Posted inଜାତୀୟ

ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ: ହଜାରେରୁ ଅଧିକ ବୈଜ୍ଞାନିକ-ବୁଦ୍ଧିଜୀବୀ କଲେ ସ୍ବାକ୍ଷର

ନୂଆଦିଲ୍ଲୀ,୯।୧୨: ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ କରି ଦେଶର ହଜାରେରୁ ଅଧିକ ବୈଜ୍ଞାନିକ-ବୁଦ୍ଧିଜୀବୀ ସ୍ବାକ୍ଷର କରିଛନ୍ତି। ଏହା ଦ୍ୱାରା ଦେଶର ସମ୍ବିଧାନର ମୂଳ ସ୍ବରୂପ ହଜି ଯିବାର ଆଶଙ୍କା ଥିବା ସେମାନେ କହିଛନ୍ତି। ଭାରତୀୟ ସମ୍ବିଧାନ ସବୁବେଳେ ଧର୍ମ ନିରପେକ୍ଷତାକୁ ଗୁରୁତ୍ୱ ଦେଇଥାଏ। ତେବେ ନାଗରିକତା ସଂଶୋଧନ ବିଲ୍‌ ଦ୍ୱାରା ଏହା ବ୍ୟାହତ ହେବାର ଆଶଙ୍କା ରହିଛି। ସମ୍ବିଧାନର ଅନୁଚ୍ଛେଦ ୧୪ ଅନୁସାରେ ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ସଭିଏଁ ଆଇନ ଆଗରେ ସମାନ। ତେବେ ନାଗରିକତା ସଂଶୋଧନ ବିଲ୍‌ ଏହା ବିରୋଧରେ କାର୍ଯ୍ୟ କରିବ ବୋଲି ସେମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାସକରେ ୩ ଥର ତୁଷାରପାତ: ଘରୁ ବାହାରି ପାରୁନାହାନ୍ତି ଲୋକେ

ପଟାଙ୍ଗି,୮ା୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦରମହକୁମାରେ ଶୀତ ଦିନକୁ ଦିନ ବଢ଼ିବାରେ ଲାଗିଥିବାବେଳେ ଅପରାହ୍ନ ପରେ ଘରୁ ବାହାରିବା ପାଇଁ ଲୋକେ...

୬,୬,୬,୬,୬,୬,୬,୬,୬ ବିଜୟ ହଜାରେ ଟ୍ରଫିରେ ଛକା ବର୍ଷା କଲେ ହାର୍ଦ୍ଦିକ ପାଣ୍ଡ୍ୟା, ମାତ୍ର ୧୯ ବଲରେ…

ନୂଆଦିଲ୍ଲୀ,୮।୧: ଭାରତର ଡ୍ୟାସିଂ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ବରୋଦା ପାଇଁ ଚଣ୍ଡିଗଡ଼ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିଲେ। ଜାନୁଆରୀ ୮...

ପୋଷ୍ଟ ଅଫିସ୍‌ ଜମାଖାତାରୁ ଟଙ୍କା ଗାଏବ: ଫେରାଇବା ଦାବିରେ ଜମାକାରୀ…

ବୌଦ୍ଧ,୮ା୧(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ସରସରା ଗ୍ରାମରେ ଥିବା ପୋଷ୍ଟ ଅଫିସରେ ଜମାଖାତାରୁ ଟଙ୍କା ଗାଏବ ହୋଇଥିବା ଜମାକାରୀମାନେ ଅଭିଯୋଗ କରିଛନ୍ତ।...

ଲୁଟ୍‌ ପରେ ଚୋରି ଅଳଙ୍କାରକୁ ଘର ପଛପଟେ ଲୁଚାଇ ରଖିଥିଲେ ଦୁର୍ବୃତ୍ତ, ଅଚାନକ ଚଢାଉ କଲା ପୋଲିସ

ଖୋର୍ଦ୍ଧା,୮।୧(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ନୂଆ ବସଷ୍ଟାଣ୍ଡ ମାର୍କେଟ କମ୍ପ୍ଲେକ୍ସ ଏକ ସୁନା ଦୋକାନରୁ ସୁନା ଅଳଙ୍କାର ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ଖୋର୍ଦ୍ଧା ଆଦର୍ଶ ଥାନା...

ସୁଭଦ୍ରା ଟଙ୍କା ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା, ଚଳିତ ସପ୍ତାହରେ…

ଭୁବନେଶ୍ବର,୮ା୧: ଚଳିତ ସପ୍ତାହରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ତେବେ ଚଳିତ ଥର ୪ ଲକ୍ଷ...

ବସକୁ ସାଇଡ ଦେଇ ଭାରସାମ୍ୟ ହରାଇ ଓଲଟିଲା ପିକଅପ୍, ଡ୍ରାଇଭର…

ମୋହନା,୮ା୧( ମନ୍ମଥ ମିଶ୍ର ): ଅଡବା ଥାନା ଅନ୍ତର୍ଗତ ଖାରୀଗୁଡା ଗାଁରେ ସଡ଼କ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ତେଲ ବୋଝେଇ ପିକଅପ୍ ।...

ପୁଅ ଗୋଲାର କଥା ଶୁଣି କାହିଁକି କାନ୍ଦିଲେ ଭାରତୀ? କାରଣ ଜାଣିବା ପରେ ଆପଣବି….

ନୂଆଦିଲ୍ଲୀ,୮ା୧: ଭାରତୀ ସିଂ ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଏବଂ ବୃତ୍ତିଗତ ଜୀବନ ପାଇଁ ଚର୍ଚ୍ଚାରେ ରହିଛନ୍ତି । କମେଡି କୁଇନ୍ ଏକ ନୂତନ ଭ୍ଲଗ୍ ସେୟାର...

IPAC କାର୍ଯ୍ୟାଳୟରେ ED ଚଢ଼ାଉ: ରେଡ୍‌ ସ୍ଥଳରେ ପହଞ୍ଚିଲେ ମମତା ବାନାର୍ଜୀ, ସ୍ବରାଷ୍ଟ୍ର ମନ୍ତ୍ରୀଙ୍କ ଉପରେ ପ୍ରବଳ ବର୍ଷି କହିଲେ…

କୋଲକାତା,୮ା୧: ଗୁରୁବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED) କୋଲକାତାରେ IPAC ମୁଖ୍ୟ ପ୍ରତୀକ ଜୈନଙ୍କ ଘରେ ଚଢ଼ାଉ କରିଛି। ଏହି ଚଢ଼ାଉ କୋଇଲା ଦୁର୍ନୀତି ସମ୍ପର୍କରେ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri