Posted inଖେଳ

ନାଇଟ୍‌ ଉପାଧି ଗ୍ରହଣ କଲେ ସାର୍‌ ଆଣ୍ଡ୍ର୍ୟୁ ଷ୍ଟ୍ରସ୍‌

ଲଣ୍ଡନ, ୧୬।୧- ଇଂଲଣ୍ଡ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଆଣ୍ଡ୍ର୍ୟୁ ଷ୍ଟ୍ରସ୍‌ ବ୍ରିଟେନ୍‌ର ସର୍ବୋଚ୍ଚ ସମ୍ମାନ ‘ନାଇଟ୍‌ ଉପାଧି’ ଗ୍ରହଣ କରିଛନ୍ତି। ଫଳରେ ଏବେ ତାଙ୍କ ନାମ ପୂର୍ବରୁ ‘ସାର୍‌’ ଲାଗିଛି। ଲଣ୍ଡନସ୍ଥିତ ବକିଙ୍ଗ୍‌ହାମ୍‌ ପ୍ୟାଲେସ୍‌ରେ ଅନୁଷ୍ଠିତ ଏକ ସମ୍ବର୍ଦ୍ଧନା ଉତ୍ସବରେ ପ୍ରିନ୍ସ ଓ୍ବିଲିୟମ୍ସ ତାଙ୍କୁ ଏହି ଉପାଧି ପ୍ରଦାନ କରିଥିଲେ। ଗତ ମେ’ରେ ପୂର୍ବତନ ପ୍ରଧାନମନ୍ତ୍ରୀ ଥେରେସା ନାଇଟ୍‌ ଉପାଧି ପାଇଁ ଷ୍ଟ୍ରସ୍‌ଙ୍କୁ ମନୋନୀତ କରିଥିଲେ। ୪୨ ବର୍ଷୀୟ ଷ୍ଟ୍ରସ୍‌ ୨୦୦୪ରୁ ୨୦୧୨ ପର୍ଯ୍ୟନ୍ତ ଇଂଲଣ୍ଡ ପକ୍ଷରୁ ୧୦୦ ଟେଷ୍ଟ ମ୍ୟାଚ୍‌ରେ ପ୍ରତିନିଧିତ୍ୱ କରି ୭ ହଜାରରୁ ଊର୍ଦ୍ଧ୍ୱ ରନ୍‌ ସଂଗ୍ରହ କରିଛନ୍ତି। ଦୁଇଥର ଆଶେସ୍‌ ବିଜୟୀ ଇଂଲଣ୍ଡ ଦଳର ସେ ନେତୃତ୍ୱ ନେଇଥିଲେ। ସେହିଭଳି ସେ ୧୨୭ ଦିନିକିଆରୁ ୪୨୦୫ ରନ୍‌ ଏବଂ ୪ ଟି୨୦ ମ୍ୟାଚ୍‌ରୁ ୭୩ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଆଜି ଭାରତ-ଇଂଲଣ୍ଡ ମ୍ୟାଚ୍‌: ବୈଭବଙ୍କ ଉପରେ ଇଂଲଣ୍ଡ ଅଧିନାୟକ ବଡ଼ ବୟାନ, ଦେଲେ

ଚେଷ୍ଟର ଲେ ଷ୍ଟ୍ରିଟ,୧।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ T20 ସିରିଜର ପ୍ରଥମ ମ୍ୟାଚ୍‌ ଜୁଲାଇ ୧ ତାରିଖ ଅର୍ଥାତ୍‌ ଆଜି ଖେଳାଯିବ। ଖେଳ ପୂର୍ବରୁ, ଇଂଲଣ୍ଡ…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଦେଶରେ ଛୁଟି ଘୋଷଣା କଲେ ରାଷ୍ଟ୍ରପତି, କାହିଁକି ଜାଣନ୍ତୁ…

ଆସୁନସିଅନ,୩୦ା୬: ଫିଫା ବିଶ୍ୱକପ୍‌ର ରାଉଣ୍ଡ ଅଫ୍‌-୩୨ ମ୍ୟାଚ୍‌ରେ ଜର୍ମାନୀକୁ ପରାସ୍ତ କରି ପାରାଗୁଏ ବିପର୍ଯ୍ୟୟ ଘଟାଇବା ପରେ ଦେଶରେ ଛୁଟି ଘୋଷଣା କରାଯାଇଛି। ଆଧୁନିକ ବିଶ୍ୱକପ୍‌ ଇତିହାସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri