ଜୁନାଗଡ,୨୭।୯(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ଥାନା ଅଞ୍ଚଳରେ ଜଣେ ନର୍ସିଂ ଛାତ୍ରୀ ଗଣବଳାକତ୍ାର ଘଟଣାରେ ପୋଲିସ ବୁଧବାର ୮ଜଣଙ୍କୁ ଗିରଫ କରିଥିଲା । ଅନ୍ୟ ଜଣେ ନାବାଳକ ଏଥିରେ ସମ୍ପକ୍ତ ଥିବା ପୋଲିସ କହିଥିଲା। ଗୁରୁବାର ସମସ୍ତ ଅଭିଯୁକ୍ତଙ୍କୁ ଜୁନାଗଡ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରୀମାଇନା କରାଯାଇଥିଲା। ଏହା ପରେ ସନ୍ଧ୍ୟାରେ ନାବାଳକଙ୍କୁ ଛାଡି ୮ଜଣ ଅଭିଯୁକ୍ତଙ୍କୁ ଜୁନାଗଡ ଜେଏମ୍ଏଫସି କୋର୍ଟରେ ହାଜର କରାଯାଇଥିଲା। ଅଭିଯୁକ୍ତଙ୍କ ପକ୍ଷରୁ କୌଣସି ଓକିଲ କେସ୍ ଲଢ଼ୁ ନ ଥିବାରୁ ସମସ୍ତଙ୍କୁ ଧର୍ମଗଡ଼ ଉପଖଣ୍ଡ କାରାଗାରକୁ ପଠାଇ ଦିଆଯାଇଥିଲା। ସେହିପରି ନାବାଳକଙ୍କୁ ଭବାନୀପାଟଣା ଜୁଭେନାଇଲ ବୋର୍ଡରେ ହାଜର କରାଯାଇଛି।
ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ଗଣବଳାକତ୍ାର ଘଟଣାରେ ୬ ଜଣ ସମ୍ପୃକ୍ତ ରହିଥିଲେ। ସେମାନେ ହେଲେ ଜୁନାଗଡ ଥାନା ବକ୍ସିତୁଲସୀପାଲି ଗ୍ରାମର ଅମିତ ନାଏକ (୩୦), ପ୍ରକାଶ ନାଏକ ଓରଫ ଲୁକୁ (୨୨), ଶାନ୍ତ ନାଏକ (୨୪), ଲାବଣ୍ୟ ଛତ୍ରିିଆ(୨୧), ଅନିରୁଦ୍ଧ ଓରଫ ତରଙ୍ଗ ଛତ୍ରିଆ (୨୦) ଓ ଜଣେ ନାବାଳକ। ସେହିପରି ଭିଡିଓ ଭାଇରାଲ କରିଥିବା ଘଟଣାରେ ଜୁନାଗଡ ଥାନା ବକ୍ସିତୁଲସୀପାଲି ଗ୍ରାମର ବିନୋଦ ନାଏକ ଓରଫ ଘାଟୁ (୩୨), ସ୍ବୟମ୍ବର ବାଗ (୩୦) ଓ କୋକସରା ଥାନା ତେନ୍ତୁଲିପଡାର ଟିକମଣି ପୋଢ (୩୨)ଙ୍କୁ ମଧ୍ୟ ପୋଲିସ ଗିରଫ କରିଥିଲା।
Posted inଆମ ଜିଲା ଖବର, କଳାହାଣ୍ଡି View All
ମୋହନାରେ ନୂତନ ଥାନା ଅଧିକାରୀ
ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…
କିଡ୍ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍
ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…
୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା
ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…
ଏଣିକି ନିଜ ଲଢ଼େଇ ନିଜର
ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…
ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ
ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…
ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…
ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…
ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି
ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…
ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ
ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…
Archives

