Posted inଜାତୀୟ

ନଭେମ୍ବର ୧୮ରୁ ସଂସଦର ଶୀତକାଳୀନ ଅଧିବେଶନ

ନୂଆଦିଲ୍ଲୀ,୧୫।୧୧: ସଂସଦର ଶୀତକାଳୀନ ଅଧିବେଶନ ନଭେମ୍ବର ୧୮ରୁୁ ଆରମ୍ଭ ହେବାକୁ ଯାଉଛି। ଏହି ଅଧିବେଶନ ଡିସେମ୍ବର ୧୩ ପର୍ଯ୍ୟନ୍ତ ଚାଲିବ। ତେବେ ଗୃହକୁ ସୁରୁଖୁରରେ ଚଳାଇବା ପାଇଁ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ଲୋକ ସଭାର ବାଚସ୍ପତି ଓମ୍‌ ବିର୍ଲା ଶନିବାର ଏକ ସର୍ବଦଳୀୟ ବୈଠକ ଡକାଇଛନ୍ତି। ସେହିପରି ୧୭ ନଭେମ୍ବରକୁ ସରକାରଙ୍କ ପକ୍ଷରୁ ପ୍ରହ୍ଲାଦ ଯୋଶୀ ମଧ୍ୟ ଏକ ସର୍ବଦଳୀୟ ବୈଠକ ଡକାଇଥିବା ଜଣାପଡ଼ିଛି। ଚଳିତ ଅଧିବେଶନ ମୋଦି ସରକାରଙ୍କ ପାଇଁ ବହୁ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। କାରଣ ଏଥିରେ ଅଯୋଧ୍ୟା ଶୁଣାଣି, ରାଫାଲ ଓ ସାବରୀମାଲା ମନ୍ଦିର ଆଦି ଉପରେ ଚର୍ଚ୍ଚା ହୋଇପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଢ଼େ ୮ ଲକ୍ଷ ଟଙ୍କାର ପିଆଜ ଚୋରି

ପାଟନା,୨୪।୯: ଦିନକୁ ଦିନ ପିଆଜ ଦାମ ଆକାଶ ଛୁଆଁ ହେବାରେ ଲାଗିଛି। ଏବେ ଏହା ବଜାରରେ କିଲୋ ପିଛା ୮୦ ଟଙ୍କାରେ ପହଞ୍ଚିଛି। ପିଆଜ କାରବାରରେ...

୧୮ ସପ୍ତାହରେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ ୯୦ ହଜାର ଟପିଲା

ନୂଆଦିଲ୍ଲୀ,୧।୬: ଭାରତରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶରେ ଗତ ୧୮ ସପ୍ତାହ ମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ଲକ୍ଷେ...

ନନ୍ଦିଗ୍ରାମରୁ ପ୍ରାର୍ଥିପତ୍ର ଦାଖଲ କଲେ ଶୁଭେନ୍ଦୁ

କୋଲକାତା,୧୨ ।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନକୁ ନେଇ ସେଠାରେ ରାଜନିତୀ ବେଳକୁ ବେଳ ରୋମାଞ୍ଚକ ହେବାକୁ ଲାଗିଛି । ସେଠାରେ ବିଶେଷ ଭାବେ ତ୍ରୁଣ ମୂଳ...

ବାଣ ବ୍ୟବସାୟୀଙ୍କୁ ଗିରଫ ବେଳେ ପୋଲିସ ଜିପ୍‌ରେ ମୁଣ୍ଡ ବାଡେଇ କାନ୍ଦିଲେ କୁନି ଝିଅ: ଭିଡିଓ ଭାଇରାଲ

ବୁଲନ୍ଦସହର,୧୪ ।୧୧: ଏବେ ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି । ଯେଉଁଥିରେ ଦେଖିବାକୁ ମିଳିଛି ଏକ ପୋଲିସ ଜିପ୍ ବାହାରେ ଠିଆ...

ଦେଶର ବିକାଶରେ ଉତ୍ତରପ୍ରଦେଶ ଆଗୁଆ: ମୋଦି

ଆଲିଗଡ଼,୧୪।୯: ଡବଲ ଇଞ୍ଜିନ ସରକାରଙ୍କ ଡବଲ ଫାଇଦା ପାଇବାରେ ଉତ୍ତରପ୍ରଦେଶ ଏକ ଜ୍ୱଳନ୍ତ ଉଦାହରଣ। ଦିନେ ଦେଶର ଉନ୍ନତିରେ ବାଧା ଦେଉଥିଲା ଉତ୍ତରପ୍ରଦେଶ। ଆଉ ଏବେ...

ତଳମୁହାଁ ମହାମାରୀ ସଂକ୍ରମଣ…

ନୂଆଦିଲ୍ଲୀ,୧।୧୧: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଛି। ଦୈନିକ ସଂକ୍ରମଣ ମୃତ୍ୟୁ ସଂଖ୍ୟା ତଳମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ୧୨...

ଲକ୍ଷ୍ମୀପୁର ଖେରି ହିଂସା: ଅଜୟ ମିଶ୍ରାଙ୍କ ପୁଅଙ୍କୁ ସମନ, ୨ ଗିରଫ

ନୂଆଦିଲ୍ଲୀ,୮ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ହିଂସା ଏବେ ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ମାମଲାରେ ସୁପ୍ରିମକୋର୍ଟଙ୍କ ପକ୍ଷରୁ ଷ୍ଟାଟସ ରିପୋର୍ଟ...

ମାଡ଼ି ଆସୁଛି ବିପଦ…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। କରୋନା ସଂକ୍ରମଣ ସମସ୍ତ ରେକର୍ଡ ଭାଙ୍ଗିବାରେ...

Advertisement
Archives

Model This Week