ନରେନ୍ଦ୍ରପୁରରେ ୨ ଡେଙ୍ଗୁ ରୋଗୀ ଚିହ୍ନଟ

ଶେରଗଡ଼,୨୧ା୮(ଡି.ଏନ୍‌.ଏ.): ଶେରଗଡ଼ ବ୍ଲକ ନରେନ୍ଦ୍ରପୁର ଗ୍ରାମରେ ମଙ୍ଗଳବାର ୨ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ସେମାନେ ଗୋଟିଏ ପରିବାରର ଦୁଇ ଭାଇ। ଉଭୟଙ୍କୁ ଜ୍ୱର ହେବାରୁ ସନ୍ଧ୍ୟାରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ରକ୍ତ ନମୁନା ପରୀକ୍ଷା ପରେ ଡେଙ୍ଗୁ ଜୀବାଣୁ ଥିବା ଜଣାପଡିଛି। ସେମାନେ ବର୍ତ୍ତମାନ ବ୍ରହ୍ମପୁର ବଡ଼ ମେଡ଼ିକାଲର ଡେଙ୍ଗୁ ଓ୍ବାର୍ଡରେ ଚିକିତ୍ସିତ ହେଉଛନ୍ତି। ନରେନ୍ଦ୍ରପୁର ଗଁାରେ ବହୁତ ଜ୍ୱର ରୋଗୀ ଥିବା ବେଳେ ସେମାନଙ୍କ ଅଧିକ ଚିକିତ୍ସା କରିବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ଦୟଣା ଚୋରି ନୀତି

ପୁରୀ ଅଫିସ, ୫।୪: ଚୈତ୍ର ମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି ମଙ୍ଗଳବାର ଅବସରରେ ଶ୍ରୀମନ୍ଦିରରେ ଦୟଣା (ଦମନକ) ଚୋରି ନୀତି ସମ୍ପନ୍ନ ହୋଇଛି। ଅପରପକ୍ଷରେ ଏହି...

ଏଭଳି ବାପା ଥିବାଠାରୁ ଅନାଥ ହେବା ଭଲ…

ବ୍ରହ୍ମପୁର ଅଫିସ,୫ା୨: ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ବଡ଼ବଜାର ଥାନା ଅଞ୍ଚଳର ଜଣେ ସାତ ବର୍ଷ ନାବାଳିକାଙ୍କୁ ତାଙ୍କ ବାପା ବଳାତ୍କାର...

ଫୁଲଚାଷ କରି ସ୍ବାବଲମ୍ବୀ ହେଉଛନ୍ତି ଗଞ୍ଜାମ ମହିଳା

ସନ୍ତୋଷ ପାଢୀ ଛତ୍ରପୁର,୨୦ା୩(ଡି.ଏନ୍‌.ଏ.) – ମହିଳା ସବୁ କ୍ଷେତ୍ରରେ ଆଗକୁ ଯାଇ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିବାରେ ଲାଗିଛନ୍ତି।  ଏପରିକି ପୁରୁଷଙ୍କୁ ମଧ୍ୟ କେତେକ...

ଗାଡ଼ି ଧକ୍କାରେ ଆହତ ହରିଣ ଉଦ୍ଧାର

ହିଞ୍ଜିଳିକାଟୁ,୭।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଓ ଶିକିରି ତାରାତାରିଣୀ ରୋଡ୍‌ରେ ଗାଡ଼ିଧକ୍କାରେ ଏକ ଆହତ ହରିଣକୁ ଶନିବାର ଉଦ୍ଧାର କରାଯାଇଛି। ହରିଣଟି ରାସ୍ତା ପାରି ହେଉଥିବା...

କୁରାଢ଼ି ବେଣ୍ଟରେ ବଡ଼ଭାଇଙ୍କ ଜୀବନ ନେଲେ ସାନଭାଇ, ଫାଣ୍ଡିରେ କଲେ ଆତ୍ମସମର୍ପଣ

କୁଆଁରମୁଣ୍ଡା,୧୬ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ପୁଟୁରୀଖମଣ ପଞ୍ଚାୟତ ହରପାଲି ଗ୍ରାମର ସୁଖୁ ଲାକ୍ରା(୪୦)ଙ୍କୁ ତାଙ୍କ ସାନଭାଇ ବାନ୍ଧନା ଲାକ୍ରା(୩୦) ରବିବାର କୁରାଢ଼ି ବେଣ୍ଟ...

ଆନନ୍ଦପୁର ସହର ଚଳଚଞ୍ଚଳ

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲାର ଆନନ୍ଦପୁର ସହର ସମେତ ଏହାର ଆଖପାଖ ଅଞ୍ଚଳ ମା’ ଦୁର୍ଗାଙ୍କ ପୂଜା ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଛି। ଆନନ୍ଦପୁର ବଡ଼ଦାଣ୍ଡ ଠାରେ...

ଫୁଲ ତୋଳୁଥିଲେ ମହିଳା, ସୁନା ଚେନ୍‌ ଝାମ୍ପିନେଲେ ଲୁଟେରା

କେନ୍ଦୁଝର,୭ା୧୨(ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ କଲେଜରୋଡ୍‌ ସାତସିଙ୍ଗା ନିକଟରେ ଜଣେ ମହିଳାଙ୍କଠାରୁ ସ୍ପଷ୍ଟ ଦିବାଲୋକରେ ସୁନା ଚେନ୍‌ ଲୁଟ୍‌ ଘଟଣା ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ...

ପରିବା ମାର୍କେଟ ବନ୍ଦ ଚର୍ଚ୍ଚା: ଜମିଲା ଭିଡ଼

ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ରାଜ୍ୟ ସରକାର ଲଢ଼େଇ ଜାରି ରଖିଛନ୍ତି। ରାଜ୍ୟରେ ୨ଜଣ ଆକ୍ରାନ୍ତ ଚିହ୍ନଟ ପରେ ଏହି ସଂଖ୍ୟା କିପରି...

Advertisement
Archives

Model This Week