Posted inଜାତୀୟ

ନାଗରିକତା ସଂଶୋଧନ ବିଲ୍‌ ନେଇ ହିଂସା: ଦିବ୍ରୁଗଡ଼ରେ ବିକ୍ଷୋଭକାରୀଙ୍କ ଉପରେ ପୋଲିସର ଲାଠି ଚାଳନା

ଦିବ୍ରୁଗଡ଼, ୧୧।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ଆସାମରେ ହିଂସାକାଣ୍ଡ ଜାରି ରହିଛି। ବୁଧବାର ଉତ୍ୟକ୍ତ ବିକ୍ଷୋଭକାରୀଙ୍କୁ ଘଉଡ଼େଇବା ପାଇଁ ପୋଲିସ ପକ୍ଷରୁ ଲାଠି ଚାଳନା କରାଯାଇଛି। ଶାନ୍ତିପୂର୍ଣ୍ଣ ଭାବେ ପ୍ରଦର୍ଶନ କରିବାକୁ ବିକ୍ଷୋଭକାରୀଙ୍କୁ ପୋଲିସ ପକ୍ଷରୁ ସତର୍କ ସୂଚନା ଦିଆଯାଇଥିଲା। ତେବେ ବିକ୍ଷୋଭକାରୀମାନେ ଏକ ଆମ୍ବୁଲାନ୍ସ୍‌କୁ ଯିବାକୁ ବାଟ ନ ଛାଡିବାରୁ ବାଧ୍ୟ ହୋଇ ପୋଲିସ ପକ୍ଷରୁ ଏପରି କରାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏସି ଥିବା ସ୍ମାର୍ଟ ପୋଲିଂ ବୁଥ୍‌ରେ ଦିବ୍ୟାଙ୍ଗ ଭୋଟର ଦେଲେ ଭୋଟ

ଇନ୍ଦୋର,୧୯।୫: ମଧ୍ୟପ୍ରଦେଶ ଇନ୍ଦୋରରେ ଥିବା ଏସି ଯୁକ୍ତ ସ୍ମାର୍ଟ ପୋଲିଂ ବୁଥ୍‌ରେ ଦିବ୍ୟାଙ୍ଗ ଭୋଟରଙ୍କ ସମେତ ବରିଷ୍ଠ ନାଗରିକ ସେମାନଙ୍କର ମତଦାନ ଅଧିକାର ସାବସ୍ତ୍ୟ କରିଛନ୍ତି।...

କେଜରିଓ୍ବାଲଙ୍କ ଲୋକପ୍ରିୟତା: ବିବାହ ନିମନ୍ତ୍ରଣ କାର୍ଡରେ ବି ଛପାଗଲା ନାମ

ଯୋଧପୁର,୧୭।୨: ତୃତୀୟଥର ପାଇଁ ଦିଲ୍ଲୀରେ କ୍ଷମତା ଦଖଲ କରିବା ପରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ଲୋକପ୍ରିୟତା ଏବେ ବଢ଼ିବାରେ ଲାଗିଛି। ରାଜସ୍ଥାନ ଯୋଧପୁରର ବାଲେସର ଅଞ୍ଚଳର...

ଏମ୍‌ବିବିଏସ୍‌ ପାଠ୍ୟକ୍ରମରେ ନାମ ଲେଖାଇବେ ରାଜୌରିର ପ୍ରଥମ ଛାତ୍ରୀ

ରାଜୌରି,୨୬।୮: ଜମ୍ମୁ-କଶ୍ମୀରର ରାଜୌରି ଜିଲାରେ ଇରମିମ ଶମିମ ନାମକ ଜଣେ ଛାତ୍ରୀ ପ୍ରଥମ କରି ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନସେସ୍‌ (ଏମ୍ସ)ରେ ଏମ୍‌ବିବିଏସ୍‌...

ମୁମ୍ବାଇରେ ଅଟକ ଉତ୍ତରାଖଣ୍ଡ ମହିଳା

ବେଙ୍ଗାଲୁରୁ,୫ା୧: ବିବାଦୀୟ ‘ବୁଲ୍ଲି ବାଈ’ ମାମଲାରେ ମୁମ୍ବାଇ ପୋଲିସ ମଙ୍ଗଳବାର ବେଙ୍ଗାଲୁରୁର ଜଣେ ୨୧ ବର୍ଷୀୟ ଇଞ୍ଜିନିୟରିଂ ଛାତ୍ରଙ୍କୁ ଗିରଫ କରିଥିବାବେଳେ ମୁଖ୍ୟ ଅଭିଯୁକ୍ତ (ଜଣେ...

ମହାରାଷ୍ଟ୍ର, ହରିୟାଣା ପାଇଁ ଭାଜପାର ୨ୟ ପ୍ରାର୍ଥୀ ତାଲିକା

ନୂଆଦିଲ୍ଲୀ,୩ା୧୦(ଆଇଏଏନ୍‌ଏସ୍‌): ମହାରାଷ୍ଟ୍ର ଓ ହରିୟାଣା ବିଧାନସଭା ନିର୍ବାଚନ ପାଇଁ ଭାଜପା ବୁଧବାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ହରିୟାଣା ପାଇଁ ଏହି ପର୍ଯ୍ୟାୟରେ...

ସମୟ ପୂର୍ବରୁ ମୌସୁମୀ ଅଧିବେଶନ ଶେଷ ହେବା ଆଶଙ୍କା, ହେଲାଣି ୨୬.୯୨୫ କୋଟି କ୍ଷତି…

ନୂଆଦିଲ୍ଲୀ,୩୧।୭: ସଂସଦର ମୌସୁମୀ ଅଧିବେଶନ ଅଚଳ ହୋଇପଡ଼ିଛି। ଜୁଲାଇ ୧୯ରୁ ଆରମ୍ଭ ହୋଇଥିବା ସଂସଦର ମୌସୁମୀ ଅଧିବେଶନ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି।...

ବୈଧ ଭିସା ନେଇ ପାକିସ୍ତାନ ଯାଉଥିବା କଶ୍ମୀର ଯୁବକ ନେଉଛନ୍ତି ଆତଙ୍କବାଦ ତାଲିମ: ରିପୋର୍ଟ

ନୂଆଦିଲ୍ଲୀ,୨।୫: ଆତଙ୍କବାଦୀ ନିରୋଧୀ ଅଭିଯାନ ବେଳେ ପାକିସ୍ତାନରୁ ତାଲିମ ନେଇ ଫେରିଥିବା ୧୭ ଜଣ କଶ୍ମୀରୀ ଯୁବକ ନିହତ ହେଲେଣି। ନିହତ ହୋଇଥିବା ଯୁବକଙ୍କ ମଧ୍ୟରୁ...

ଭାରତ ବନ୍ଦ: ହକ୍‌ ପାଇଁ ଗର୍ଜୁଛନ୍ତି ଚାଷୀ

ନୂଆଦିଲ୍ଲୀ,୮।୧୨: ନୂଆ କୃଷି ଆଇନ ବିରୋଧରେ ବିଭିନ୍ନ ଚାଷୀ ସଂଗଠନ ଆଜି ‘ଭାରତ ବନ୍ଦ’ ଡାକରା ଦେଇଛନ୍ତି। ଏହି ଅବସରରେ ସକାଳୁ ଦେଶର ବିଭିନ୍ନ ସ୍ଥାନରେ...

Advertisement
Archives

Model This Week