Posted inଜାତୀୟ

ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହୋଇ ପାରିବେ ନାହିଁ: ସୁବ୍ରମଣ୍ୟମ ସ୍ବାମୀ

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନକୁ ନେଇ ଭାଜପା ଖୁବ୍‌ ଆଶାବାଦୀ ଥିବା ବେଳେ ବରିଷ୍ଠ ଭାଜପା ନେତା ସୁବ୍ରମଣ୍ୟମ ସ୍ବାମୀ ଏହି ମସୟରେ ଏକ ଚମକାଇବା ଭଳି ମନ୍ତବ୍ୟ ଦେଇଛନ୍ତି। ଯାହା ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ସେ କହିଛନ୍ତି ଭାଜପା ୨୩୦ରୁ କମ ଆସନରେ ବିଜୟୀ ହେଲେ ନରେନ୍ଦ୍ର ମୋଦି ପୁଣି ଥରେ ପ୍ରଧାନମନ୍ତ୍ରୀ ହୋଇପାରିବେ ନାହିଁ। ‘ହଫ୍‌ପୋଷ୍ଟ ଇଣ୍ଡିଆ’କୁ ଦେଇଥିବା ଏକ ସାକ୍ଷାତକାରରେ ସେ ଏହା କହିଛନ୍ତି। ତେବେ ସହଯୋଗୀ ଦଳଙ୍କ ସହଯୋଗ ଓ ଭାଜପାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ବଦଳିଲେ ହୁଏତ ଏଥର ଭାଜପା ଶାସନ କ୍ଷମତା ହାତେଇ ପାରେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

କେମିତି ରହିବ ମୋଦି-ଟ୍ରମ୍ପଙ୍କ ୨୦୨୬? ଭବିଷ୍ୟବାଣୀରେ ଜଣାପଡିଲା ସତ!

୨୦୨୫ ବର୍ଷ ଶେଷ ହେବାକୁ ଯାଉଛି। ୨୦୨୬ ଏବେ ପାଖେଇ ଆସୁଛି। ୨୦୨୬ ବର୍ଷ ଲୋକଙ୍କ ପାଇଁ କିପରି ହେବ ସେ ବିଷୟରେ ଜ୍ୟୋତିଷମାନେ ଭବିଷ୍ୟବାଣୀ...

ଡେଲିଭରି ଏଜେଣ୍ଟଙ୍କ ପାଇଁ କମ୍ପାନୀ କଲା ବଡ଼ ଘୋଷଣା, ବଢିବ ଇନକମ୍‌

ନୂଆଦିଲ୍ଲୀ,୩୧।୧୨:ଡିସେମ୍ୱର 31 ତାରିଖରେ ଡେଲିଭରି କର୍ମଚାରୀମାନେ ଧର୍ମଘଟ ଘୋଷଣା କରିଛନ୍ତି। ଏହି ସମୟରେ, ଜୋମାଟୋ ଏବଂ ସ୍ୱିଗି ଅଧିକ ଦରମା ଏବଂ ବୀମା ପାଇଁ ପ୍ରତିବାଦ...

ନୂଆବର୍ଷ ଗୋଟିଏ ଦିନ ପୂର୍ୱରୁ ସରକାରୀ କର୍ମଚାରୀଙ୍କୁ ଝଟ୍‌କା! ଏମାନଙ୍କୁ ମିଳିବନି ଗ୍ରାଚ୍ୟୁଇଟି

ନୂଆଦିଲ୍ଲୀ,୩୧।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ପେନସନ ଏବଂ ପେନସନଭୋଗୀ କଲ୍ୟାଣ ବିଭାଗ (DoPPW) ଗ୍ରାଚ୍ୟୁଇଟି ସମ୍ୱନ୍ଧୀୟ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri