Posted inଜାତୀୟ

ନଳିନୀଙ୍କ ପାରୋଲ ଅବଧି ବୃଦ୍ଧି ପାଇଁ ମନା କଲେ କୋର୍ଟ

ଚେନ୍ନାଇ,୧୨।୯: ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କ ହତ୍ୟାକାଣ୍ଡର ଦୋଷୀ ନଳିନୀଙ୍କ ପାରୋଲ ଅବଧି ବୃଦ୍ଧି କରିବାକୁ ମାଡ୍ରାସ ହାଇକୋର୍ଟ ମନା କରି ଦେଇଛନ୍ତି। ପୂର୍ବରୁ ୨୨ ଅଗଷ୍ଟରେ ମାଡ୍ରାସ ହାଇକୋର୍ଟ ରାଜୀବ ଗାନ୍ଧୀ ହତ୍ୟାକାଣ୍ଡର ୭ ଦୋଷୀଙ୍କ ମଧ୍ୟରୁ ନଳିନୀଙ୍କ ପାରୋଲ ଅବଧିକୁ ୩ ସପ୍ତାହ ବୃଦ୍ଧି କରିଥିଲେ। ସେତେବେଳେ ନଳିନୀ ଗୋଟିଏ ମାସ ପାଇଁ ପାରୋଲା ଆବେଦନ କରିଥିଲେ। କାରଣ ଏହି ସମୟ ମଧ୍ୟରେ ସେ ତାଙ୍କ ଝିଅର ବିବାହ ପ୍ରସ୍ତୁତି କରିପାରିବେ ବୋଲି ଦର୍ଶାଇଥିଲେ। ଏଥର ପୁଣି ଥରେ ଏହି ଅବଧିକୁ ୧୫ ଅକ୍ଟୋବର ପର୍ଯ୍ୟନ୍ତ ବୃଦ୍ଧି କରିବାକୁ ସେ ଆବେଦନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଖଣ୍ଡପୀଠରେ ସାବରିମାଲା ମାମଲାର ହେବ ବିଚାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୪।୧୧: ସାବରିମାଲା ମାମଲାର ବିଚାର ଏଣିକି ବଡ଼ ଖଣ୍ଡପୀଠରେ କରାଯିବ ବୋଲି ଗୁରୁବାର ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ବିଚାର ପ୍ରଧାନ ବିଚାରପତି ରଞ୍ଜନ...

ଚିଟ୍‌ଫଣ୍ଡ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧ା୮: ଚିଟ୍‌ଫଣ୍ଡ (ସଂଶୋଧନ) ବିଲ୍‌, ୨୦୧୯ ପାର୍ଲାମେଣ୍ଟରେ ଆଗତ କରିବା ଲାଗି କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ବିଲ୍‌ ପାସ୍‌ ହେଲେ...

ଇଂଲଣ୍ଡରୁ ଫେରିଲେ ଟିଏମ୍‌ସି ଏମ୍‌ପି: ଏବେ ପରିବାରଠାରୁ ୭ଦିନ ଯାଏଁ ରହିବେ ଅଲଗା

କୋଲକାତା,୧୮।୩: କୋଲକାତାର ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ମଙ୍ଗଳବାର ଇଂଲଣ୍ଡରୁ ଭାରତକୁ ଫେରିଛନ୍ତି। କୋଲକାତା ବିମାନବନ୍ଦରରେ ପହଞ୍ଚିବା ପରେ...

ତିରୁପତି ତିରୁମାଲା ମନ୍ଦିରର ଦୈନିକ ନିର୍ଘଣ୍ଟରେ ହସ୍ତକ୍ଷେପ କରିବାକୁ ମନା କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୬।୧୧: ଦକ୍ଷିଣ ଭାରତର ପ୍ରସିଦ୍ଧ ମନ୍ଦିର ତିରୁପତି ତିରୁମାଲାର ଦୈନିକ ନିର୍ଘଣ୍ଟରେ ହସ୍ତକ୍ଷେପ କରିବାକୁ ସୁପ୍ରିମ୍‌କୋର୍ଟ. ମନା କରିଛନ୍ତି। କୋର୍ଟ କହିଛନ୍ତି ମନ୍ଦିରରେ ଆରତି କିପରି...

ସିଦ୍ଧୁଙ୍କୁ ଆଉ ଏକ ଝଟକା

ଚଣ୍ଡିଗଡ଼,୯ା୬-ପଞ୍ଜାବ ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିବା ନବଜ୍ୟୋତ୍‌ ସିଂ ସିଦ୍ଧୁଙ୍କୁ ଆଉ ଏକ ଝଟକା ଲାଗିଛି। ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସରକାରୀ...

ଦିଲ୍ଲୀରେ ଶେଷ ହେଲା ଅକ୍ସିଜେନ ସମସ୍ୟା

ନୂଆଦିଲ୍ଲୀ, ୭ା୫ : ଦିଲ୍ଲୀରେ ଅକ୍ସିଜେନ ଅଭାବ ଶେଷ ହୋଇଥିବା ଶୁକ୍ରବାର ସ୍ପଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ। ପୂରା ସହରକୁ ୩ ମାସ ମଧ୍ୟରେ...

ପଶ୍ଚିମବଙ୍ଗରେ ଭାଜପାକୁ ପୁଣି ଏକ ଝଟ୍‌କା

କୋଲକତା,୧।୧୦: ପଶ୍ଚିମବଙ୍ଗରେ ଭାରତୀୟ ଜନତା ପାର୍ଟିକୁ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗୁଛି। ଏବେ ରାଇଗଞ୍ଜ ଭାଜପା ବିଧାୟକ କୃଷ୍ଣ କଲ୍ୟାଣୀ ଦଳରୁ ଇସ୍ତଫା ଦେଇଛନ୍ତି।...

୮ ବର୍ଷରେ ୪୪ ଦୋଷୀଙ୍କ ୩୨ ରାଜକ୍ଷମା ଖାରଜ: ୩ଙ୍କୁ ଦିଆଯାଇଛି ଫାଶୀ

ନୂଆଦିଲ୍ଲୀ,୧୯।୧: ନିର୍ଭୟା ଦୋଷୀଙ୍କୁ ଫାଶୀ କେବେ ଦିଆଯିବ ସେ ନେଇ ସମ୍ପ୍ରତି ଦେଶବ୍ୟାପି ଚର୍ଚ୍ଚା ଜାରି ରହିଛି। ନିର୍ଭୟା ଦୋଷୀଙ୍କ ମଧ୍ୟରୁ ମୁକେଶ ସିଂଙ୍କ ରାଜକ୍ଷମା...

Advertisement


Archives

Model This Week