ନର୍ସଙ୍କ ହ୍ବାଟ୍ସଆପ୍‌କୁ ଆସୁଛି ଅଶ୍ଳୀଳ ଭିଡିଓ: ଅଭିଯୋଗ ପରେ ପୋଲିସର ତଦନ୍ତ ଆରମ୍ଭ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଥିବା ଏକ ଘରୋଇ ହସ୍ପିଟାଲର ନର୍ସଙ୍କ ହ୍ବାଟ୍ସଆପ୍‌ ନମ୍ବରକୁ କେହି ଦୁର୍ବୃତ୍ତ ଅଶ୍ଲୀଳ ଭିଡ଼ିଓ ଓ ମେସେଜ ପଠାଉଥିବା ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ ଭିତ୍ତିକରି ତଦନ୍ତ ଚଳାଇଛି। ସୂଚନା ଅନୁଯାୟୀ, ନର୍ସଙ୍କୁ ପ୍ରଥମେ କେହି ଦୁର୍ବୃତ୍ତ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ତାଙ୍କ ଚାକିରି ଛଡ଼ାଇନେବା ନେଇ ଧମକାଇଥିଲେ। ପରେ ଉକ୍ତ ନମ୍ବରରୁ ବାରମ୍ବାର ଅଶ୍ଲୀଳ ଭିଡ଼ିଓ ଓ ଫଟୋ ପଠାଇଥିଲେ। ଏପରିକି ନର୍ସ ଜଣଙ୍କ ଉକ୍ତ ନମ୍ବରକୁ ଫୋନ୍‌ କରିଥିଲେ ମଧ୍ୟ ସେ ଉଠାଇ ନ ଥିଲେ। ଏ ନେଇ ନର୍ସ ଜଣଙ୍କ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କ ପ୍ରତ୍ୟାବର୍ତ୍ତନ ପକ୍କା! ଚତୁର୍ଥ ଟି-୨୦ରେ ଏହି ୩ ଖେଳାଳିଙ୍କ ସ୍ଥାନ ଉପରେ ଝୁଲୁଛି ଖଣ୍ଡା

ନୂଆଦିଲ୍ଲୀ,୯।୭ : ଇଂଲଣ୍ଡ ଗସ୍ତରେ ଏପର୍ଯ୍ୟନ୍ତ ଭାରତୀୟ ଦଳର ପ୍ରଦର୍ଶନ ବେଶ ନିରାଶାଜନକ ରହିଛି। ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ତିନୋଟି ମ୍ୟାଚ ମଧ୍ୟରୁ…

ଟ୍ରେକିଂ ପାଇଁ ଯାଇ ମାଲ୍ୟଗିରି ପାହାଡ଼ରେ ଫସିଯାଇଥିଲେ ୩ ଯୁବକ, ୨୫ ଫୁଟ ଘାଇରୁ….

ପାଳଲହଡା,୯ା୭(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡା ମାଲ୍ୟଗିରି ପାହାଡକୁ ଟ୍ରେକିଂ କରିବାକୁ ଯାଇ ଫସି ରହିଥିବା ୩ ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କଲା ଅଗ୍ନିଶମ ବାହିନୀ…

‘We Will Kill Trump…’,ପ୍ରତିଶୋଧର ନିଆଁ! ଖାମେନେଇଙ୍କ ଅନ୍ତିମ ସଂସ୍କାର ଭୂମିରୁ ଟ୍ରମ୍ପଙ୍କୁ ମୃତ୍ୟୁ ଧମକ

ତେହରାନ,୯ା୭: ଆମେରିକା ଇରାନର ଆଠଟି ସହର ଉପରେ ଆକ୍ରମଣ କରିଛି । ପ୍ରତିଶୋଧ ସ୍ୱରୂପ, ତେହରାନ ବାହାରିନ ଏବଂ କୁୱେତରେ ଥିବା ଅନେକ ସାମରିକ ଘାଟିକୁ ଟାର୍ଗେଟ…

ଝିଆରୀଙ୍କୁ ବଳାତ୍କାର କଲେ ଦାଦା: ଘରେ କେହି ନ ଥିବାବେଳେ…

ଭଦ୍ରକ,୯ା୭(ସନାତନ ରାଉତ): ନାବାଳିକା ଝିଆରୀଙ୍କୁ ବଳାତ୍କାର ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ପୋଲିସ ଗିରଫ କରିଛି। ଏପରି ଘଟଣା ଘଟିଛି ଭଦ୍ରକ ଟାଉନ ଥାନା ଅଞ୍ଚଳରେ। ରଜ ସମୟରେ…

ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟା ଜଳ ନିଷ୍କାସନ: ଖୋଲିଲା ୪ ସ୍ଲୁଇସ ଗେଟ

ସମ୍ବଲପୁର,୯।୭(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟା ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ବଡ଼ ଡିଲ୍‌: ଚାଇନା-ପାକିସ୍ତାନ ଛାନିଆ

ମେଲବୋର୍ନ,୯।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଣ୍ଟୋନି ଆଲବାନିଜଙ୍କ ଉପସ୍ଥିତିରେ ମେଲବୋର୍ନରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ସ୍ବାକ୍ଷରିତ ହୋଇଛି।…

ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି! ଶସ୍ତା ହେବ ମୋବାଇଲ୍-ଲାପ୍‌ଟପ୍‌, ସରକାର ନେଲେ ଏହି ପଦକ୍ଷେପ

ନୂଆଦିଲ୍ଲୀ,୯।୭: କେନ୍ଦ୍ର ସରକାର ସ୍ମାର୍ଟଫୋନ୍, ୱାୟାରଲେସ୍ ଚାର୍ଜର୍, କମ୍ପ୍ୟୁଟର, ଲାପଟପ୍, ସ୍ମାର୍ଟ ଟିଭି, ସ୍ମାର୍ଟୱାଚ୍ ଏବଂ ଫିଟନେସ୍ ବ୍ୟାଣ୍ଡ ଭଳି ଇଲେକ୍ଟ୍ରୋନିକ୍ ଜିନିଷରେ ବ୍ୟବହୃତ ଉପାଦାନଗୁଡ଼ିକ ଉପରେ…

ଦୃଷ୍ଟି ଦେଉନି ଜାତୀୟ ରାଜପଥ ବିଭାଗ: ଖାଲଖମାରେ ଫସିରହୁଛି ଗାଡି, ଯାତାୟାତ ବାଧାପ୍ରାପ୍ତ

ପଟ୍ଟାଙ୍ଗି,୯।୭(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ଠାରୁ ଅଳ୍ପ କିଛି ଦୂରରେ ଜାତୀୟ ରାଜପଥ ବିଭାଗ ପକ୍ଷରୁ ନୂତନ କରି ନିର୍ମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri