ନବୀନଙ୍କ ଶପଥ ଉତ୍ସବ ପୂର୍ବରୁ ଚଳଚଞ୍ଚଳ ପ୍ରଦର୍ଶନୀ ପଡ଼ିଆ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ୫ମ ଥର ଲାଗି ବିଜେଡି ସରକାର ଗଠନ କରିବାକୁ ଯାଉଛି। ତେବେ ପ୍ରଥମ ଥର ଲାଗି ରାଜଭବନ ବାହାରେ ଅର୍ଥାତ୍‌ ଭୁବନେଶ୍ୱରର ପ୍ରଦର୍ଶନୀ ପଡ଼ିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ତାଙ୍କ ୨୦ ଜଣିଆ ମନ୍ତ୍ରୀମଣ୍ଡଳ ଶପଥ ନେବେ। ତେବେ ନବୀନଙ୍କ ଏହି ଶପଥ ସମାରୋହ ଲାଗି କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରାଜ୍ୟପାଳ ଗଣେଶୀ ଲାଲ ସାଢ଼େ ୧୦ଟାରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ। ପ୍ରଦର୍ଶନୀ ପଡ଼ିଆରେ ୩୦ ପ୍ଲାଟୁନ ଫୋର୍ସ ସହ ୧୦୦ ଅଫିସର ମୁତୟନ ହୋଇଛନ୍ତି। ପ୍ରଦର୍ଶନୀ ପଡ଼ିଆ ଚଳଚଞ୍ଚଳ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ସହରରୁ ୯୩ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୫।୧୦-କଟକ ସହରରୁ ସୋମବାର ମୋଟ ୯୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୪୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୬...

ଆକର୍ଷଣ ପାଲଟିଛି ତନ୍ମୟୀଙ୍କ ଇକୋ ଫ୍ରେଣ୍ଡଲି ରାଖୀ

ବାଲେଶ୍ୱର ଅଫିସ,୧୯।୭ ଆଗକୁ ଆସୁଛି ରାଖୀ ପୂର୍ଣ୍ଣିମା। ଇକୋ ଫ୍ରେଣ୍ଡଲି ରାଖୀ ତିଆରି କରି ଚର୍ଚ୍ଚାର ପରିସରକୁ ଆସିଛନ୍ତି ବାଲେଶ୍ୱର ଚାରୁ ଓ କାରୁକଳା ମହାବିଦ୍ୟାଳୟ...

କମୁଛି ଜଳକା : ଦୁର୍ଦ୍ଦଶାରେ ୪୧ ଗାଁ ବାସିନ୍ଦା

ବସ୍ତା/ରୂପ୍‌ସା, ୨୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲାରେ ଲଗାଣ ବର୍ଷା ଯୋଗୁ ଜଳକା ନଦୀରେ ବୁଧବାର ଭୟଙ୍କର ବନ୍ୟା ପରିସ୍ଥିତି ଦେଖାଦେଇଥିଲା। ଗୁରୁବାର ଜଳସ୍ତର ବିପଦସଂକେତ ଉପରେ ପ୍ରବାହିତ ହେଉଥିଲେ...

ସବୁ ଜିଲାରେ ହେବ ବିକ୍ଷୋଭ

ଭୁବନେଶ୍ବର,୧୯।୧୧(ବ୍ୟୁରୋ): ଚାଷୀଙ୍କ ଆୟ ଦ୍ୱିଗୁଣିତ କରିବା ପାଇଁ କେନ୍ଦ୍ରରେ ମୋଦି ସରକାର ପ୍ରତିଶ୍ରୁତିବଦ୍ଧ। କେନ୍ଦ୍ର ସରକାର ଚାଷ ଓ ଚାଷୀଙ୍କ ସମସ୍ୟା ଦୂରୀକରଣ ପାଇଁ ଗତ...

ଚିତ୍ରକୋଣ୍ଡା ଏସ୍‌ଡିପିଓଙ୍କୁ ନେଇ ହୁଲସ୍ତୁଲ ହେଲା ବିଧାନସଭା

ଭୁବନେଶ୍ୱର,୧୩।୭(ବ୍ୟୁରୋ): ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ୱିବେଦୀଙ୍କୁ ନେଇ ବିଧାନସଭା ହୁଲସ୍ତୁଲ। ଜୁନ ୫ ତାରିଖ ରାତିରେ ଚିତ୍ରକୋଣ୍ଡା ଏସ୍‌ଡିପିଓ ଅଂଶୁମାନ ଦ୍ୱିବେଦୀ କୌଣସି ମହିଳା ପୋଲିସଙ୍କୁ...

ଆଜିଠାରୁ ଓଜେଇଇ ଆବେଦନ

ଭୁବନେଶ୍ୱର,୧୦।୨(ବ୍ୟୁରୋ):ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୩ ଲାଗି ଶୁକ୍ରବାରଠାରୁ ଅନ୍‌ଲାଇନ୍‌ ଆବେଦନ ଆରମ୍ଭ ହେବ। ଏହା ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ଚାଲିବ। ତେବେ ଓଜେଇଇ...

ମାଛ ମାରିବା ବେଳେ ୫ ଆହତ ଘଟଣା:ରାତିଅଧିଆ ଏସ୍‌ଡିପିଓଙ୍କ ତଦନ୍ତ

ଅନୁଗୋଳ ଅଫିସ, ୧୫।୧୨ ଅନୁଗୋଳ ଥାନା ପଣ୍ଡପୁର ଗ୍ରାମ ନିକଟ ବଉଳୀ ଜୋରକୁ ଶୁକ୍ରବାର ମାଛ ମାରିବାକୁ ଯାଇ ୫ ଜଣ ଆହତ ହେବା ଘଟଣାର...

୭ରୁ ଧଉଳି-କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର,୧।୨(ବ୍ୟୁରୋ): କଳିଙ୍ଗ ବୀରମାନଙ୍କ ବୀରତ୍ୱର ଗାଥାକୁ ମନେପକାଇ ଶାନ୍ତିସ୍ତୂପ ଧଉଳି ପାହାଡ଼ର ପାଦ ଦେଶରେ ଅନୁଷ୍ଠିତ ହେବ ୧୬ତମ ଧଉଳି-କଳିଙ୍ଗ ମହୋତ୍ସବ। ଆସନ୍ତା ଫେବୃୟାରୀ ୭ରୁ...

Advertisement
Archives

Model This Week