ନାଲକୋ ପ୍ଲାଣ୍ଟରେ ପୋଡ଼ି ହୋଇଯାଇଥିବା ଶ୍ରମିକଙ୍କ ମୃତ୍ୟୁ

ଅନୁଗୋଳ ଅଫିସ,୧।୮: ନାଲକୋ ସ୍ମେଲଟର ପ୍ଲାଣ୍ଟ ପରିସରରେ ଗତ୨୩ ତାରିଖରେ ଏକ ଦୁର୍ଘଟଣାରେ ଆହତ ହୋଇଥିବା ଶ୍ରମିକଙ୍କ ଗୁରୁବାର ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣାରେ ୪ଜଣ ଶ୍ରମିକ ଗୁରୁତର ଆହତ ହୋଇଥିବା ବେଳେ ସେମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଚିକିତ୍ସା କରାଯାଉଥିଲା। ହେଲେ ସେମାନଙ୍କ ମଧ୍ୟରୁ ମୁନ୍ଧୁର ମିଥୁନ ନାଥ ନାମକ ଜଣେ ଶ୍ରମିକଙ୍କ ଗୁରୁବାର ଦିଲ୍ଲୀ ହସ୍ପିଟାଲରେ ଚିକିତ୍ସିତ ଅବସ୍ଥାରେ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁ ଖବର ଶୁଣିବା ପରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ଅପରପକ୍ଷରେ ମୃତକଙ୍କ ପରିବାରର ଜଣେ ସଦସ୍ୟଙ୍କୁ ନାଲକୋରେ ନିଯୁକ୍ତି ଓ କ୍ଷତିପୂରଣ ଦେବା ପାଇଁ ବିଭିନ୍ନ ଶ୍ରମିକ ସଂଘ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣା ହୋଇଛି ପାଣି ଦିଅ କହି ଘରେ ପଶିଲେ, ବନ୍ଧୁକ ଭୁଜାଲି ବେକରେ ଲଗାଇ ଲୁଟିନେଲେ ସର୍ବସ୍ବ

ପାଟଣା,୧ା୨(ବୀର କିଶୋର ଦାଶ): ଦୁର୍ଘଟଣା ହୋଇଛି ପାଣି ଦିଅ କହି ପ୍ରଥମେ ଘରର ରୋଷେୟାକୁ ମାଡ଼ ମାରିବା ସହ ବାନ୍ଧି ପକାଇବା ପରେ ଉପର ମହଲାକୁ ଯାଇ…

Budget 2026: ଲଗାତାର ୯ମ ଥର ବଜେଟ୍ ଆଗତ କରି ରେକର୍ଡ କଲେ ନିର୍ମଳା ସୀତାରମଣ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରି ଏକ ନୂତନ ଇତିହାସ ରଚିଛନ୍ତି। ସେ ଭାରତର ପ୍ରଥମ ଅର୍ଥମନ୍ତ୍ରୀ…

ଏକାଗ୍ର ମନ, ତୀକ୍ଷ୍ଣ ଦୃଷ୍ଟି: ବଜେଟ ଭାଷଣ ସମୟରେ ଏମିତି ଟେବୁଲ ବାଡେଇଲେ ମୋଦି, ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧।୨: ସଂସଦୀୟ କାର୍ଯ୍ୟକାଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତି ସର୍ବଦା ପ୍ରଭାବଶାଳୀ, କିନ୍ତୁ ବଜେଟ ଦିବସରେ ତାଙ୍କର ଗମ୍ଭୀରତା ଏକ ଭିନ୍ନ ସ୍ତରକୁ ପହଞ୍ଚେ। ଅର୍ଥମନ୍ତ୍ରୀ ନିର୍ମଳା…

ରୋହିତ ସେଟ୍ଟୀଙ୍କ ଘର ବାହାରେ ଫାୟାରିଂ, ପହଞ୍ଚିଲା ମୁମ୍ବାଇ ପୋଲିସ 

ମୁମ୍ବାଇ: ବଲିଉଡର ଖ୍ୟାତନାମା ଫିଲ୍ମ ନିର୍ମାତା ତଥା ନିର୍ଦ୍ଦେଶକ ରୋହିତ ସେଟ୍ଟୀଙ୍କୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। ଶନିବାର ବିଳମ୍ବିତ ରାତିରେ ତାଙ୍କ ଘର ବାହାରେ…

ଭଡ଼ାଘରୁ ମିଳିଲା ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ, ମହାବିଦ୍ୟାଳୟର ପଛ ପଟେ…

ଖୋର୍ଦ୍ଧା,୧ା୨(ପ୍ରଭାତ ପାଣିଗ୍ରାହୀ): ଭଡ଼ାଘରୁ ଜଣେ ଅଧ୍ୟାପିକାଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଛି। ଖୋର୍ଦ୍ଧା ଜିଲା ବୋଲଗଡ଼ ପରମାନନ୍ଦ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ଅଧ୍ୟାପିକା ବର୍ଷା ରାଣୀ ଗଜେନ୍ଦ୍ରଙ୍କ…

ଫେବୃଆରୀ ୬ରୁ ରାମଚଣ୍ଡୀ ମହୋତ୍ସବ: ଦର୍ଶକଙ୍କ ମନମୋହିବ…

ଗଞ୍ଜାମ,୧।୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡା ପଞ୍ଚାୟତର ନୀଳାଦ୍ରିପୁରସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀଙ୍କ ଶକ୍ତିପୀଠରେ ଫେବୃଆରୀ ୬, ୭ ଓ ୮ ତାରିଖ ୩ଦିନ ଧରି…

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri