ନଭେମ୍ବର ଦ୍ୱିତୀୟ ସପ୍ତାହରେ ଓଟିଇଟି

କଟକ ଅଫିସ, ୧୨।୧୦: ଆସନ୍ତା ନଭେମ୍ବର ଦ୍ୱିତୀୟ ସପ୍ତାହରେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦ୍ୱିତୀୟ ଅନୁଷ୍ଠିତ ହେବ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଭୁବନେଶ୍ୱର, ରାଉରକେଲା, କଟକ, ବ୍ରହ୍ମପୁର ସହର ଭଳି ସମସ୍ତ ଜିଲା ମୁଖ୍ୟାଳୟରେ ପରୀକ୍ଷା କେନ୍ଦ୍ର କରାଯିବ। ଆସନ୍ତା ୧୪ ତାରିଖ ସୁଦ୍ଧା ପରୀକ୍ଷା କେନ୍ଦ୍ରଗୁଡିକର ତାଲିକା ପ୍ରଦାନ କରିବାକୁ ବୋର୍ଡ ପକ୍ଷରୁ ରାଜ୍ୟର ସମସ୍ତ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ପରାମର୍ଶ ଦିଆଯାଇଛି। ପରୀକ୍ଷାର୍ଥୀଙ୍କ ବସିବା ପାଇଁ ଉପଯୁକ୍ତ ବ୍ୟବସ୍ଥା ସହ ଆବଶ୍ୟକ ଭିତ୍ତିଭୂମି ଥିବା କଲେଜ ଓ ଘରୋଇ ସ୍କୁଲଗୁଡିକୁ ପରୀକ୍ଷା କେନ୍ଦ୍ର କରାଯିବ। ଏହି ସ୍କୁଲର ତାଲିକା ଦେବାକୁ ଡିଇଓଙ୍କୁ କୁହାଯାଇଛି। ଉକ୍ତ ପରୀକ୍ଷା ପାଇଁ ଆସନ୍ତା ୧୯ ତାରିଖ ମଧ୍ୟରେ ପରୀକ୍ଷାର୍ଥୀମାନେ ଆବେଦନ କରିପାରିବେ। ୨ଟି ପେପରରେ ପରୀକ୍ଷାର୍ଥୀମାନେ ପରୀକ୍ଷା ଦେବେ। ପେପର-୧ ନିମନ୍ତେ ୧୫୦ ମାର୍କ ରହିଥିବାବେଳେ ପେପର-୨ ଲାଗି ୯୦ ମାର୍କ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଯୁବକଙ୍କ ନାଁରେ ମାମଲା

ବ୍ରହ୍ମପୁର ଅଫିସ,୨୮ା୨: କନଷ୍ଟେବଲ ଲିଖିତ ପରୀକ୍ଷା ବେଳେ ନକଲି ପ୍ରଶ୍ନପତ୍ର ଭାଇରାଲ କରିଥିବା ୨ ଯୁବକଙ୍କ ନାଁରେ ବ୍ରହ୍ମପୁର ସାଇବର ଥାନାରେ ସୋମବାର ମାମଲା ରୁଜୁ...

ରାଶନ ଦେବାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୨୭।୪(ବ୍ୟୁରୋ): କରୋନା ସଂକ୍ରମଣ ଜନିତ କ୍ଷତିକୁ ହ୍ରାସ କରିବା ପାଇଁ ସାରା ଦେଶରେ ଲକ୍‌ଡାଉନ ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ହିତାଧିକାରୀଙ୍କ...

ଖେଳିବାକୁ ଯାଇ ନିଖୋଜ ଥିଲେ ଛାତ୍ର, କୂଅରୁ ମିଳିଲା ମୃତଦେହ

ଖୋର୍ଦ୍ଧା ଅଫିସ,୨୨ା୧: ସୋମବାର କୂଅ ଭିତରୁ ନାବାଳକ ଛାତ୍ରଙ୍କ ମୃତଦେହ ମିଳିଛି। ଖୋର୍ଦ୍ଧା ପୁବୁସାହି ଓଲିସିଂହ ଗ୍ରାମର ୧୧ବର୍ଷ ନାବାଳକ ଦିବ୍ୟଜ୍ୟୋତି ବେହେରାଙ୍କ ମୃତଦେହ ରବିବାର...

ଆଜି ହେବ ମାଟ୍ରିକ ପରୀକ୍ଷା ଫଳ ତାରିଖ ଘୋଷଣା

କଟକ ଅଫିସ,୧୬।୫: ଆଜି ପୂର୍ବାହ୍ନ ସାଢେ ୧୧ଟା ବେଳେ ମାଟ୍ରିକ ପରୀକ୍ଷା ଫଳ ତାରିଖ ଘୋଷଣା ହେବ। ଏନେଇ ବୋର୍ଡର ଉପସଭାପତି ଡକ୍ଟର ନିହାର ରଞ୍ଜନ...

ଟ୍ରକ୍‌ ଭଡ଼ାକରି ନିଜ ରାଜ୍ୟକୁ ଗଲେ ଯାଯାବର

କୋରୁକୋଣ୍ଡା,୨୯ା୫(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ବାଲିମେଳା ଏନ୍‌ଏସିର ଆଞ୍ଚଳିକ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖ ପଡ଼ିଆରେ ମଧ୍ୟପ୍ରଦେଶର ୫ଟି ପରିବାରର ୨୪ ଜଣ ସଦସ୍ୟ ଯାଯାବର ଜୀବନ ବିତାଉଥିଲେ। ସେମାନେ ଲୁହା...

ଖୋଲିବ ଏନ୍‌ସିସି ଟ୍ରେନିଂ କମ୍ପ୍ଲେକ୍ସ, ୨ ବାଟାଲିୟନ

ଛତ୍ରପୁର,୭।୪(ଡି.ଏନ୍‌.ଏ):: ଗଞ୍ଜାମ ଜିଲା ବ୍ରହ୍ମପୁରରେ ଏନ୍‌ସିସି ଟ୍ରେନିଂ କମ୍ପ୍ଲେକ୍ସ, ଗ୍ରୁପ ହେଡକ୍ୱାର୍ଟର ଏବଂ ୨ ବାଟାଲିୟନ ପାଇଁ ଜମି ଚିହ୍ନଟ ବିଳମ୍ବ ହେଉଛି। ଏନେଇ ପୁଣି...

ପୋଲିସ ଛାଉଣୀରେ ଆରମ୍ଭ ହେଲା ଉଚ୍ଛେଦ ପ୍ରକ୍ରିୟା : ବଇଣ୍ଡାରେ ୩ ଦିନ ପାଇଁ ୧୪୪ ଧାରା ଜାରି

ବଇଣ୍ଡା,୧୧।୯(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ମୁଖ୍ୟ ବ୍ୟବସାୟିକ କେନ୍ଦ୍ରସ୍ଥଳୀ ବଇଣ୍ଡା ଛକରେ ଜାତୀୟ ରାଜପଥ ବିଭାଗ ଓ ପ୍ରଶାସନ ପକ୍ଷରୁ ବୁଧବାର ଉଚ୍ଛେଦ ପକ୍ରିୟା...

ମାଓବାଦୀଙ୍କ ବର୍ବରତା: ଜାଳି ଦେଲେ ୭ ଗାଡ଼ି

ମାଲକାନଗିରି,୨୬ା୪: ଛତିଶଗଡ଼ରେ ଅପରେଶନ ପ୍ରହାର-୩କୁ ବିରୋଧ କରି ମାଓବାଦୀଙ୍କ ପକ୍ଷରୁ ଏପ୍ରିଲ ୨୬ରେ ଭାରତ ବନ୍ଦ ଡାକରା ଦିଆଯାଇଥିଲା। ଏହାର ପ୍ରଭାବ ସୋମବାର ମାଲକାନଗିରି ଜିଲାରେ...

Advertisement
Archives

Model This Week