ନର୍ସ ନୀହାରିକା ହତ୍ୟା ମାମଲା: ରାଜାଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଜଗତ୍‌ସିଂହପୁର ଅଫିସ,୨୪।୯: ନର୍ସ ନୀହାରିକା ପାତ୍ର ହତ୍ୟା ମାମଲା ପଛରେ ଆଉ କିଛି ଗୁମର ରହିଛି କି। ପ୍ରେମିକ କିଶୋର କୁମାର ଆଞ୍ଚଲ ଓରଫ ରାଜା ଏକାକି ଏହି ହତ୍ୟାକାଣ୍ଡ ଘଟାଇଥିବା ସ୍ବୀକାର କରିଥିଲେ ହେଁ ଏଥିରେ କେତେ ସତ୍ୟତା ରହିଛି। ଘର ମଧ୍ୟରେ ନୀହାରିକାଙ୍କୁ ତଣ୍ଟିଚିପି ହତ୍ୟା କରିବାବେଳେ ତାଙ୍କ ଚିତ୍କାର ପାଖ ପଡୋଶୀ ଜାଣିପାରିଲେନି କିପରି। ବର୍ଷାରାତିରେ ମୃତଦେହ ଅଖାରେ ବାନ୍ଧି ବାଇକରେ ନେଇ ୨୫ କିମି ଦୂର ନଦୀରେ ଫିଙ୍ଗିବା କାମ ସେ ଏକାକି କଲେ ନା ଏଥିରେ ଆଉ କିଏ ସମ୍ପୃକ୍ତ। ଏହି ଘଟଣା ଆକସ୍ମିକ ନା ଯୋଜନାବଦ୍ଧ। ଯଦିଓ ସମସ୍ତ କାର୍ଯ୍ୟ ରାଜା ଏକାକି କରିଥିବା ସ୍ବୀକାର କରିଛନ୍ତି, ତେବେ ଏଭଳି କିଛି ପ୍ରଶ୍ନ ରହିଛି ଯାହାର ଉତ୍ତର ଖୋଜିବା ପାଇଁ ପୋଲିସ ଉଦ୍ୟମ ଚଳାଇଛି। ଏଥିପାଇଁ ଅଧିକ ପଚରାଉଚରା କରିବାକୁ ବିରିଡ଼ି ପୋଲିସ ସୋମବାର ରାଜାଙ୍କୁ ୩ ଦିନିଆ ରିମାଣ୍ଡରେ ନେଇଛି। ଗତ ୨୧ ତାରିଖରେ ପୋଲିସ ୫ ଦିନିଆ ରିମାଣ୍ଡରେ ନେବା ପାଇଁ ଜଗତ୍‌ସିଂହପୁର ଏସ୍‌ଡିଜେଏମ୍‌ କୋର୍ଟରେ ଆବେଦନ କରିଥିଲା। ବିଚାରପତି ଋତୁପର୍ଣ୍ଣା ମିଶ୍ର ଆବେଦନକୁ ଗ୍ରହଣ କରି ରାଜାଙ୍କୁ ୩ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆୟୁଷ ରାଜ୍ୟର ସର୍ବକନିଷ୍ଠ ୱେବ୍‌ ଡିଜାଇନର

ନାକଟିିଦେଉଳ, ୧।୭ (ଡି.ଏନ୍‌.ଏ.) : ସମ୍ବଲପୁର ଜିଲା ନାକଟିଦେଉଳ ବ୍ଲକ ଜାମୁଯୋରି ପଞ୍ଚାୟତର ଦୁର୍ଗମ କୁଡ଼ାନାଳୀ ଗ୍ରାମର ସରୋଜ ରାଉତ ଓ ରଶ୍ମିତା ରାଉତଙ୍କ ୧୨...

ମେଡିକାଲ କାନ୍ଥ ଡେଇଁ କରୋନା ଆକ୍ରାନ୍ତ ଚମ୍ପଟ୍‌

ନବରଙ୍ଗପୁର,୬।୭(ଡି.ଏନ.ଏ.)-ନବରଙ୍ଗପୁରସ୍ଥିତ କୋଭିଡ୍‌ ହସ୍ପିଟାଲରୁ ଜଣେ କରୋନା ଆକ୍ରାନ୍ତ ଚମ୍ପଟ ମାରିଛନ୍ତି। ଏ ନେଇ ହସ୍ପିଟାଲ ସୁପରିଣ୍ଟେଣ୍ଡେଣ୍ଟ ସନ୍ତୋଷ କୁମାର ନାଗ ନବରଙ୍ଗପୁର ଥାନାରେ ଏତଲା ଦେଇଛନ୍ତି।...

ମନ୍ଦିରରୁ ମାଇକ୍‌ ଖୋଲିବା ହେଲା କାଳ: ବିଦ୍ୟୁତ୍‌ ତାର ନେଲା ଜୀବନ

ଯାଜପୁର ଅଫିସ୍‌,୧୩।୧୧: ଯାଜପୁର ଜିଲା କୋରାଇ ଥାନା ଶାଳକଣା ଗ୍ରମାରେ ଏକ ଅଭାବନୀୟ ଘଟଣା ଘଟିଛି। ମନ୍ଦିରରୁ ମାକଇକ୍‌ ସେଟ୍‌ ଖୋଳୁଥିବାବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ...

ଗୋଟିଏ ପ୍ରକଳ୍ପ, ଦୁଇଟି ଯୋଜନା

ସୋନପୁର,୨୭ା୬(ନି.ପ୍ର.): କରୋନା ପାଇଁ ଅନେକ ରୋଜଗାର ହରାଇଥିବା ବେଳେ ଶ୍ରମିକ ଶ୍ରେଣୀର ଲୋକେ ବିଶେଷ ଭାବେ ପ୍ରଭାବିତ ହୋଇଛନ୍ତି। ସୁବର୍ଣ୍ଣପୁର ଜିଲାର ୧୫ ହଜାରରୁ ଊର୍ଦ୍ଧ୍ୱ...

ହଜି ଯାଉଛିି ଶୈଶବ : ବହିବସ୍ତାନି କାନ୍ଧରେ ପରିବାର ବୋଝ

ପୁରୀ ଅଫିସ,୨ା୯: ଶିଶୁ ଦେଶର ଭବିଷ୍ୟତ। ଶିଶୁ ହସିଲେ ଦେଶ ହସିବ। ହେଲେ ଏବେ ଶିଶୁଙ୍କ କାନ୍ଧରେ ବହିବସ୍ତାନି ବଦଳରେ ପରିବାର ବୋଝ ଲଦି ହୋଇଯାଉଛି।...

ପାରାଦୀପରେ ହେବ ରାଜ୍ୟର ପ୍ରଥମ ଇଓସି

ପାରାଦୀପ,୧୦।୧ (ସ୍ବ.ପ୍ର.): ସମଗ୍ର ରାଜ୍ୟରେ ଥିବା ୩୫ ବୃହତ୍‌ ରାସାୟନିକ ଦୁର୍ଘଟଣା ପ୍ରବଣ କାରଖାନା ମଧ୍ୟରୁ ପାରାଦୀପରେ ୨୫ ପ୍ରତିଶତ ଅର୍ଥାତ୍‌ ୮ କାରଖାନା ଅଛି।...

ପହଞ୍ଚିପାରୁନି ପ୍ରକଳ୍ପ ପାଣି

ବଇଣ୍ଡା,୯ା୭(ଡି.ଏନ.ଏ.) ଚାଷ ଜମିକୁ ମାଡ଼ିବ ପାହାଡ଼ ପାଣି। ବର୍ଷସାରା ଫସଲ ଫଳାଇବେ ଚାଷୀ। ଏହି ଉଦ୍ଦେଶ୍ୟ ନେଇ ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜୟଗଡଠାରେ ପାହାଡରୁ...

ବନ୍ଧୁକ ମୁନରେ ଲୁଟିନେଲେ ୨୩ ଲକ୍ଷ

ଖୋର୍ଦ୍ଧା ଅଫିସ,୨୪।୧: ଖୋର୍ଦ୍ଧା ଆଦର୍ଶ ଥାନା ସତ୍ୟସାଇ ମନ୍ଦିର ରାସ୍ତାରେ ଶୁକ୍ରବାର ଲୁଟ ହୋଇଛି। ୨୩ ଲକ୍ଷ ଏଲ୍‌ଆଇସି ବୀମା ଟଙ୍କା ବ୍ୟାଙ୍କରେ ଜମା କରିବା...

Advertisement
Archives

Model This Week