Posted inଜାତୀୟ

ନମୋ ଟିଭି ପ୍ରସାରଣରେ ଇସିଙ୍କ କଟକଣା

ନୂଆଦିଲ୍ଲୀ,୧୮ା୪(ପି.ଟି): ନିର୍ବାଚନ ଆଇନରେ ଥିବା ବିଧିବ୍ୟବସ୍ଥା ଅନୁଯାୟୀ ‘ସାଇଲେନ୍ସ ପିରିୟଡ୍‌’ରେ ଭାଜପା ପ୍ରାୟୋଜିତ ନମୋ ଟିଭି ନିର୍ବାଚନ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ପ୍ରସାରଣ ନ କରିବାକୁ ନିର୍ବାଚନ କମିଶନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।  ଭୋଟ ଗ୍ରହଣର ୪୮ଘଣ୍ଟା ପୂର୍ବରୁ ସିନେମା, ଟେଲିଭିଜନ ଏବଂ ଅନ୍ୟ ମାଧ୍ୟମଗୁଡିକରେ ନିର୍ବାଚନ ବିଷୟବସ୍ତୁ ପ୍ରଦର୍ଶନ ନ କରିବା ପାଇଁ ଲୋକ ପ୍ରତିନିଧି ଆଇନର ଧାରା ୧୨୬ରେ ଉଲ୍ଲେଖ ରହିଛି। ଉକ୍ତ ସମୟକୁ ‘ସାଇଲେନ୍ସ ପିରିୟଡ୍‌’ କୁହାଯାଏ। ଏହି ସମୟରେ ଭୋଟର ଆଦୌ ପ୍ରଭାବିତ ନ ହୋଇ କାହାକୁ ଭୋଟ ଦେବେ ମନସ୍ଥ କରିଥାନ୍ତି। ଟିଭି ଚ୍ୟାନେଲ ଏବଂ ସେଭଳି ପ୍ଲାଟଫର୍ମରେ ଦେଶବ୍ୟାପୀ ପ୍ରସାରିତ ହେଉଥିବା ରାଜନୈତିକ ବିଷୟବସ୍ତୁକୁ ପ୍ରମାଣପତ୍ର ପ୍ରଦାନ ପାଇଁ ଦିଲ୍ଲୀ ସିଇଓଙ୍କୁ ନୋଡାଲ ଅଫିସର ଦାୟିତ୍ୱ ଦିଆଯାଇଛି।  ଏହି ଉଦ୍ଦେଶ୍ୟରେ ଏକ ସ୍ବତନ୍ତ୍ର କମିଟି ମଧ୍ୟ ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ-ଆମେରିକା ଯୁଦ୍ଧରେ ଭାରତର ଏଣ୍ଟ୍ରି! ଭାରତର ନୌସେନା ଘାଟିରେ ବଡ଼…

ନୂଆଦିଲ୍‌ଲୀ,୫।୩: ଇରାନ-ଆମେରିକା-ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଦିନକୁ ଦିନ ଘନେଇବାରେ ଲାଗିଛି। ଏହି ଭିତରେ ଅନେକ ଦେଶ ଯୁଦ୍ଧକୁ ସମର୍ଥନ କରୁଥିବା ଦେଖିବାକୁ ମିଳିଛି। କୁହାଯାଉଛି ଭାରତ ମଧ୍ୟ…

କାଲିଠାରୁ ବସ୍‌-ଟ୍ରକ୍‌ ଡ୍ରାଇଭରଙ୍କ ବଡ଼ ଆନ୍ଦୋଳନ ଡାକରା, ୩ଦିନ ଯାଏ ଯାତାୟତ ଠପ୍‌!

