Posted inଜାତୀୟ

ନମୋ ଟିଭି ପ୍ରସାରଣରେ ଇସିଙ୍କ କଟକଣା

ନୂଆଦିଲ୍ଲୀ,୧୮ା୪(ପି.ଟି): ନିର୍ବାଚନ ଆଇନରେ ଥିବା ବିଧିବ୍ୟବସ୍ଥା ଅନୁଯାୟୀ ‘ସାଇଲେନ୍ସ ପିରିୟଡ୍‌’ରେ ଭାଜପା ପ୍ରାୟୋଜିତ ନମୋ ଟିଭି ନିର୍ବାଚନ ସଂକ୍ରାନ୍ତୀୟ କାର୍ଯ୍ୟକ୍ରମ ପ୍ରସାରଣ ନ କରିବାକୁ ନିର୍ବାଚନ କମିଶନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।  ଭୋଟ ଗ୍ରହଣର ୪୮ଘଣ୍ଟା ପୂର୍ବରୁ ସିନେମା, ଟେଲିଭିଜନ ଏବଂ ଅନ୍ୟ ମାଧ୍ୟମଗୁଡିକରେ ନିର୍ବାଚନ ବିଷୟବସ୍ତୁ ପ୍ରଦର୍ଶନ ନ କରିବା ପାଇଁ ଲୋକ ପ୍ରତିନିଧି ଆଇନର ଧାରା ୧୨୬ରେ ଉଲ୍ଲେଖ ରହିଛି। ଉକ୍ତ ସମୟକୁ ‘ସାଇଲେନ୍ସ ପିରିୟଡ୍‌’ କୁହାଯାଏ। ଏହି ସମୟରେ ଭୋଟର ଆଦୌ ପ୍ରଭାବିତ ନ ହୋଇ କାହାକୁ ଭୋଟ ଦେବେ ମନସ୍ଥ କରିଥାନ୍ତି। ଟିଭି ଚ୍ୟାନେଲ ଏବଂ ସେଭଳି ପ୍ଲାଟଫର୍ମରେ ଦେଶବ୍ୟାପୀ ପ୍ରସାରିତ ହେଉଥିବା ରାଜନୈତିକ ବିଷୟବସ୍ତୁକୁ ପ୍ରମାଣପତ୍ର ପ୍ରଦାନ ପାଇଁ ଦିଲ୍ଲୀ ସିଇଓଙ୍କୁ ନୋଡାଲ ଅଫିସର ଦାୟିତ୍ୱ ଦିଆଯାଇଛି।  ଏହି ଉଦ୍ଦେଶ୍ୟରେ ଏକ ସ୍ବତନ୍ତ୍ର କମିଟି ମଧ୍ୟ ଗଠନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିତିଲେ ମୁଖ୍ୟମନ୍ତ୍ରୀ

ଅଗରତାଲା,୨।୩: ତ୍ରିପୁରାରେ ପୁଣି ଭାଜପା ସରକାର ଗଢିବାକୁ ଯାଉଛି। ୬୦ଟି ଆସନ ବିଶିଷ୍ଠ ତ୍ରିପୁରା ବିଧାନସଭାରେ ଭାଜପା ୩୪ଟି ଆସନରେ ଏପର୍ଯ୍ୟନ୍ତ ଆଗୁଆ ଅଛି। ସେହିପରି...

ମୃତ ଶ୍ରମିକଙ୍କ ପରିବାରଙ୍କ ପାଇଁ ୫ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା: ଦୁର୍ଘଟଣାକୁ ନେଇ ଶୋକପ୍ରକାଶ କଲେ ମୋଦି

ଭୋପାଳ,୮।୫: ମହାରାଷ୍ଟ୍ର ଔରଙ୍ଗାବାଦରେ ଶୁକ୍ରବାର ସକାଳେ ପ୍ରବାସୀ ଶ୍ରମିକଙ୍କ ଉପରେ ମାଲ୍‌ଗାଡ଼ି ଚଢ଼ିଯିବାରୁ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି।...

ଭାରତୀୟ ସେନା ଦିବସ: ଶାନ୍ତି, ସୁରକ୍ଷା ଓ ଏକତା ସୁନିଶ୍ଚିତ କରେ ସେନା

ପରମବୀର ଚକ୍ର କ୍ୟାପଟେନ ବିକ୍ରମ ବାତ୍ରା ଥରେ କହିଥିଲେ, ‘ମୁଁ ତ୍ରିରଙ୍ଗା ଉଡ଼ାଇ ଫେରିପାରେ କିମ୍ବା ସେଥିରେ ଆଚ୍ଛାଦିତ ହୋଇ ଫେରିପାରେ, କିନ୍ତୁ ମୁଁ ନିଶ୍ଚିତ...

ଭାରତ-ଇସ୍ରାଏଲ ସମ୍ପର୍କ ହେବ ଆହୁରି ମଜଭୁତ

ନୂଆଦିଲ୍ଲୀ/ଜେରୁଜେଲମ,୮।୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ବୁଧବାର ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ଫୋନରେ କଥା ହୋଇଛନ୍ତି। ଟୁଇଟ୍‌ ଯୋଗେ ସେ ଏନେଇ ସୂଚନା ଦେଇଛନ୍ତି। ସେ...

ପ୍ରବଳ ବର୍ଷା: ୨ ଦିନରେ ଉତ୍ତରପ୍ରଦେଶରେ ୭୯ ମୃତ

ଲକ୍ଷ୍ନୌ,୨୯।୯: ଦେଶର କେତେକ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ବିହାର, ମହାରାଷ୍ଟ୍ର, ଉତ୍ତରପ୍ରଦେଶ ପ୍ରଭୃତି ରାଜ୍ୟରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଉତ୍ତରପ୍ରଦେଶରେ ବନ୍ୟା...

‘ପଞ୍ଜାବର ଶାନ୍ତି ଭଙ୍ଗ କରିବାକୁ ଦିଆଯିବ ନାହିଁ’

ଚଣ୍ଡିଗଡ଼,୧୦।୫: ମୋହାଲିସ୍ଥିତ ପଞ୍ଜାବ ଗୋଇନ୍ଦା ମୁଖ୍ୟାଳୟକୁ ଗ୍ରେନେଡ୍‌ ମାଡ଼ ଘଟଣାର ଦିନକ ପରେ ପଞ୍ଚାବ ମୁଖ୍ୟମନ୍ତ୍ରୀ ଭଗଓ୍ବନ୍ତ ମାନ ମଙ୍ଗଳବାର ନିଜର ପ୍ରତିକ୍ରିୟା ରଖିଛନ୍ତି। ସେ...

ନଭେମ୍ବର ୨୫ରେ ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗ ଉପନିର୍ବାଚନ

ନୂଆଦିଲ୍ଲୀ,୨୬ା୧୦(ପି.ଟି.): ପଶ୍ଚିମବଙ୍ଗର ୩ ବିଧାନସଭା ଆସନ ଏବଂ ଉତ୍ତରାଖଣ୍ଡର ଗୋଟିଏ ଆସନ ଲାଗି ନଭେମ୍ବର ୨୫ରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଶୁକ୍ରବାର...

ହିଜାବ ପାଇଁ କଲେଜ ସମ୍ମୁଖରେ ଆନ୍ଦୋଳନ

ବେଙ୍ଗାଲୁରୁ,୨୦।୧: ପ୍ରାୟ ୩ ସପ୍ତାହ ହେଲା କର୍ନାଟକର ଉଡୁପି ଜିଲାର ଏକ ସରକାରୀ କଲେଜ ଏବଂ ହିଜାବ ପିନ୍ଧିବାକୁ ଚାହୁଁଥିବା କିଛି ମୁସଲିମ ଛାତ୍ରୀଙ୍କ ମଧ୍ୟରେ...

Advertisement
Archives

Model This Week