ନବୀନ@୭୪: ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ଜଣାଇଲେ ଶୁଭେଚ୍ଛା

ଭୁବନେଶ୍ୱର,୧୬।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୁଧବାର ଜନ୍ମଦିନ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନବୀନଙ୍କୁ ଟୁଇଟ୍‌ କରି ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ଉଭୟ ଓଡ଼ିଆ ଏବଂ ଇଂରାଜୀରେ ଟୁଇଟ୍‌ କରି ସେ କହିଛନ୍ତି, ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଜନ୍ମଦିନର ଶୁଭେଚ୍ଛା। ତାଙ୍କର ଦୀର୍ଘ ଓ ନିରାମୟ ଜୀବନର କାମନା କରୁଛି। ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଜୀଙ୍କୁ ଜନ୍ମ ଦିନର ଶୁଭେଚ୍ଛା । ତାଙ୍କର ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି ।

ପ୍ରକାଶଯୋଗ୍ୟ, ନବୀନ ୨୦୦୦ ମସିହାରୁ ନିରବିଚ୍ଛିନ୍ନ ଭାବେ ଓଡ଼ିଶାର ଶାସନଭାର ସମ୍ଭାଳିଆସୁଛନ୍ତି। ଓଡ଼ିଶାର ସାମାଜିକ, ଅର୍ଥନୈତିକ, ସାଂସ୍କୃତିକଠାରୁ ଆରମ୍ଭ କରି କ୍ରୀଡା ପର୍ଯ୍ୟନ୍ତ ସମସ୍ତ କ୍ଷେତ୍ରରେ ନବୀନଙ୍କ ଜନମଙ୍ଗଳ ଚିନ୍ତାଧାରା ଓ ତା’ର ପ୍ରୟୋଗ ସବୁବର୍ଗଙ୍କୁ ଆକୃଷ୍ଟ କରିଚାଲିଛି। ଫଳରେ ପଞ୍ଚମ ଥର ପାଇଁ ନବୀନ ରାଜନୀତିଠାରୁ ଊର୍ଦ୍ଧ୍ୱରେ ରହି ସରକାରୀ ଅଫିସରମାନଙ୍କୁ ସିଧାସଳଖ ଜନସାଧାରଣଙ୍କ ନିମନ୍ତେ କାର୍ଯ୍ୟ କରିବାର ନୂଆ ପ୍ରଣାଳୀ ଆରମ୍ଭ କରିଛନ୍ତି। ଏସବୁକୁ ଦେଖିଲେ ବିଜେଡିରେ ସେ ଅପ୍ରତିନ୍ଦ୍ୱନ୍ଦୀ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ମହଙ୍ଗା ପଡ଼ିଲା କର୍ତ୍ତବ୍ୟରେ ଅବହେଳା: ବିଏଲ୍‌ଓ ନିଲମ୍ବିତ

ଗଜପତ/ମୋହନା,୪।୪(ଗିରିଧାରୀ ପରିଛା/ମନ୍ମଥ ମିଶ୍ର): ଗଜପତି ଜିଲା ୧୩୭-ପାରଳାଖେମୁଣ୍ଡି ବିଧାନସଭାର କାଶୀନଗର ବ୍ଲକ ଅନ୍ତର୍ଗତ ଭୋଟଗ୍ରହଣ କେନ୍ଦ୍ରର ବୁଥସ୍ତରୀୟ ଅଧିକାରୀ ଦାୟିତ୍ୱରେ ଥିବା ସହକାରୀ ଶିକ୍ଷକଙ୍କୁ ଜିଲା ନିର୍ବାଚନ…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ଇସ୍ତଫା ଦେଲେ ପେଣ୍ଡିଲି ସରପଞ୍ଚ, କାରଣ କହିଲେ…

ଗୁଡାରି,୪।୪(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ସରପଞ୍ଚ ରେଣୁକା ଶବର ନିଜ ପଦବୀରୁ ଶନିବାର ଅପରାହ୍ନରେ ଇସ୍ତଫା ଦେଇଛନ୍ତି। ସେ ନିଜ ଇସ୍ତଫା…

ପୁରୀ ବିମାନବନ୍ଦର ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଭକ୍ତ, କହିଲେ…

ଭୁବନେଶ୍ୱର,୪ା୪: ପୁରୀ ବିମାନବନ୍ଦର ପାଇଁ ଜଙ୍ଗଲ ଜମି ଅନୁମତି ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ପିସିସି ସଭାପତି ଭକ୍ତ ଶନିବାର ଗଣମାଧ୍ୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri