ନସିରୁଦ୍ଦିନ-ଅନୁପମଙ୍କ ବିବାଦକୁ ନେଇ ଟୁଇଟ୍‌ କଲେ ରାହୁଲ

ମୁମ୍ବାଇ: ବଲିଉଡ୍‌ର ଦୁଇ ବରିଷ୍ଠ ଅଭିନେତା ନସିରୁଦ୍ଦିନ ଶାହା ଓ ଅନୁପମ ଖେର ଏବେ ଅଛନ୍ତି ଚର୍ଚ୍ଚାରେ। ନିକଟରେ ନସିରୁଦ୍ଦିନ ଶାହା ଏକ ସାକ୍ଷାତ୍‌କାରରେ ଅଭିନେତା ଅନୁପମ ଖେରଙ୍କୁ ପରିହାସକାରୀ ବ୍ୟକ୍ତି ବୋଲି କହିଥିଲେ। ଆଉ ଅନୁପମ ଏକ ଭିଟିଓ ଟୁଇଟ୍‌ କରି ଏହାର କଡା ଜବାବ ଦେଇଥିଲେ। ଏମିତି କଥାକୁ ନେଇ ଏବେ ଚର୍ଚ୍ଚାରେ ଏହି ଦୁଇ ଅଭିନେତା। ଏବେ ଏମାନଙ୍କ ଏହି ଓ୍ବାରକୁ ଦେଖି ଲୋକଙ୍କର ଭିନ୍ନ ଭିନ୍ନ ପ୍ରତିକ୍ରିୟା ଆସୁଛି। ଏଥିରୁ ବାଦ୍‌ ପଡି ନାହାନ୍ତି ବଲିଉଡ୍‌ ସେଲିବ୍ରିଟି। ଏହି କ୍ରମରେ ବଲିଉଡ୍‌ ନିର୍ଦ୍ଦେଶକ ରାହୁଲ ଢୋଲକିଆ ନସିରୁଦ୍ଦିନ ଶାହା ଓ ଅନୁପମ ଖେରଙ୍କ ବିବାଦକୁ ନେଇ ଟୁଇଟ୍‌ କରିଛନ୍ତି ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଅବଶ୍ୟ ରାହୁଲ ଉଭୟଙ୍କୁ ଖୁବ୍‌ ସମ୍ମାନ ଦେବା ସହ ଉଭୟଙ୍କ ପ୍ରତିଭାକୁ ମଧ୍ୟ ପ୍ରଶଂସା କରିଛନ୍ତି। ଆଉ ଏମାନଙ୍କ ବିବାଦ ଦୁର୍ଭାଗ୍ୟପୂର୍ଣ୍ଣ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପିକାଙ୍କୁ ଜଣେ ୟୁଜର ଦେଲେ ଏପରି ଅଶ୍ଳୀଳ ମେସେଜ, ବୁଦ୍ଧି ଶିଖାଇଲେ ଅଭିନେତ୍ରୀ

ମୁମ୍ବାଇ: ଆଜିକାଲି କୌଣସି କାରଣକୁ ନେଇ ବଲିଉଡ୍‌ ଷ୍ଟାରମାନେ ଟ୍ରୋଲ ହେଉଛନ୍ତି। ମାତ୍ର କିଛି ଷ୍ଟାର ଟ୍ରୋଲର କଡ଼ା ଜବାବ ରଖି ୟୁଜରମାନଙ୍କୁ ଉଚିତ୍‌ ଶିକ୍ଷା...

ସନି ଲିଓନଙ୍କ ପାଖରେ ରହିଛି ଏସବୁ ଦାମୀ ଗାଡ଼ି

ମୁମ୍ବାଇ: ସନି ଲିଓନଙ୍କୁ କିଏ ବା ନ ଜାଣେ। ପିଲାଙ୍କଠାରୁ ଆରମ୍ଭ କରି ଯୁବପିଢ଼ି ପର୍ଯ୍ୟନ୍ତ ସମସ୍ତେ ତାଙ୍କୁ ଉଣା ଅଧିକେ ଜାଣିଛନ୍ତି। ତାଙ୍କ ଗୀତ...

ପ୍ରଭାସଙ୍କ ମା’ ହେବେ ଭାଗ୍ୟଶ୍ରୀ

ଫିଲ୍ମ ‘ମୈନେ ପ୍ୟାର କିୟା’ ରେ ନିଜର ସୌନ୍ଦର୍ଯ୍ୟ ଓ ସୁନ୍ଦର ଅଭିନୟ ଦ୍ୱାରା ଦର୍ଶକ ହୃଦୟରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି...

ପ୍ରିୟଙ୍କାଙ୍କୁ ଭାରି ପଡ଼ିଲା ସମୁଦ୍ରକୂଳ ରୋମାନ୍ସ

ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା କିଛିଦିନ ତଳେ ମିଆମୀରେ ତାଙ୍କ ଜନ୍ମଦିନ ପାଳିଥିଲେ। ଏହି ସମୟର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଥିଲେ। ଫଟୋରେ...

ପୁଣି ଫ୍ୟାଶନ୍‌ର ଜଲଓ୍ବା ଦେଖାଇଲେ ସଚିନଙ୍କ ଝିଅ

ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ଝିଅ ସାରା ପୁଣି ନିଜ ଫ୍ୟାଶନର ଜଲଓ୍ବା ଦେଖାଇଛନ୍ତି। ସବୁବେଳେ ନିଜର ନିଆରା ଷ୍ଟାଇଲକୁ ନେଇ ଚର୍ଚ୍ଚାରେ ରହୁଥିବା ସାରା...

ଗୋଟିଏ ଦିନ ଶୁଟିଂ ପାଇଁ ୧.୫ କୋଟି ଟଙ୍କା ନିଅନ୍ତି ଏହି ଅଭିନେତ୍ରୀ: ରୋଜଗାରକୁ ନେଇ ଉଠିଛି ବିବାଦ

ବମ୍ବେ: ଅଭିନେତ୍ରୀ କଙ୍ଗନା ରାଣାଓ୍ବତଙ୍କୁ ବଲିଉଡ୍‌ର କୁଇନ୍‌ କୁହାଯାଏ। ଅଭିନୟ କରିଥିବା ପ୍ରତିଟି ଫିଲ୍ମରେ ସେ ନିଜର ସ୍ବତନ୍ତ୍ର ଛାପ ଛାଡ଼ିଥାନ୍ତି। ପ୍ରଥମେ ନେପୋଟିଜିମ୍‌ ଆଉ...

ରାଜନୀତି ବିଜ୍ଞାନରେ ପାଠ ପଢୁଥିଲେ ଏହି ଅଭିନେତ୍ରୀ, ମାତ୍ର ୩ଟି ଫିଲ୍ମରେ ବଦଳିଗଲା କ୍ୟାରିୟର୍‌

ବଲିଉଡ ଅଭିନେତ୍ରୀ ସାରା ଅଲି ଖାନ ବୁଧବାର ୨୫ ତମ ଜନ୍ମଦିନ ପାଳନ କରୁଛନ୍ତି। ସୈଫ ଅଲି ଖାନ ଏବଂ ଅମୃତା ସିଂଙ୍କ ଝିଅ ସାରା...

‘ଛାଡପତ୍ର ପରେ ପୁଣି କୋଳାଗ୍ରତ’

ବଲିଉଡର ମିଷ୍ଟର ପରଫେକ୍ଟନିଷ୍ଟ ଅମିର ଖାନ ନିକଟରେ ତାଙ୍କ ପୂର୍ବତନ ସ୍ତ୍ରୀ କିରଣ ରାଓଙ୍କ ସହ ପୁଣିଥରେ ନଜର ଆସିଥିଲେ। ମୁମ୍ବାଇର ବାନ୍ଦ୍ରା ଅଞ୍ଚଳରେ ଉଭୟ...

Advertisement
Archives

Model This Week