Posted inଜାତୀୟ

ନଭି ମୁମ୍ବାଇର ସୁଉଚ୍ଚ ଅଟ୍ଟାଳିକାରେ ଲାଗିଲା ନିଆଁ

ମୁମ୍ବାଇ,୮।୨: ନଭି ମୁମ୍ବାଇର ସେକ୍ଟର ୪୪ରେ ନେରୁଲ ସିଉଡ୍ସରେ ଥିବା ଏକ ଆପାର୍ଟମେଣ୍ଟରେ ଶନିବାର ସକାଳୁ ନିଆଁ ଲାଗିଯାଇଛି। ଖବର ପାଇ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ଆପାର୍ଟମେଣ୍ଟର ଉପର ମହଲାରେ ନିଆଁ ଲାଗିଥିବା ବେଳେ ଘଟଣାସ୍ଥଳରେ ୫ ଦମକଳ ବାହିନୀ ପହଞ୍ଚିଛନ୍ତି। ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନ ଥିବା ବେଳେ ଏଥିରେ କେହି ହତାହତ ହୋଇ ନ ଥିବା ନେଇ ମଧ୍ୟ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଦିଲ୍ଲୀରେ ଫୁଟିଲା ଗୁଳି

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ମତଦାନର ଦିନକ ପୂର୍ବରୁ ସ୍ଥନୀୟ ଅଞ୍ଚଳରେ ଫୁଟିଲା ଗୁଳ। ଶୁକ୍ରବାର ଉତ୍ତର ପୂର୍ବ ଦିଲ୍ଲୀର ଜାଫରାବାଦ ଅଞ୍ଚଳରେ ୨ଜଣ...

କରୋନା ଯୋଦ୍ଧାଙ୍କୁ ଅସମ୍ମାନ: ସଂକ୍ରମିତ ଡାକ୍ତରଙ୍କ ମୃତଦେହକୁ କବର ଦେବାକୁ ବିରୋଧ କଲେ ଲୋକେ

ଚେନ୍ନାଇ,୨୧।୪: ସାରା ବିଶ୍ୱ ଏବେ ଲଢୁଛି ଅଦୃଶ୍ୟ ଯୁଦ୍ଧରେ। ଆଉ ଏହାର ଯୋଦ୍ଧା ସାଜିଛନ୍ତି ଦ୍ୱିତୀୟ ଈଶ୍ୱର କୁହାଯାଉଥିବା ଡାକ୍ତର। ହେଲେ ଯେତେବେଳେ ଏହି ଯୋଦ୍ଧାଙ୍କ...

ଏହି ସଙ୍ଗୀତକାରଙ୍କ ଗୀତ ଶୁଣିବାକୁ ପାଗଳ ଥିଲେ ବାଜପେୟୀ

ମୁମ୍ବାଇ, ୧୬।୮:ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ କଳାରେ ଥିଲା ତାଙ୍କର ପ୍ରଗାଢ ରୁଚି। ଟିକେ ତାଙ୍କୁ ସମୟ ମିଳିଲେ କବିତା, ଗଳ୍ପ କିମ୍ବା...

କେନ୍ଦ୍ରରୁ ୟୁପିକୁ ଫେରିବେ ୨ ସଚିବ

ନୂଆଦିଲ୍ଲୀ,୭ା୨: କେନ୍ଦ୍ର କୃଷି ସଚିବ ସଞ୍ଜୟ ଅଗ୍ରଓ୍ବାଲ ଓ ଶକ୍ତି ସଚିବ ଆଲୋକ କୁମାରଙ୍କୁ ଖୁବ୍‌ଶୀଘ୍ର ସେମାନଙ୍କ କ୍ୟାଡର ରାଜ୍ୟ ଉତ୍ତର ପ୍ରଦେଶକୁ ଫେରାଇ ନିଆଯାଇପାରେ।...

ମୁମ୍ବାଇର ଓ୍ବୋକାର୍ଡ ହସ୍ପିଟାଲରେ ୩ଡାକ୍ତରଙ୍କ ସମେତ ୫୪ଜଣ ନର୍ସିଂ ଷ୍ଟାଫ୍‌ କରୋନା ପଜିଟିଭ୍‌

ମୁମ୍ବାଇ,୭।୪: ଦେଶରେ କରୋନା ଭାଇରସ୍‌ ସଂକ୍ରମଣରେ ଅତ୍ୟଧିକ ପ୍ରଭାବିତ ହୋଇଛି ମୁମ୍ବାଇ। କରୋନା କବଳରୁ ଏବେ ମୁମ୍ବାଇର ହସ୍ପିଟାଲ ମଧ୍ୟ ବର୍ତ୍ତି ପାରିନାହିଁ। ମୁମ୍ବାଇର ପ୍ରସିଦ୍ଧ...

ବାୟୁସେନା କର୍ମଚାରୀଙ୍କୁ ଜାଇକା ସଂକ୍ରମଣ ଭୟ

କାନପୁର, ୩୦।୧୦: ଉତ୍ତରପ୍ରଦେଶର ପୋଖରପୁରରେ ଜାଇକା ଭୂତାଣୁ ଚିହ୍ନଟ ହୋଇଛି। ଏନେଇ ଦିଲ୍ଲୀ ଏବଂ ଲକ୍ଷ୍ନୌରୁ ଡାକ୍ତରୀ ଟିମ୍‌ ଯାଇ ଉକ୍ତ ଅଞ୍ଚଳର ୩ କି.ମି...

ଲକ୍ଷ୍ନୌରୁ ୨ ଆତଙ୍କବାଦୀ ଗିରଫ ହେବା ପରେ ମଧ୍ୟପ୍ରଦେଶରେ ରେଡ ଆଲର୍ଟ

ଭୋପାଳ,୧୨ ।୭: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌ ବାହାରେ ଅଲ କାଏଦା ସଙ୍ଗଠନର ୨ ଆତଙ୍କବାଦୀ ଗିରଫ ହେବା ପରେ ଏହାକୁ ଗମ୍ଭିରତାର ସହ ନେଇଛନ୍ତି ମଧ୍ୟପ୍ରଦେଶ...

ଗଗନୟାନ ମିଶନ: ବ୍ୟୋମମିତ୍ରା ମାନବ ରୋବୋର ଭିଡ଼ିଓ ଜାରି କଲା ଇସ୍ରୋ

ବେଙ୍ଗାଲୁରୁ,୨୨।୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ପକ୍ଷରୁ ୨୦୨୨ରେ ଗଗନୟାନ ମିଶନ କରାଯିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏହା ପୂର୍ବରୁ ମାନବ ରୋବୋ ବ୍ୟୋମମିତ୍ରାକୁ...

Advertisement
Archives

Model This Week