Posted inଜାତୀୟ

ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ: ହଜାରେରୁ ଅଧିକ ବୈଜ୍ଞାନିକ-ବୁଦ୍ଧିଜୀବୀ କଲେ ସ୍ବାକ୍ଷର

ନୂଆଦିଲ୍ଲୀ,୯।୧୨: ନାଗରିକତା ସଂଶୋଧନ ବିଲ୍‌କୁ ବିରୋଧ କରି ଦେଶର ହଜାରେରୁ ଅଧିକ ବୈଜ୍ଞାନିକ-ବୁଦ୍ଧିଜୀବୀ ସ୍ବାକ୍ଷର କରିଛନ୍ତି। ଏହା ଦ୍ୱାରା ଦେଶର ସମ୍ବିଧାନର ମୂଳ ସ୍ବରୂପ ହଜି ଯିବାର ଆଶଙ୍କା ଥିବା ସେମାନେ କହିଛନ୍ତି। ଭାରତୀୟ ସମ୍ବିଧାନ ସବୁବେଳେ ଧର୍ମ ନିରପେକ୍ଷତାକୁ ଗୁରୁତ୍ୱ ଦେଇଥାଏ। ତେବେ ନାଗରିକତା ସଂଶୋଧନ ବିଲ୍‌ ଦ୍ୱାରା ଏହା ବ୍ୟାହତ ହେବାର ଆଶଙ୍କା ରହିଛି। ସମ୍ବିଧାନର ଅନୁଚ୍ଛେଦ ୧୪ ଅନୁସାରେ ଜାତି ଧର୍ମ ବର୍ଣ୍ଣ ନିର୍ବିଶେଷରେ ସଭିଏଁ ଆଇନ ଆଗରେ ସମାନ। ତେବେ ନାଗରିକତା ସଂଶୋଧନ ବିଲ୍‌ ଏହା ବିରୋଧରେ କାର୍ଯ୍ୟ କରିବ ବୋଲି ସେମାନେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣତନ୍ତ୍ରକୁ କଣ୍ଟା

ନୂଆଦିଲ୍ଲୀ, ୪ା୨: ଭାରତ ଭଳି ଭଦ୍ର ଓ ଆମେରିକା ପରି ବିକଶିତ ଦେଶଗୁଡ଼ିକ ସବୁବେଳେ ଆତଙ୍କବାଦକୁ ଗଣତନ୍ତ୍ର ପାଇଁ ସବୁଠୁ ବଡ଼ ଆହ୍ବାନ ବୋଲି କହିଥାନ୍ତି।...

ଆଲୋଚନା ପାଇଁ ପ୍ରସ୍ତୁତ

ନୂଆଦିଲ୍ଲୀ, ୧୯।୧୨(ପି.ଟି.): କେନ୍ଦ୍ରର ନୂଆ କୃଷି ଆଇନକୁ ନେଇ ଚାଷୀମାନେ ଆନ୍ଦୋଳନ ଚଳାଇଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ସେମାନଙ୍କ ଆଗରେ ମୁଣ୍ଡ ନୁଆଇବା ସହ ସମସ୍ତ ପ୍ରସଙ୍ଗରେ...

ଶିଶୁଦିବସ ଉପଲକ୍ଷେ ସ୍ବତନ୍ତ୍ର ଡୁଡୁଲ କଲା ଗୁଗୁଲ

ନୂଆଦିଲ୍ଲୀ,୧୪।୧୧:ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁଙ୍କ ଆଜି ଜନ୍ମଦିବସ। ଏହି ଦିନଟିକୁ ସାରା ଦେଶରେ ଶିଶୁଦିବସ ଭାବେ ପାଳନ କରାଯାଏ। ୧୮୮୯ ନଭେମ୍ବର ୧୪ରେ...

୭୩ ଚିକିତ୍ସାଧୀନ କରୋନା ସଂକ୍ରମିତ: ୧୦ ସୁସ୍ଥ, ୨ ମୃତ

ନୂଆଦିଲ୍ଲୀ,୧୪।୩: ଭାରତରେ କରୋନା ସଂକ୍ରମଣକୁ ନେଇ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଇତିମଧ୍ୟରେ ୮୫ ଜଣଙ୍କ ନମୁନାରେ ପଜେଟିଭ୍‌ ରିପୋର୍ଟ ମିଳିଛି। ୭୩ ଜଣ ଚିକିତ୍ସାଧୀନ ଥିବାବେଳେ...

୩୫ ମିନିଟ୍‌ରେ ୬ ସନ୍ତାନ ଜନ୍ମ ଦେଲେ ମହିଳା

ଶୋପୁର,୨୯।୨: ମଧ୍ୟ ପ୍ରଦେଶ ଶୋପୁରର ଜିଲା ହସ୍ପିଟାଲରେ ଜଣେ ମହିଳା ଶନିବାର ସକାଳେ ମାତ୍ର ୩୫ ମିନିଟ୍‌ ମଧ୍ୟରେ ୬ ସନ୍ତାନ ଜନ୍ମ ଦେଇଥିବା ସୂଚନା...

କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ,୪।୮: କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରୁପ୍ପାଙ୍କ ପରେ ଏବେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଏସ୍‌ ସିଦ୍ଧରମେୟା କରୋନାରେ ପୀଡ଼ିତ ହୋଇଛନ୍ତି। ମଙ୍ଗଳାବର...

୪୧ ବର୍ଷ ମଧ୍ୟରେ ବିଭିନ୍ନ ରାଜ୍ୟରେ ଗଠିତ ହୋଇଛି ୪୦ ମେଣ୍ଟ ସରକାର: ହାରାହାରି କାର୍ଯ୍ୟକାଳ ୨୬ ମାସ

ନୂଆଦିଲ୍ଲୀ,୩।୧୧: ଦେଶର ବିଭିନ୍ନ ରାଜ୍ୟରେ ଗତ ୪୧ ବର୍ଷ ମଧ୍ୟରେ ୧୯୭୭ଠାରୁ ୪୦ ମେଣ୍ଟ ସରକାର ଗଠନ ହୋଇଛି। ତେବେ ଏସବୁ ସରକାରଙ୍କ ହାରାହାରି କାର୍ଯ୍ୟକାଳ...

ଝିଅଙ୍କ ବିବାହ ବୟସ ବଢ଼ାଇବା ଦ୍ୱାରା ମିଳି ନପାରେ ସୁଫଳ: ଆର୍‌ଆର୍‌ଏସ୍‌ ମହିଳା ମୋର୍ଚ୍ଚା…

ନୂଆଦିଲ୍ଲୀ,୨୮।୨ : ଝିଅମାନଙ୍କ ବିବାହର ବୟସ ବଢ଼ାଇବା ଇଚ୍ଛାକୃତ ଫଳାଫଳ ଦେଇ ନ ପାରେ ବୋଲି ଆର୍‌ଆର୍‌ଏସ୍‌ ମହିଳା ମୋର୍ଚ୍ଚା ପକ୍ଷରୁ କୁହାଯାଇଛି। ଆର୍‌ଆର୍‌ଏସ୍‌ର ସର୍ବୋଚ୍ଚ...

Advertisement
Archives

Model This Week