୦ ମନ୍ତ୍ରୀଙ୍କୁ ବିଭିନ୍ନ ଦାୟିତ୍ୱ ବଣ୍ଟନ କରିଛନ୍ତି। ଜାଣନ୍ତୁ କାହାକୁ ମିଳିଛି କେଉଁ ଦାୟିତ୍ୱ….

କ୍ୟାବିନେଟ୍‌ ପାହ୍ୟା:
-ନବୀନ ପଟ୍ଟନାୟକ: ଗୃହ, ସାଧାରଣ ପ୍ରଶାସନ, ସାଧାରଣ ଅଭିଯୋଗ ଏବଂ ବଣ୍ଟନ ହୋଇ ନ ଥିବା ଅନ୍ୟାନ୍ୟ ବିଭାଗ
-ରଣେନ୍ଦ୍ର ପ୍ରତାପ ସ୍ବାଇଁ: ଖାଦ୍ୟ, ଯୋଗାଣ, ସମବାୟ ବିଭାଗ
-ବିକ୍ରମ କେଶରୀ ଆରୁଖ: ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ବିଭାଗ
-ପ୍ରଫୁଲ୍ଲ ମଲ୍ଲିକ: ଖଣି ଓ ଇସ୍ପାତ, ପୂର୍ତ୍ତ ବିଭାଗ, ଗୃହ ବିଭାଗର ରାଷ୍ଟ୍ର ପାହ୍ୟା
-ନିରଞ୍ଜନ ପୂଜାରୀ: ଅର୍ଥ ଓ ଅବକାରୀ ବିଭାଗ
-ପଦ୍ମନାଭ ବେହେରା: ବାଣିଜ୍ୟ ଓ ପରିବହନ ବିଭାଗ, ଯୋଜନା ଓ ସଂଯୋଜନା ବିଭାଗ
-ପ୍ରତାପ ଜେନା: ପଞ୍ଚାୟତିରାଜ, ଆଇନ ଓ ନଗର ଉନ୍ନୟନ ବିଭାଗ
-ଅରୁଣ କୁମାର ସାହୁ: କୃଷି, ମତ୍ସ ଓ ପଶୁ ସମ୍ପଦ ଏବଂ ଉଚ୍ଚଶିକ୍ଷା ବିଭାଗ
-ସୁଦାମ ମାର୍ଣ୍ଡି: ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ
-ସୁଶାନ୍ତ ସିଂହ: ଗ୍ରାମ୍ୟ ଉନ୍ନୟନ ଓ ଶ୍ରମ ବିଭାଗ
-ନବ କିଶୋର ଦାସ: ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ
-ଟୁକୁନି ସାହୁ: ମହିଳା ଓ ଶିଶୁ କଲ୍ୟାଣ ବିଭାଗ

ରାଷ୍ଟ୍ରପାହ୍ୟା:
-ଦିବ୍ୟଶଙ୍କର ମିଶ୍ର: ଶକ୍ତି, ଶିଳ୍ପ, ସୁକ୍ଷ୍ମ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ
-ତୁଷାରକାନ୍ତି ବେହେରା: ଆଇଟି, କ୍ରୀଡ଼ା ଓ ଯୁବ ବ୍ୟାପାର
-ପଦ୍ମିନୀ ଦିଆନ: ହସ୍ତତନ୍ତ, ହସ୍ତଶିଳ୍ପ ଓ ବୟନ ଶିଳ୍ପ ବିଭାଗ
-ରଘୁନନ୍ଦନ ଦାଶ: ଜଳ ସମ୍ପଦ, ସୂଚନା ଓ ଲୋକ ସମ୍ପର୍କ ବିଭାଗ
-ସମୀର ରଞ୍ଜନ ଦାଶ: ସ୍କୁଲ ଓ ଗଣଶିକ୍ଷା ବିଭାଗ
-ଜଗନ୍ନାଥ ସାରକା: ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ
-ଅଶୋକ ଚନ୍ଦ୍ର ପଣ୍ଡା: ବିଜ୍ଞାନ ଓ ପ୍ରଯୁକ୍ତି , ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଏବଂ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ
–ଜ୍ୟୋତି ପ୍ରକାଶ ପାଣିଗ୍ରାହୀ: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ଏବଂ ପର୍ଯ୍ୟଟନ ବିଭାଗ
-ପ୍ରେମାନନ୍ଦ ନାୟକ: ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ


Enter your email to get our daily news in your inbox.

All Right Reserved By Dharitri.Com

VIDEO:ଷ୍ଟେଟ ଅଫ୍ ହର୍ମୁଜରେ ଇରାନର ବଡ଼ ଆକ୍ରମଣ, F-୧୫ ଫାଇଟର ଜେଟକୁ ଖସାଇ ଦେଇଥିବା ଦାବି

ନୂଆଦିଲ୍ଲୀ,୨୨।୩: ଇରାନ ପୁଣିଥରେ ଇସ୍ରାଏଲ ଏବଂ ଆମେରିକାକୁ ଏକ ବଡ଼ ଝଟକା ଦେଇଛି । ଏକ ଇରାନୀ କ୍ଷେପଣାସ୍ତ୍ର ହର୍ମୁଜ୍ ଷ୍ଟ୍ରେଟରେ ଶତ୍ରୁପକ୍ଷର ଏକ F-୧୫ ଲଢ଼ୁଆ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

Israel US Iran War: କାତାରରେ କ୍ରାଶ ହେଲା ହେଲିକପ୍ଟର, ୬ ମୃତ

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ ଏକ କାତାରର ମିଲିଟ୍ରି ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ଦିନ କାତାର ସରକାର ନିଶ୍ଚିତ…

ଚମଡା ଡିଲ ବେଳେ ମାଡ଼ିବସିଲା ବନବିଭାଗ: ୨ ଅଟକ …

ବାରିପଦା, ୨୨।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ବନଖଣ୍ଡ ଅଞ୍ଚଳରେ କଳାବାଘ (ମିଲେନିଷ୍ଟିକ) ଛାଲ ଡିଲ ବେଳେ ବନବଭାଗ ଚଢାଉ କରିଛି । ଘଟଣାରେ ୨…

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆକ୍ସନରେ ମୋଦି!

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ବିଶ୍ୱବ୍ୟାପୀ ଚିନ୍ତାକୁ ବୃଦ୍ଧି କରିଛି। ଗତ ୨୩ ଦିନ ଧରି ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଶତ୍ରୁତା ଲାଗି ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri