Posted inଜାତୀୟ

ନଭେମ୍ବର ୧୭ ସୁଦ୍ଧା ରାମମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ:ଭାଜପା ବିଧାୟକ

ଜୟପୁର,୭।୧୦: ଆସନ୍ତା ନଭେମ୍ବର ୧୭ ସୁଦ୍ଧା ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ ହେବ ବୋଲି ରାଜସ୍ଥାନ ଭାଜପା ବିଧାୟକ ଗୟାଚାନ୍ଦ ପାରଖ କହିଛନ୍ତି। ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ଅକ୍ଟୋବର ୧୭ ସୁଦ୍ଧା ସରିବ। ତେଣୁ ନଭେମ୍ବର ୧୮ ବେଳକୁ ଏଠାରେ ମନ୍ଦିର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଯାଇଥିବ ବୋଲି ସେ କହିଛନ୍ତି। ସୁପ୍ରିମକୋର୍ଟରେ ଏବେ ଏହି ମାମଲା ଚାଲିଥିବାବେଳେ ଭାଜପା ନେତା ବାରମ୍ବାର ମନ୍ଦିର ନିର୍ମାଣକୁ ନେଇ ମନ୍ତବ୍ୟ ଦେଉଥିବା ଦେଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂଗ୍ରେସ ଡାକିଲା ଜରୁରୀ ବୈଠକ

ମୁମ୍ବାଇ,୨୩।୧୧: ଶେଷରେ ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଣ ମହାରାଷ୍ଟ୍ରରେ ସରକାର ଗଢିଲା ଭାରତୀୟ ଜନତା ପାର୍ଟି(ଭାଜପା)। ଆଉ ଏହାପରେ ରାଜନୀତି ହୋଇଛି ସରଗରମ। ଦେବେନ୍ଦ୍ର ଫଡ୍‌ନବିସ...

ବଦ୍ରିନାଥରୁ ଫେରୁଥିବା ତୀର୍ଥଯାତ୍ରୀଙ୍କ ବସ୍‌ ଉପରେ ଖସିଲା ପଥର ଖଣ୍ଡ

ଚାମୋଲି,୬।୮: ଉତ୍ତରାଖଣ୍ଡ ଚାମୋଲି ଜିଲାର ଲାମ୍ବାଗଡ଼ରେ ମଙ୍ଗଳବାର ସକାଳେ ଭୂସ୍ଖଳନ ହୋଇଛି। ଫଳରେ ପାହାଡ଼ରୁ ବଡ଼ ବଡ଼ ପଥର ଖଣ୍ଡମାନ ଖସି ରାସ୍ତାରେ ପଡ଼ିଥିଲା। ସେହି...

ଭାଜପାକୁ କେଜରିଓ୍ବାଲଙ୍କ ଖୋଲା ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୪।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟି(ଏଏପି) ଓ ଭାରତୀୟ ଜନତା ପାର୍ଟି(ଭାଜପା) ମଧ୍ୟରେ କଡା ଟକ୍କର ହେବ ବୋଲି କୁହାଯାଉଛି। ମଙ୍ଗଳବାର ଏଏପି...

ଉଦ୍ଧବଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବାକୁ ମୋଦିଙ୍କୁ ଆମନ୍ତ୍ରଣ

ମୁମ୍ବାଇ,୨୮।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଭାବେ ଶିବସେନା ମୁଖ୍ୟ ଉଦ୍ଧବ ଠାକରେ ଗୁରୁବାର ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ଶିବାଜୀ ପାର୍କରେ ସମସ୍ତ ବ୍ୟବସ୍ଥା...

୪୮ ଘଣ୍ଟା ପରେ ବି ଏଏନ୍‌-୩୨ର ମିଳିନି ପତ୍ତା

ନୂଆଦିଲ୍ଲୀ,୫।୬: ନିଖୋଜ ଥିବା ବାୟୁସେନା ବିମାନ ଏଏନ୍‌-୩୨ ୪୮ ଘଣ୍ଟାରେ ବିତ୍ତିଯାଇଥିଲେ ମଧ୍ୟ ଏଯାଏଁ ପତ୍ତା ମିଳିପାର ନାହିଁ। ବିମାନ ନିଖୋଜ ହେବା ପରେ ଏହା...

କ୍ୟାବିନେଟ୍‌ ନିଷ୍ପତ୍ତି: ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳ ୧୧ ମାସ ବଢ଼ିଲା

ନୂଆଦିଲ୍ଲୀ,୨୮ା୧୧(ପି.ଟି.): ପଞ୍ଚଦଶ ଅର୍ଥ କମିଶନଙ୍କ କାର୍ଯ୍ୟକାଳକୁ କେନ୍ଦ୍ର ସରକାର ଆଉ ୧୧ ମାସ ବୃଦ୍ଧି କରିଛନ୍ତି। ଫଳରେ ଏହି କମିଶନ ଆସନ୍ତାବର୍ଷ ଅକ୍ଟୋବର ୩୦ ପର୍ଯ୍ୟନ୍ତ...

ବିଦେଶ ଯାଇପାରିବେ ପୂର୍ବତନ କେନ୍ଦ୍ର ଅର୍ଥମନ୍ତ୍ରୀଙ୍କ ପୁଅ

ନୂଆଦିଲ୍ଲୀ,୨୫।୧୦: ଆଇଏନ୍‌ଏକ୍ସ ମିଡିଆ ମାମଲାର ଅଭିଯୁକ୍ତ କଂଗ୍ରେସ ଏମ୍‌ପି କାର୍ତ୍ତି ଚିଦାମ୍ବରମ୍‌ଙ୍କୁ ଅକ୍ଟୋବର ୨୫ରୁ ନଭେମ୍ବର ୨୧ ପର୍ଯ୍ୟନ୍ତ ବିଦେଶ ଯିବା ଲାଗି ସୁପ୍ରିମକୋର୍ଟ ସୋମବାର...

ଛୁଟି ନେଇ ଭୋଟ ନ ଦେଲେ ନୋଟିସ ବୋର୍ଡରେ ଲାଗିବ ନାମ, ଇସିଙ୍କ ସହ ସାଇନ କଲେ ଗୁଜରାଟର ୧୦୦୦ ଫାର୍ମ

ଗାନ୍ଧିନଗର,୧୮ ।୧୦: ଗୁଜାରାଟ ବିଧାନସଭା ନିର୍ବାଚନ ପାଇଁ ପ୍ରସ୍ତୁତି ଯୋରସୋରରେ ଚାଲିଛି । ଇତିମଧ୍ୟରେ ଏବେ ଗୁଜରାଟର ୧୦୦୦ କର୍ପୋରେଟ ହାଉସ ନିର୍ବାଚନ କମିଶନଙ୍କ ସହ...

Advertisement
Archives

Model This Week