ମୁମ୍ୱାଇ,୫।୩: ମହାରାଷ୍ଟ୍ର ପରିବହନକାରୀ କାର୍ଯ୍ୟ କମିଟି (ଏମ-ଟିଏସ) ଶୁକ୍ରବାର ଠାରୁ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାଇଁ ଧର୍ମଘଟ ଘୋଷଣା କରିଛି। ମାର୍ଚ୍ଚ ୨ ତାରିଖରେ MSRTC ମୁଖ୍ୟାଳୟରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ! ଇରାନ ବିରୋଧରେ ଯୁଦ୍ଧକୁ ଡେଇଁଲା ଭାରତର ଏହି ବନ୍ଧୁରାଷ୍ଟ୍ର…

ନୂଆଦିଲ୍ଲୀ,୫।୩: ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ, ଆଗାମୀ ଦିନରେ ଇରାନ କ୍ଷେପଣାସ୍ତ୍ର ଘାଟି ବିରୋଧରେ ଆମେରିକାର ଆକ୍ରମଣରେ ବ୍ରିଟେନ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିପାରେ। ପ୍ରାରମ୍ଭିକ ଦ୍ୱିଧା…

ହୋଲିରେ ରାଜ୍ୟ କର୍ମଚାରୀଙ୍କୁ ବଡ଼ ଉପହାର, ୩% ବଢିଲା DA, ପେନଶନଭୋଗୀଙ୍କୁ…

ନୂଆଦିଲ୍‌ଲୀ,୪।୩: ହୋଲି ଅବସରରେ, ମଧ୍ୟପ୍ରଦେଶ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଖୁସି ଖବର ମିଳିଛି। ମୋହନ ଯାଦବଙ୍କ ନେତୃତ୍ୱାଧୀନ ରାଜ୍ୟ ସରକାର ମହଙ୍ଗା ଭତ୍ତା…

କଳା ଚଷମା ପିନ୍ଧି ହୋଲି ଖେଳିଲେ ଯୋଗୀ ଆଦିତ୍ୟନାଥ, କହିଲେ ଭାରତ ହେଉଛି…

ଲକ୍ଷ୍ନୌ,୪ା୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ହୋଲି ଖେଳିଛନ୍ତି। ଏହି ଅବସରରେ ସେ ରାଜ୍ୟବାସୀଙ୍କୁ ଗର୍ବିତ ହେବାକୁ ଆହ୍ବାନ ଦେଇ କହିଛନ୍ତି, ମାନବ ଜୀବନରେ ମର୍ଯ୍ୟାଦା, ଜୀବନଶକ୍ତି,…

ଖାମେନେଇଙ୍କ ସମର୍ଥନରେ ଟ୍ରମ୍ପ-ନେତାନ୍ୟାହୁଙ୍କ ପୋଷ୍ଟର ଜାଳିଲେ ମେହବୁବା ମୁଫତି

ନୂଆଦିଲ୍ଲୀ,୪।୩: ଭାରତରେ ଅନେକ ମୁସଲିମ ସଂଗଠନ ଏବଂ ରାଜନୈତିକ ଦଳ ଇରାନ ଉପରେ ଇସ୍ରାଏଲୀ ଏବଂ ଆମେରିକୀୟ ଆକ୍ରମଣର ପ୍ରତିବାଦ କରୁଛନ୍ତି। ଦେଶର ବିଭିନ୍ନ ରାଜ୍ୟରେ ପ୍ରତିବାଦ…

ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର: ବିହାର ରାଜନୀତିରେ ବଡ଼ ହଲଚଲ

ପାଟନା,୪।୩: ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନର ଆଲୋଚନା ହେଉଛି। ନୀତୀଶ କୁମାର ରାଜ୍ୟ ସଭା ଏମ୍‌ପି ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏଥିପାଇଁ ତାଙ୍କୁ ମୁଖ୍ୟମନ୍ତ୍ରୀ…

୧୪୦୦୦ ଫୁଟ ଉଚ୍ଚତାରେ ହୋଲି ଖେଳିଲେ ଆଇଟିବିପି ଯବାନ, ଉଡ଼ିଲା ରଙ୍ଗ ଅବିର, ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୪ା୩: ସମଗ୍ର ଦେଶରେ ରଙ୍ଗ ଏବଂ ଆନନ୍ଦର ପର୍ବ ହୋଲି ପାଳନ କରାଯାଉଥିବାବେଳେ ୧୪୦୦୦ରୁ ଅଧିକ ଫୁଟ ଉଚ୍ଚତାରୁ ଅର୍ଥାତ୍‌ ପାଙ୍ଗୋଙ୍ଗ ହ୍ରଦରୁ ଏକ ଭିଡିଓ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri