Posted inଜାତୀୟ

ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ:ଗୁଆହାଟୀ-ଦିବ୍ରୁଗଡରେ ବାତିଲ ହେଲା ପରୀକ୍ଷା

ଗୁଆହାଟୀ,୧୦।୧୨: ଲୋକ ସଭାରେ ନାଗରିକତା ସଂଶୋଧନ ବିଲ୍‌ ପାସ୍‌ ହୋଇଯାଇଛି। ହେଲେ ଏହି ବିଲ୍‌କୁ ଆସାମରେ ବିରୋଧ କରାଯାଉଛି। ନର୍ଥ ଇଷ୍ଟ ଷ୍ଟୁଡେଣ୍ଟ ଅର୍ଗାନାଇଜେଶନ୍‌(ଏନ୍‌ଇଏସ୍‌ଓ) ଓ ଅଲ୍‌ ଆସାମ ଷ୍ଟୁଡେଣ୍ଟ ୟୁନିୟନ(ଏଏଏସ୍‌ୟୁ) ପକ୍ଷରୁ ମଙ୍ଗଳବାର ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ଏଥିଯୋଗୁ ଗୁଆହାଟୀ, ଦିବ୍ରୁଗଡ ଓ କଟନ୍‌ ୟୁନିଭର୍ସିଟିର ସମସ୍ତ ପରୀକ୍ଷାକୁ ବାତିଲ କରାଯାଇଛି। ଏଥିସହ ସହରର ସମସ୍ତ ଦୋକାନ ବଜାର ମଧ୍ୟ ବନ୍ଦ ରହିଥିବା ଦେଖିବାକୁ ମିଳିଛି। ଏନ୍‌ଇଏସ୍‌ଓର ଏହି ଆନ୍ଦୋଳନକୁ କେତେକ ସଂଗଠନ ଓ ରାଜନୈତିକ ଦଳ ନିଜର ସମର୍ଥନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଭୟା ମାମଲାକୁ ନେଇ ଆନ୍ନାଙ୍କ ମୌନବ୍ରତ

ପୁଣେ, ୨୧ା୧୨ (ପି.ଟି.): ନିର୍ଭାୟା ଗଣବଳାତ୍କାର, ହତ୍ୟା ମାମଲାର ତ୍ୱରିତ ଶୁଣାଣି ସହ ପୀଡ଼ିତାଙ୍କ ପରିବାରକୁ ଶୀଘ୍ର ନ୍ୟାୟ ପ୍ରଦାନ ଦାବିରେ ସାମାଜିକ କର୍ମୀ ଆନ୍ନା...

ଶ୍ରୀଲଙ୍କାକୁ ୧୫ ହଜାର ଲିଟର କିରୋସିନ ପଠାଇଲା ଭାରତ, ୭ ଶହ ଧୀବରଙ୍କୁ ମିଳିବ ସହାୟତା…

ନୂଆଦିଲ୍ଲୀ/କଲମ୍ବୋ, ୩୧।୫ : ସ୍ବାଧୀନତା ପରଠାରୁ ଶ୍ରୀଲଙ୍କା ସବୁଠୁ ବଡ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହୋଇ...

ଅଯୋଗ୍ୟ ଘୋଷିତ ବିଧାୟକଙ୍କୁ ଦିଆ ନ ଯାଉ ଲଢ଼ିବା ସୁଯୋଗ

ନୂଆଦିଲ୍ଲୀ, ୨୩।୬: ମହାରାଷ୍ଟ୍ରରେ ରାଜନୈତିକ ସଙ୍କଟ ଜାରି ରହିଥିବାବେଳେ ସୁପ୍ରିମକୋର୍ଟରେ ଏକ ପୁରୁଣା ମାମଲା ଉପରେ ବୁଧବାର ପିଟିଶନ ଦାଖଲ କରାଯାଇଛି। ବିଧାନସଭା ବାଚସ୍ପତିଙ୍କ ଦ୍ୱାରା...

ସଂସ୍କୃତ ସ୍କୁଲରେ ଗାୟତ୍ରୀ ମନ୍ତ୍ରୋଚ୍ଚାରଣ ଶିଖୁଛନ୍ତି ମୁସଲମାନ୍‌ ଛାତ୍ରୀଛାତ୍ର

ଜୟପୁର,୧୫।୭: ଶିକ୍ଷାର କୌଣସି ଧର୍ମ ନାହିଁ। ଏହା ଅଜ୍ଞାନ ରୂପକ ଅନ୍ଧକାର ଦୂର କରି ଜ୍ଞାନର ଜ୍ୟୋତି ଜଳାଇଥାଏ। ଏହାର ଉଦାହରଣ ପାଲଟିଛି ରାଜସ୍ଥାନ ଜୟପୁରରେ...

ସୁଶାନ୍ତଙ୍କ ମୃତ୍ୟୁ ମାମଲା : ଚାର୍ଜଶିଟ୍‌ରେ ଦୀପିକା, ଶ୍ରଦ୍ଧା, ସାରା

ନୂୂଆଦିଲ୍ଲୀ,୫।୩ : ସ୍ବର୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ସହ ଜଡ଼ିତ ଡ୍ରଗ୍ସ କାରବାର ମାମଲାରେ ଶୁକ୍ରବାର ଚାର୍ଜ ଶିଟ୍‌ ଦାଖଲ କରିଛି ନାର୍କୋଟିକ୍‌...

ରାହୁଲଙ୍କୁ ମନେଇବାକୁ ଘରେ ପହଞ୍ଚିଲେ ପ୍ରିୟଙ୍କାଙ୍କ ସମେତ ଆଉ କେତେଜଣ କଂଗ୍ରେସ ନେତା

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନର୍ବାଚନରେ ଖରାପ ପ୍ରଦର୍ଶନ ପରେ ଏବେ କଂଗ୍ରେସରେ ଏକ ପ୍ରକାର ଝଡ଼ ସୃଷ୍ଟି ହୋଇଥିବା ଦେଖାଯାଇଛି। ଏହାକୁ ନେଇ କଂଗ୍ରେସ ଅଧ୍ୟକ୍ଷ...

ଦୁଇଟି ଗାଡ଼ିରେ ନିଆଁ ଲଗାଇଲେ ଆତଙ୍କବାଦୀ

ଶ୍ରୀନଗର,୧।୧୧: ଜମ୍ମୁ-କଶ୍ମୀର କୁଲଗାମ ଜିଲାରେ ଆତଙ୍କବାଦୀ ସକ୍ରିୟ ରହିଛନ୍ତି। ଶୁକ୍ରବାର ସକାଳେ ବୋନିଗମ ଗଁ। ନିକଟରେ ଦୁଇଟି ଗାଡିରେ କିଛି ଆତଙ୍କବାଦୀ ନିଆଁ ଲଗାଇଦେଇଛନ୍ତି। ନିଆଁ...

ମୋଷ୍ଟ ଓ୍ବାଣ୍ଟେଡ ଡନ୍‌ ଦାଉଦ ଇବ୍ରାହିମ୍‌ଙ୍କ ଭାଇ ଇକ୍‌ବାଲ ଗିରଫ

ମୁମ୍ବାଇ,୧୮।୨: ମୋଷ୍ଟ ଓ୍ବାଣ୍ଟେଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଭାଇ ଇକ୍‌ବାଲ କାସକରଙ୍କୁ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଗିରଫ କରିଛି। ମନି ଲଣ୍ଡରିଂ ମାମଲାରେ ମହାରାଷ୍ଟ୍ରର ଥାଣେ...

Advertisement
Archives

Model This Week