କୁକୁଡାଖଣ୍ଡି,୩ା୧୨ (ଡି.ଏନ.ଏ.)- କୁକୁଡ଼ାଖଣ୍ଡି ବ୍ଲକ ମହୁଡା ପଞ୍ଚାୟତର ନରସିଂହପୁରରେ ଗତ କିଛିଦିନ ମଧ୍ୟରେ ୮୧ ମେଣ୍ଢାଙ୍କ ମୃତ୍ୟୁ ଘଟିଛି। ମେଣ୍ଢା ପ୍ରଥମେ ନିମୋନିଆରେ ଆକ୍ରାନ୍ତ ହେଉଛନ୍ତି। ପରେ ସେମାନଙ୍କ ଫୁସଫୁସରେ କ୍ଷତ ସୃଷ୍ଟି ହୋଇ ମୃତ୍ୟୁ ହୋଇଛି ବୋଲି କଟକରୁ ଆସିଥିବା ୨ ଜଣିଆ ସାଇଣ୍ଟିଫିକ୍ ଟିମ୍ଙ୍କଠାରୁ ସୂଚନା ମିଳିଛି। ଗ୍ରାମର ବିନ ଗୌଡ଼ ଏବଂ ତାଙ୍କ ଭାଇ ମୁନାଙ୍କର ୨୫୦ ମେଣ୍ଢା ମଧ୍ୟରୁ ବର୍ତ୍ତମାନ ୮୧ ମେଣ୍ଢା ମୃତ୍ୟୁ ହୋଇଥିବା ସେମାନେ କହିଛନ୍ତି। ଅନ୍ୟ ମେଣ୍ଢାଙ୍କ ଚିକିତ୍ସା ଜାରି ରହିଛି। ଏହି ରୋଗରେ ଆକ୍ରାନ୍ତ ମେଣ୍ଢା ଠିକ ରୂପେ ଚାଲି ପାରୁ ନ ଥିବାରୁୁ ଅଧିକ ଚିକିତ୍ସାର ଆବଶ୍ୟକତା ରହିଛି। ଏ ନେଇ ମେଣ୍ଢା ପାଳକମାନେ ଚିନ୍ତାରେ ପଡ଼ିଛନ୍ତି। ଫଳରେ କ୍ଷତିଗ୍ରସ୍ତ ପରିବାରକୁ ସରକାରଙ୍କ ପକ୍ଷରୁ ସହାୟତା ଯୋଗାଇଦେବା ପାଇଁ ମହୁଡା ଅଞ୍ଚଳବାସୀ ଦାବି କରିଛନ୍ତି।

ହାତୀ ଉପଦ୍ରବ: ବ୍ୟାପକ ଫସଲ
ଭଞ୍ଜନଗର,୨୭ା୧୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ହାତୀ ଉପଦ୍ରବ ଦିନକୁ ଦିନ ବଢିବାରେ ଲାଗିଛି। ସନ୍ଧ୍ୟା ପୂର୍ବରୁ ହାତୀପଲ...

କରୋନା ପରେ ନିମୋନିଆକୁ ନେଇ ବଢିଲା ଚିନ୍ତା
ବ୍ରହ୍ମପୁର,୨୭ା୧୧(ସୁବାସ ଚନ୍ଦ୍ର ପାଢ଼ୀ): କରୋନା ପରେ ଏବେ ଚୀନରେ ପିଲାମାନେ ନିମୋନିଆ ଆକ୍ରାନ୍ତ ହେଉଥିବାରୁ ଚାରିଆଡେ ଚିନ୍ତା ବଢିଛି। ଭାରତ ସରକାର ରାଜ୍ୟଗୁଡିକୁ ସତର୍କତା ଅବଲମ୍ବନ...

ବିଜେଡିରେ ଯୋଗଦେବା ପରେ ମା’ ତାରାତାରିଣୀଙ୍କ ଆଶିଷ ନେଲେ ଭି.କେ ପାଣ୍ଡିଆନ
ପୁରୁଷୋତ୍ତମପୁର,୨୭।୧୧(ସିମାଞ୍ଚଳ ମିଶ୍ର): ଅବସରପ୍ରାପ୍ତ ଆଇଏଏସ ତଥା ୫ଟି-ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ ସୋମବାର ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବିଜଦରେ ସାମିଲ ହୋଇଛନ୍ତି। ବିଜେଡିରେ...

ଆବର୍ଜନା ଦୁର୍ଗନ୍ଧରେ ଅତିଷ୍ଠ ସହରବାସୀ
ବ୍ରହ୍ମପୁର,୨୭ା୧୧(ସ୍ମୃତି ରଞ୍ଜନ ମହାଲିକ): ବ୍ରହ୍ମପୁର ମହାନଗର ଚଳିତବର୍ଷ ନିଗମ ସ୍ବଚ୍ଛ ସର୍ବେକ୍ଷଣ ଦାୈଡରେ ସର୍ବାଧିକ ଜନମତ ସଂଗ୍ରହ କରିଛି। ସହରର ପରିମଳ ଦାୟିତ୍ୱ ବିଇଏମସିର ସାନିଟେସନ...

ପାଠ ଛାଡ଼ି ଗାଈ ଚରାଉଛନ୍ତି ରାହୁଳ
ମୋହନା,୨୭ା୧୧(ମନ୍ମଥ ମିଶ୍ର): ଯେଉଁ ବୟସରେ ହାତରେ କଲମ ଧରି ପାଠ ପଢ଼ିବା କଥା, ସେହି ବୟସରେ ହାତରେ ଏବେ ବାଡ଼ି ଧରି ଗାଈ ଚରାଉଛନ୍ତି। ମା’ଙ୍କୁ...

ଭଉଣୀଙ୍କୁ ଶାଶୁଘର ଲୋକେ ନିର୍ଯାତନା ଦେଇ କରିଛନ୍ତି ହତ୍ୟା
ହିଞ୍ଜିଳିକାଟୁ,୨୬।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତଳ ଗ୍ରାମରେ ଜଣେ ମହିଳାଙ୍କ ବିଷକ୍ରିୟାରୁ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ ପବିତ୍ର ସାହୁଙ୍କ...

ଲଜ୍ ଭିତରୁ ମହିଳାଙ୍କୁ ଗଳିତ ମୃତଦେହ ଜବତ, ସ୍ବାମୀ ଫେରାର
ବ୍ରହ୍ମପୁର,୨୬ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଗୋଇଲୁଣ୍ଡି- କୋର୍ଟପେଟା ରାସ୍ତାରେ ଥିବା ଏକ ଲଜ୍ ଭିତରୁ ଜଣେ ମହିଳାଙ୍କ ମୃତଦେହ ଜବତ ହୋଇଛି। ମୃତକଙ୍କ...

ହତ୍ୟା ଉଦ୍ୟମ କରି ଫେରାର ଥିଲେ, ଆଜି କୋର୍ଟ ଚାଲାଣ କଲା ପୋଲିସ
ଗୋପାଳପୁର,୨୫ା୧୧(ନବୀର ରାଜ ଆଚାରୀ): ହତ୍ୟା ଉଦ୍ୟମ ମାମଲାର ଫେରାର ଥିବା ଅନ୍ୟତମ ଅଭିଯୁକ୍ତଙ୍କୁ ଶନିବାର ସାରେ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଛି। ଗିରଫ...
Archives
