ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମ ଯୋଗୁ ଗୁଜରାଟ ପରେ ମୁମ୍ବାଇ-ଦିଲ୍ଲୀରେ ବଢ଼ିଲା କରୋନା ସଂକ୍ରମଣ: ସଞ୍ଜୟ ରାଉତ

ମୁମ୍ବାଇ,୩୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ଶିବସେନା ସଦସ୍ୟ ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମ ଯୋଗୁ ଗୁଜରାଟ ପରେ ମୁମ୍ବାଇ ଏବଂ ଦିଲ୍ଲୀରେ କରୋନା ସଂକ୍ରମଣ ବଢ଼ିଥିବା ସେ ଅଭିଯୋଗ କରିଛନ୍ତି। ଶିବସେନା ମୁଖପତ୍ର ସାମନାରେ ଏନେଇ ଖବର ପ୍ରକାଶ ପାଇଛି। ଫେବୃୟାରୀ ୨୪ରେ ଅହମଦାବାଦରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଗସ୍ତ ଅବସରରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମ ହୋଇଥିଲା। ସେତେବେଳେ ଚାଇନା ସମେତ ଅନ୍ୟ ଦେଶରେ ମଧ୍ୟ କରୋନା ସଂକ୍ରମଣ ଆରମ୍ଭ ହୋଇ ସାରିଥିଲା। ଟ୍ରମ୍ପ୍‌ଙ୍କ ସହିତ ଆସିଥିବା ସଦସ୍ୟମାନେ ଦିଲ୍ଲୀ ଏବଂ ମୁମ୍ବାଇ ମଧ୍ୟ ଆସିଥିଲେ। ଏହାଯୋଗୁ ସେସବୁ ଅଞ୍ଚଳରେ କରୋନା ସଂକ୍ରମଣ ହୋଇଥିବା ସଞ୍ଜୟ କହିଛନ୍ତି। ମାର୍ଚ୍ଚ ୨୦ରେ ଗୁଜରାଟରେ ପ୍ରଥମ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିଲା। ଏହାପରେ ଦେଶରେ ଲକ୍‌ଡାଉନ୍‌ ବିନା ଯୋଜନାରେ ଲାଗୁ କରାଯାଇଥିଲା। କିନ୍ତୁ ଏବେ ଏହାକୁ ଉଠାଇ ନେବାର ଦାୟିତ୍ୱ ରାଜ୍ୟ ଗୁଡ଼ିକ ଉପରେ ଛାଡ଼ି ଦିଆଯାଇଛି। ଦେଶରେ ମୋଦି ସରକାରଙ୍କ ଲକ୍‌ଡାଉନ୍‌ ବିଫଳ ହୋଇଥିବା କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟକୁ ସଞ୍ଜୟ ସମର୍ଥନ ମଧ୍ୟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ପୂର୍ବାନୁମାନ: ରେଡ୍‌ ଆଲର୍ଟ ଜାରି

ନୂଆଦିଲ୍ଲୀ, ୨୨।୮: ଦେଶର ଅଧାରୁ ଅଧିକ ରାଜ୍ୟରେ ବର୍ଷା ବିତ୍ପାତ ଜାରି ରହିଛି। ପୂର୍ବରୁ ଆରମ୍ଭ କରି ପଶ୍ଚିମ ଏବଂ ଉତ୍ତରଭାରତରେ ପ୍ରବଳ ବର୍ଷା ଲାଗି...

ରାଜ୍ୟବାସୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୯ା୪(ବ୍ୟୁରୋ): ଓଡ଼ିଶା ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ରାଜ୍ୟର ସାଢେ ୪ କୋଟି ଲୋକ ଧର୍ଯ୍ୟର ସହିତ କରୋନା ବିପତ୍ତିର ମୁକାବିଲା...

ଅତିବେଶିରେ ଜୁନ୍‌ ୩୦ ପର୍ଯ୍ୟନ୍ତ ରହିପାରେ ଲକ୍‌ଡାଉନ କଟକଣା: ପଲାନିସ୍ବାମୀ

ଚେନ୍ନାଇ,୧୫।୬: ଗୋଟିଏ ପଟେ ଦେଶରେ ଲାଗୁ କରାଯାଇଥିବା ଲକ୍‌ଡାଉନକୁ ନେଇ ଦେଶର ଆର୍ଥିକ ସ୍ଥିତି ଖରାପ ହୋଇ ଯାଇଥିବା ବେଳେ ଏପଟେ କିନ୍ତୁ କରୋନା ସଂକ୍ରମଣ...

ଅନନ୍ତନାଗରେ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୯।୬: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନେଇ କଶ୍ମୀର ଜୋନ୍‌ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସ୍ଥାନୀୟ...

ଅଧିକ ସମୟ ବଜେଟ ଭାଷଣ ପଢ଼ି ରେକର୍ଡ କଲେ ସୀତାରମଣ

ନୂଆଦିଲ୍ଲୀ,୧।୨: ଚଳିତ ୨୦୨୦-୨୧ ବଜେଟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୭୩ ବର୍ଷର ରେକର୍ଡ ଭାଙ୍ଗିଛନ୍ତି। ସେ ଦୀର୍ଘ ୨ ଘଣ୍ଟା ୪୧ ମିନିଟ୍‌ର ବଜେଟ ଭାଷଣ...

ନିର୍ବାଚନ ଘୁଞ୍ଚାଇବାକୁ ନିର୍ବାଚନ କମିଶନଙ୍କୁ ଚିଠି ଲେଖିଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼,୧୬ ।୧: ଘୋଷଣା ହୋଇସାରିଛି ପଞ୍ଜାବ ବିଧାନସଭା ନିର୍ବାଚନର ତାରିଖ । ଏଥିପାଇଁ ଶାସକ କଂଗ୍ରେସ ଦଳ ମଧ୍ୟ ପ୍ରାର୍ଥୀ ତାଲିକା ଘୋଷଣା କଲାଣି ।...

ଥରିଲା ଉତ୍ତର ଭାରତ: ଲୋକେ ଆତଙ୍କିତ

ନୂଆଦିଲ୍ଲୀ,୨୪।୯: ଦିଲ୍ଲୀ ଏନସିଆର୍‌ରେ ମଙ୍ଗଳବାର ଅପରାହ୍ନ ୪.୪୦ରେ ଭୂକମ୍ପ ଝଟକା ଲାଗିଛି। କେବଳ ଦିଲ୍ଲୀରେ ନୁହେଁ, ଉତ୍ତର ଭାରତର ଅନେକ ସ୍ଥାନରେ ଭୂକମ୍ପ ଅନୁଭୂତ ହୋଇଛି।...

ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ପଦ୍ମ ପୁରସ୍କାର ନୋମିନେଶନ

ନୂଆଦିଲ୍ଲୀ, ୬ା୫: ପଦ୍ମ ପୁରସ୍କାର ୨୦୨୩ ନିମନ୍ତେ ଆସନ୍ତା ସେପ୍ଟେମ୍ବର ୧୫ ପର୍ଯ୍ୟନ୍ତ ଅନ୍‌ଲାଇନରେ ନୋମିନେଶନ ବା ନାଁ ସୁପାରିସ୍‌ କରାଯାଇପାରିବ ବୋଲି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ...

Advertisement
Archives

Model This Week